ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odisha-assembly

ରାଜ୍ୟ ବିକାଶରେ ଷୋଡଶ ଅଧିବେଶନ ସ୍ମରଣୀୟ…

ଭୁବନେଶ୍ବର: ସରିଲା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ। ବିଧାନସଭାକୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ମୁଲତବି କଲେ ବାଚସ୍ପତି। ୨ଟି କାର୍ଯ୍ୟ ଦିବସ ପୂର୍ବରୁ ବିଧାନସଭା ଅଧିବେଶନ ଶେଷ ହୋଇଛି। ମୋଟ ୫ଦିନ ଚାଲିଥିଲ ବିଧାନସଭା।  ଆଗକୁ ନିର୍ବାଚନ ଥିବାରୁ ଷୋଡଶ ବିଧାନସଭାର ଏହା ଥିଲା ଶେଷ ଅଧିବେଶନ। ୫ଦିନ…

ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଫଟୋ…

ଭୁବନେଶ୍ବର: ଆଜି ଷୋଡଶ ବିଧାନସଭାର ୧୫ତମ ଅଧିବେଶନ। ବିଧାନସଭା ବିଧି ଅନୁସାରେ ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଫୋଟୋ ଉଠାଇଥିଲେ। ଏହି ମୁହୂର୍ତ୍ତ ଥିଲା ଅତି ଭାବବିହ୍ବଳ। ଅନେକ ବରିଷ୍ଠ ରାଜନୀତିରୁ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିବାରୁ ସମସ୍ତଙ୍କ ହାତ ମିଶାଇ ଆଗାମୀ ଦିନ ପାଇଁ ଶୁଭେଚ୍ଛା…

ବିଧାନସଭାକୁ ଶେଷ ମୁଣ୍ଡିଆ ମାରି ବିଦାୟ…

ଭୁବନେଶ୍ୱର: ଶେଷ ଦିନରେ ବିଧାନସଭାକୁ ମୁଣ୍ଡିଆ ମାରିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।  ବିଧାନସଭା ଗୃହରୁ ସୁର ବାହାରିବା ବେଳେ ମୁଣ୍ଡିଆ ମାରି ଭାବବିହ୍ୱଳ ହୋଇପଡିଥିଲେ । ଖାଲି ଭାବବିହ୍ୱଳ ହୋଇନଥିଲେ କହିଥିଲେ ଏହା ମୋର ଶେଷ ବିଧାନସଭା । ସବୁବେଳେ ନିଜର କୌତୁହଳପୂର୍ଣ୍ଣ ବୟାନ ପାଇଁ ସଭିଙ୍କ…

ଆଜି ବିଧାନସଭାରେ ପାରିତ ହେବ ବ୍ୟୟ…

ଭୁବନେଶ୍ବର: ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍। ପ୍ରଶ୍ନ କାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ବିଭାଗ ସମ୍ପର୍କରେ ପ୍ରଶ୍ନକାଳରେ ଆଲୋଚନା ରହିଛି। ଶୂନ୍ୟକାଳରେ ବହୁ…

ପୋଡ଼ିୟମ ଚଢ଼ି ବାଚସ୍ପତିଙ୍କ ମାଇକ…

ଭୁବନେଶ୍ବର: ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ । ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ହୋହଲ୍ଲା ଯୋଗୁଁ ଗୃହ ବାରମ୍ବାର ମୁଲତବି ରହିଥିବାର ଦେଖିବାକୁ ମିଳିଛି। ଏହାରି ମଧ୍ୟର ସବୁ ସୀମା ଟପିଛି ରାଜ୍ୟ ବିଜେପି। ପ୍ରତିବାଦ ଜଣାଇବାକୁ ଯାଇ ବାଚସ୍ପତିଙ୍କ ପୋଡ଼ିୟମ ଚଢ଼ି ମାଇକ…

ବିଧାନସଭାର ଶେଷ ଅଧିବେଶନ ଲାଗି…

ଭୁବନେଶ୍ୱର : ଆସନ୍ତା ୫ ତାରିଖରୁ ବସିବ ଷୋଡଶ ବିଧାନସଭାର ୧୫ ତମ ଅଧିବେଶନ। ଫେବ୍ରୁଆରୀ ୫ରୁ ୧୩ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି। କାମଚଳା ବଜେଟ ମଧ୍ୟ ରହିଛି । ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ଆସନ୍ତା ୪ତାରିଖ ସନ୍ଧ୍ୟାରେ ସର୍ବଦଳୀୟ ବୈଠକ ବସିବ।…

ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ,…

ଭୁବନେଶ୍ବର: ଫେବୃଆରୀ ୫ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ । ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା । ବିଧାନସଭା ଅଧିବେଶନ ନେଇ ରାଜ୍ୟପାଳଙ୍କ ଅନୁମୋଦନ ମିଳିଛି। ବିଧାନସଭାରେ ରହିଛି ୭ଟି କାର୍ଯ୍ୟଦିବସ । ୫ ତାରିଖରେ ରାଜ୍ୟପାଳ ଅଭିଭାଷଣ ରଖିବେ । ୬ ଓ ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ…

ବିଧାନସଭା ଶୀତ ଅଧିବେଶନର ୩ୟ ଦିନ:…

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ୩ୟ ଦିନ ।  ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।ଉଲ୍ଲେଖଯୋଗ୍ୟ, ମଙ୍ଗଳବାର…

ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ…

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ…

ବିଧାନସଭା ଶୀତ ଅଧିବେଶନ: ଶୋକ ପ୍ରସ୍ତାବ…

ଭୁବନେଶ୍ୱର: ଆଜି ଠାରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଚତୁର୍ଦ୍ଦଶ ଅର୍ଥାତ୍‌‌ ଶୀତ ଅଧିବେଶନ। ପୂର୍ବତନ ବାଚସ୍ପତି ସ୍ବର୍ଗତଃ ମହେଶ୍ୱର ମହାନ୍ତି , ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାଶ, ଯୁଧିଷ୍ଠିର ସାମନ୍ତରାୟ,…