ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha BJP

ନୂଆ ନେତା ସୃଷ୍ଟି କରିବାରେ ବିଫଳ ରାଜ୍ୟ…

ଭୁବନେଶ୍ୱର: ମୁଣ୍ଡ ଉପରେ ସାଧାରଣ ନିର୍ବାଚନ ଥିବାବେଳେ ଦଳର ନେତାଙ୍କ ଉପରେ ଭରସା ପାଉନି। ସେଥିପାଇଁ ଅନ୍ୟ ଦଳର ନେତାଙ୍କ ଉପରେ ରାଜ୍ୟ ବିଜେପି ଆଖି ପକାଇଛି। ବିଶେଷକରି ଅପରାଧିକ ପୃଷ୍ଠଭୂମି ଏବଂ ଦୁର୍ନୀତି ସହ ସମ୍ପୃକ୍ତ ଜେଲ୍‌‌ ଫେରନ୍ତା ନେତାଙ୍କୁ ବିଜେପି କୋଳେଇ ନେବାକୁ ପଛଘୁଞ୍ଚା ଦେଉନାହିଁ। ଗତ…

ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି;…

ଭୁବନେଶ୍ବର: ରଣକ୍ଷେତ୍ର ପାଲଟିଲା ଲୋୟର ପିଏମଜି । ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନ ନାଁରେ ବିଜେପି କର୍ମୀ କଲେ ଗୁଣ୍ଡାଗର୍ଦ୍ଦି । ବିଜେପି କର୍ମୀଙ୍କ ଆକ୍ରମଣରେ ଲହୁଲୁହାଣ ହେଲା ପୋଲିସ । ଲୋୟର ପିଏମଜିରେ ବିଜେପିର ଯୁବମୋର୍ଚ୍ଚା ରାଲି କରୁଥିବାବେଳେ ବିଜେପି କର୍ମୀ ଓ ପୋଲିସ ମୁହାଁମୁହିଁ…

ବିରୋଧୀ ଦଳ ନେତା ପଦକୁ ନେଇ ବିବାଦୀୟ…

ଭୁବନେଶ୍ୱର: ପୁଣି ବିବାଦୀୟ ମନ୍ତବ୍ୟ ଦେଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ବିରୋଧୀ ଦଳ ନେତା ପଦକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ଜୟନାରାୟଣ । ବିଧାନସଭାରେ ବିରୋଧୀ ଦଳର ନେତାମାନଙ୍କୁ ସରକାର ମ୍ୟାନେଜ କରୁଛନ୍ତି । ହେଲେ ତାଙ୍କୁ ମ୍ୟାନେଜ କରିପାରିଲେ ନାହିଁ, ତେଣୁ ତାଙ୍କ ବିରୋଧରେ…

ହାଟରେ ପଡ଼ି ଦାଣ୍ଡରେ ଗଡୁଛି ବିଜେପି ଘର…

ଭୁବନେଶ୍ୱର : ଗୋଟିଏ ପଟେ ରାଜ୍ୟରେ କ୍ଷମତାଦଖଲ ଲାଗି ଦିନ ରାତି ସ୍ୱପ୍ନ ଦେଖୁଛି ବିଜେପି। ଦଳର ନେତାମାନେ କ୍ଷମତା ହାସଲ ପାଇଁ ଆବଶ୍ୟକ ପଡ଼ିଲେ ମାର୍‍ପିଟ୍‍ କରିବାକୁ ପଛାଇବେ ନାହିଁ ବୋଲି ମନ୍ତବ୍ୟ ଦେଉଛନ୍ତି। କିଛି ବରିଷ୍ଠ ନେତା ଏକାଠି ବସିବା, ଏକାଠି ଭାବିବା ଓ ଏକାଠି କାମ କରିବାକୁ ଆହ୍ୱାନ…

୨୦୨୪ ଲାଗି ବିଜେପିର ପ୍ରସ୍ତୁତି :…

ଭୁବନେଶ୍ୱର : ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ସାଂଘାତିକ ବିପର୍ଯ୍ୟୟ ପରେ ରାଜ୍ୟ ସଂଗଠନ ସଜାଡ଼ିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ବିଜେପି ଶୀର୍ଷ ନେତୃତ୍ୱ। ଅଗଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଦଳୀୟ ପଦାଧିକାରୀଙ୍କୁ ନିର୍ଦ୍ଦିଷ୍ଟ ମନ୍ତ୍ର ଦେଇଥିବା ବେଳେ ଦଳର ନବନିଯୁକ୍ତ…

ବିରୋଧୀ ଦଳ ନେତା ହେଲେ ଜୟନାରାୟଣ ମିଶ୍ର,…

ଭୁବନେଶ୍ୱର: ବିରୋଧୀ ଦଳ ନେତା ହେଲେ ସମ୍ୱଲପୁର ବିଧାୟକ ଜୟନାରାୟଣ ମିଶ୍ର। ବିଜେପି ପକ୍ଷରୁ ଏନେଇ ଆନୁଷ୍ଠାନିକ ଭାବେ ତାଙ୍କ ନାଁ ଘୋଷଣା ହୋଇଛି । ବିଜେପିର ଓଡ଼ିଶା ଦାୟିତ୍ୱରେ ଥିବା ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏନେଇ ଘୋଷଣା କରିଛନ୍ତି। ବର୍ତ୍ତମାନର ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଦୀର୍ଘ…