କ୍ରୀଡା ଭିତ୍ତିଭୂମି ବିକାଶ ପାଇଁ ୧୦୯…
ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ବର୍ଷର ଆର୍ଥିକ ଓଡିଶା ବଜେଟ । ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ।୨୦୨୧-୨୨ ବଜେଟରେ ମୋଟ୍ ୧ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଚଳିତ ବଜେଟରେ ସ୍ବାସ୍ଥ୍ୟ ସହ କ୍ରୀଡ଼ା…