ଜାଣନ୍ତୁ ବଜେଟ୍କୁ ନେଇ କଣ କହିଲେ…
ଭୁବନେଶ୍ବର : ବିଧାନସଭାରେ ଉପସ୍ଥାପିତ ହୋଇଛି ୨୦୨୧-୨୨ ଆର୍ଥିକ ବର୍ଷର ବଜେଟ୍। ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ କରୋନା ପରେ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଚଳିତ ବଜେଟରେ ମୋଟ୍ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟ ବରାଦ କରାଯାଇଛି। ବିଧାନସଭାରେ ୨୦୨୧-୨୨ ବଜେଟ୍…