ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Cabinet

ରାଜ୍ୟ କ୍ୟାବିନେଟ ବୈଠକରେ ୭ ବିଭାଗର ୧୪…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜି ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ବିଭାଗର ୧୪ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗର ୬ଟି ପ୍ରସ୍ତାବକୁ ମଞ୍ଜୁର ମିଳିଥିବା ଜଣାପଡ଼ିଛି। ମହାନଦୀରେ ଆଉ ଏକ ସେତୁ ନିର୍ମାଣ ପାଇଁ କ୍ୟାବିନେଟ ମଂଜୁରୀ…

୨ ବିଭାଗର ୫ ପ୍ରସ୍ତାବକୁ ମିଳିଲା ରାଜ୍ୟ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୨ଟି ବିଭାଗର ୫ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି।ଆଜିର କ୍ୟାବିନେଟ ବୈଠକରେ ଆଦିବାସୀ ଭାଷାର ସଂରକ୍ଷଣ ଏକ କମିଶନ ଗଠନ…

ବର୍ଷର ଶେଷ କ୍ୟାବିନେଟ ବୈଠକରେ ୧୩…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା ବସିଥିବା ଚଳିତ ବର୍ଷର ଶେଷ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ବର୍ଷର ଶେଷ କ୍ୟାବିନେଟ ବୈଠକରେ ୧୦ ବିଭାଗର ୧୩ଟି ପ୍ରସ୍ତାବ ଉପରେ ମୋହର ବାଜିଛି।କ୍ୟାବିନେଟ୍‌ ନିଷ୍ପତ୍ତି ଅନୁସାରେ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି…

୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର :…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟ ବୈଠକରେ ୧୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ଲାଭ କରିଛି। କ୍ୟାବିନେଟ ବୈଠକରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ୫ଟି ଉପକ୍ରମରେ ନୂଆ…

ମନ୍ତ୍ରିପରିଷଦ ଓ ରାଜ୍ୟ କ୍ୟାବିନେଟ ବୈଠକ…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ରାଜ୍ୟ ମନ୍ତ୍ରୀ ପରିଷଦ ଏବଂ କ୍ୟାବିନେଟ ବୈଠକ। ମନ୍ତ୍ରୀ ପରିଷଦ ବୈଠକରେ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ପାଇଁ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ସେହିପରି ରାଜ୍ୟ କ୍ୟାବିନେଟ…

ରାଜ୍ୟ କ୍ୟାବିନେଟ ବୈଠକରେ ୧୯ ପ୍ରସ୍ତାବ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଆଜିର ରାଜ୍ୟ କ୍ୟାବିନଟ ବୈଠକ ଶେଷ ହୋଇଛି। ଏହି କ୍ୟାବିନେଟରେ ୧୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। । ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଛି। ଏହି ଯୋଜନାରେ ଯୁବକ ଓ ଯୁବତୀଙ୍କୁ…

ଆଜି ରାଜ୍ୟ କ୍ୟାବିନେଟ୍‌, ୧୦ରୁ ଅଧିକ…

ଭୁବନେଶ୍ୱର: ଆଜି ସନ୍ଧ୍ୟା ୬ଟାରେ ରାଜ୍ୟ କ୍ୟାବିନେଟ୍‌‌ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୦ରୁ ଊର୍ଦ୍ଧ୍ବ ପ୍ରସ୍ତାବ ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ବିଶ୍ୱସ୍ତ ସୂଚ୍ରରୁ ମିଳିଥିବା ସୂଚନା ଅନୁଯାୟୀ…

ରାଜ୍ୟ କ୍ୟାବିନେଟରେ ୯ଟି ପ୍ରସ୍ତାବ ଉପରେ…

ଭୁବନେଶ୍ୱର: ରାଜ୍ୟର ସମୃଦ୍ଧ ଜଗନ୍ନାଥ ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ପ୍ରଚାର ପ୍ରସାର ସହ ଗ୍ରାମାଞ୍ଚଳରେ ସର୍ବୋତ୍କୃଷ୍ଟ ବିକଶିତ ଭିତ୍ତିଭୂମି ଯୋଗାଇଦେବା ପାଇଁ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ଅୟମାରମ୍ଭ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ…

ବିଦେଶ ମାଟିରୁ ବସିଲା କ୍ୟାବିନେଟ୍…

ଭୁବନେଶ୍ବର : ପ୍ରଥମ ଥର ପାଇଁ ବିଦେଶ ମାଟିରୁ ବସିଲା ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ପ୍ରତିନିଧି ଦଳ ଜାପାନ ଗସ୍ତରେ ଥିବା ସମୟରେ ସେଠାରୁ ଭର୍ଚୁଆଲ ମୋଡ଼ରେ କ୍ୟାବିନେଟ୍‌ ବୈଠକରେ ଯୋଗଦେଇଥିଲେ। ଓଡିଶାଠାରୁ ୬ ହଜାର କିଲୋମିଟର ଦୂରରେ ଜାପାନର…

ପନିପରିବା, ଆଳୁ, ପିଆଜ,ମସଲା ଉତ୍ପାଦନରେ…

ଭୁବନେଶ୍ବର : ଆଳୁ, ପିଆଜ, ପନିପରିବା ଏବଂ ମସଲା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଏବଂ ଚାଷୀାମାନଙ୍କର ରୋଜଗାର ବୃଦ୍ଧି ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି। ୨୦୨୨-୨୩ରୁ ୨୦୨୫-୨୬ ମୋଟ ୪ ବର୍ଷ ପାଇଁ ସରକାର ୧୧୪୨.୨୪ କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତାବକୁ ଅନୁମୋଦନ…