ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha CM Naveen Patnaik

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟର…

ଭୁବନେଶ୍ବର:ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି…

୭୮ ବର୍ଷରେ ନବୀନ: ଓଡ଼ିଶା ପ୍ରଗତିର…

କ୍ଷମତା ରାଜନୀତିର ସମ୍ଭ୍ରାନ୍ତ ଅଳିନ୍ଦରେ ଆତଯାତ ହୋଇ ସୁଦ୍ଧା ରାଜନୀତିରୁ ନିରାପଦ ଦୂରତା ଅବଲମ୍ବନ କରୁଥିବା ନବୀନଙ୍କ ପ୍ରତ୍ୟକ୍ଷ ରାଜନୀତିର ପ୍ରବେଶ ପ୍ରସଙ୍ଗ ଏକ ସମୟରେ ଥିଲା ଅକଳ୍ପନୀୟ। ଆକସ୍ମିକ ଭାବରେ ରାଜନୀତିରେ ପ୍ରବେଶ କରିଥିବା ନବୀନ ଇତିମଧ୍ୟରେ ପୂରଣ କରିଛନ୍ତି ରାଜନୈତିକ ଜୀବନର ଅପରାଜେୟ…

ବିକାଶର ନୂଆ ସୋପାନରେ ବରଗଡ ଜିଲ୍ଲା,…

ଭୁବନେଶ୍ବର : ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ରାଜ୍ୟରୁ…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା। ଆଜି ଅପରାହ୍ନରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ଗୁରୁତ୍ବପୁର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟା ୬.୩୦ର…

ରାଜନୀତି ମୋ ପାଇଁ ବୃତ୍ତି ନୁହେଁ; ଏକ…

ଭୁବନେଶ୍ୱର : ରାଜନୀତିରେ ନମ୍ର, ପ୍ରଶାସନରେ ଦକ୍ଷ, ଲୋକକଲ୍ୟାଣ କାର୍ଯ୍ୟକ୍ରମରେ ଉଦାହରଣୀୟ ଓ ରାଜ୍ୟର ସ୍ୱାର୍ଥଜଡ଼ିତ ପ୍ରସଙ୍ଗରେ ଅଦମିତ ଯୋଦ୍ଧା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ‘ରାଜନୀତିର ଗ୍ରାଣ୍ଡମାଷ୍ଟର’ ଭାବେ ଖ୍ୟାତିସମ୍ପନ୍ନ ଇଂରାଜୀ ପତ୍ରିକା ‘ଦି ୱିକ୍‌‌’ ଅଭିହିତ କରିଛି।…

ଗୋଟିଏ ଦିନରେ ୧୮ଟି ବୈଠକ କରି ଆପଣ…

ଭୁବନେଶ୍ବର : ନିବେଶ ନିମନ୍ତେ ସାରା ଦେଶରେ ଓଡ଼ିଶା ସର୍ବୋତ୍କୃଷ୍ଟ ରାଜ୍ୟ। ଇଜ୍‍ ଅଫ୍‍ ଡ଼ୁଇଙ୍ଗ ବିଜନେସ କ୍ରମାଙ୍କରେ ଓଡ଼ିଶା ଆଚିଭର୍ସ ବର୍ଗରେ ସ୍ଥାନ ପାଇଛି। ଦକ୍ଷ ମାନବସମ୍ବଳ ସୃଷ୍ଟି ଓ ସହଜ ଶିଳ୍ପ ନୀତି ପ୍ରଣୟନ କ୍ଷେତ୍ରରେ ଦେଶରେ ଓଡ଼ିଶାର ପ୍ରଚେଷ୍ଟା ଅଦ୍ୱିତୀୟ। ଏଥିପାଇଁ ଦେଶ ବିଦେଶର…

ସାଲିସବିହୀନ ରାଜନେତା, ସୁଦକ୍ଷ ପ୍ରଶାସକ…

ଭୁବନେଶ୍ୱର: ବିଭିନ୍ନ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଛି ଅନେକ ସମ୍ମାନ ଓ ସ୍ୱୀକୃତି। ସମର୍ପିତ ସେବା, ଦୃଢ଼ ଶାସନ, ରାଜ୍ୟର ବିକାଶ, ବିପର୍ଯ୍ୟୟ ମୁକାବିଲା, ଖାଦ୍ୟ ନିରାପତ୍ତା, କ୍ରୀଡ଼ା ବିକାଶ, ମହିଳା ସଶକ୍ତିକରଣ, କୃଷିର ଉନ୍ନତି, ଦୁର୍ନୀତି ବିରୋଧରେ କଠୋର ପଦକ୍ଷେପ ଯୋଗୁଁ ଦେଶର…

‘ଜୀବନବ୍ୟାପୀ ସାଧନା ସମ୍ମାନ’ନେଇ ଓଡ଼ିଶା…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ ଭୁବନେଶ୍ବର ଫେରିଛନ୍ତି। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ବିଜୁ ଜନତା ଦଳ ପକ୍ଷରୁ ଦିଆଯାଇଛି ଭବ୍ୟ ସ୍ବାଗତ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଗତ…

ଭୁବନେଶ୍ବର : ଦୀର୍ଘ ୨୫ ବର୍ଷର ସମର୍ପିତ ସେବା ଓ ଜୀବନବ୍ୟାପୀ ସାଧନା ନିମନ୍ତେ ନୂଆଦିଲ୍ଲୀରେ ସମ୍ମାନିତ ହେବା ପରେ ଆଜି ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନଙ୍କୁ ସ୍ବାଗତ କରିବା ପାଇଁ ଲକ୍ଷାଧିକ ଲୋକଙ୍କ ଭିଡ ହୋଇଛି।ବିମାନ ବନ୍ଦରରୁ ନବୀନ ନିବାସ ଯାଏଁ ଜନସମୁଦ୍ର ଦେଖିବାକୁ…

କାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ :…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ ଶେଷ କରି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ବର ଫେରିବେ। ଜନସେବା ଓ ବଳିଷ୍ଠ ନେତୃତ୍ବ ପାଇଁ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବିଜେଡି ପକ୍ଷରୁ ଏକ ବିଶାଳ…