ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Election

ଭୋଟ୍ ଗଣତି ପାଇଁ ସାରା ରାଜ୍ୟରେ କଡ଼ା…

ଭୁବନେଶ୍ୱର: ଆସନ୍ତାକାଲି ଭୋଟ୍ ଗଣତି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଣ୍ଟିଂ କେନ୍ଦ୍ରରେ…

‘ସକାଳ’-‘ନନ୍ଦିଘୋଷ ଟିଭି’ ବୁଥ୍‌ ବାହୁଡ଼ା…

ଭୁବନେଶ୍ୱର: ନବୀନଙ୍କ ବିକାଶରେ ବାଜିଛି ମୋହର। ନବୀନ ନୀତିକୁ ମିଳିଛି ସ୍ୱୀକୃତି। ନବୀନ ରୂପାନ୍ତରଣ ଉପରେ ଆସ୍ଥା ସ୍ଥାପନ କରିଛନ୍ତି ରାଜ୍ୟବାସୀ। ସଦ୍ୟ ସମାପ୍ତ ୨୦୨୪ ବିଧାନସଭା ନିର୍ବାଚନରେ ଓଡ଼ିଶାବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ପୁଣିଥରେ ଅଶେଷ ଆଶୀର୍ବାଦ ଅଜାଡ଼ି ଦେଇଛନ୍ତି।…

ରାଜ୍ୟରେ ଜାରି ରହିଛି ଶେଷ ପର୍ଯ୍ୟାୟ…

ଭୁବନେଶ୍ୱର: ଭୋଟ ଦେଉଛି ଓଡିଶା । ରାଜ୍ୟରେ ଜାରି ରହିଛି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ । ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୨.୪୬ ପ୍ରତିଶତ ମତଦାନ ହୋଇଛି । ବାଲେଶ୍ୱର ଜିଲ୍ଲାରେ ୬୧.୯୧ ପ୍ରତିଶତ ଭୋଟ୍‌ ପଡିଥିବାବେଳେ, ଭଦ୍ରକ ଜିଲ୍ଲାରେ ୫୮.୨୧ ପ୍ରତିଶତ ଭୋଟ୍‌ ପଡିଛି ।…

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିଲା…

ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଥମିଲା ପ୍ରଚାର, ଦିନକ ପରେ ମତଦାନ ହେବ । ପ୍ରଥମ ଦୁଇଟି ପର୍ଯ୍ୟାୟ ଠାରୁ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅଧିକ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ପର୍ଯ୍ୟାୟରେ ହେବ ସମ୍ମାନ ପାଇଁ ଲଢ଼େଇ । ଏହିସବୁ ଆସନ ପାଇଁ ହାଇପ୍ରୋଫାଇଲ କ୍ୟାମ୍ପେନିଂ ହୋଇଛି ।…

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ…

ଭୁବନେଶ୍ୱର: ରାଜ୍ୟରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ମୋଟ୍‌ ୩୪୯ପ୍ରାର୍ଥୀ । ଏମାନଙ୍କ ମଧ୍ୟରୁ ୮୮ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧିକ ମାମଲା । ୧୭ଜଣ ପ୍ରାର୍ଥୀଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା ରହିଥିବା ବେଳେ ୨ଜଣଙ୍କ ନାରେ ଦୁଷ୍କର୍ମ ମାମଲା ରହିଛି ।…

ଆସନ୍ତାକାଲି ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ…

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଥିବା ବେଳେ ଶନିବାର ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟକ୍ରମରେ ବିରାମ ଲାଗିଛି। ଏହି ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା…

ସବୁ ଦଳ ପ୍ରତି ସମାନ ଆଚରଣ ପ୍ରଦର୍ଶନ…

ଭୁବନେଶ୍ୱର: ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଉଭୟ ବିଧାନସଭା ଏବଂ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତି କଲେଣି ସମସ୍ତ ରାଜନୈତିକ ଦଳ। ଏହାରି ଭିତରେ ତିନି ଦିନିଆ ଓଡିଶା ଗସ୍ତରେ ଆସି ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ମାରାଥନ୍‌ ବୈଠକ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର।…