ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Flood Update

ସୁବର୍ଣ୍ଣରେଖାରେ ମାଡି ଆସୁଛି ବଡ଼ ବନ୍ୟା,…

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରିବା ପରେ ପଶ୍ଚିମ ଓ ଉପକୂଳ ଓଡ଼ିଶାର ଲୋକ ଆଶ୍ବସ୍ତ ହୋଇଥିବା ବେଳେ ଏବେ ଉତ୍ତର ଓଡ଼ିଶାରେ ଭୟଙ୍କର ବନ୍ୟା ମାଡି ଆସୁଛି। ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର…

ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବଡ଼…

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରୁଥିବା ବେଳେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକ…

ଛତିଶଗଡ଼ ପରେ ଓଡ଼ିଶା ପାଇଁ ବିପଦ ଆଣିଲା…

ଭୁବନେଶ୍ବର : ସୁବର୍ଣ୍ଣରେଖା ନଦୀରେ ଆସୁଛି ବଡ଼ ବନ୍ୟା । ଝାଡ଼ଖଣ୍ଡ ଗାଲୁଡିହର ୧୬ଟି ଗେଟ ଖୋଲାଯିବା ଫଳରେ ୪.୨୫ ଲକ୍ଷ କ୍ୟୁସେକ ପାଣି ନିଷ୍କାସିତ ହେଉଛି । ଫଳରେ ସୁବର୍ଣ୍ଣରେଖା ସିଷ୍ଟମରେ ବଡ଼ ବନ୍ୟା ଆଶଙ୍କା କରାଯାଉଛି । ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଆଲର୍ଟରେ ରହିବାକୁ କହିଛନ୍ତି…

ହୀରାକୁଦ ଡ୍ୟାମ୍‌ରେ ବନ୍ଦ ହେଲା ଆଉ ୪…

ଭୁବନେଶ୍ବର/ସମ୍ବଲପୁର : ଉପରମୁଣ୍ଡରେ ବର୍ଷା କମିବା ପରେ ଧୀରେ ଧୀରେ କମିବାରେ ଲାଗିଲାଣି ବିଭିନ୍ନ ନଦୀର ଜଳସ୍ତର । ଉପରମୁଣ୍ଡରେ ବର୍ଷା କମିବା ସହ ହୀରାକୁଦ ଡ୍ୟାମ ଭିତରକୁ ଜଳ ପ୍ରବେଶ କମିଛି। ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗେଟ୍‌ ବନ୍ଦ କରାଯାଉଛି।…

ଅବପାତରେ ପରିଣତ ହେଲା ଲଘୁଚାପ : ଦୁଇ ଦିନ…

ଭୁବନେଶ୍ବର : ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ।ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ…

ହୀରାକୁଦ ଡ୍ୟାମ୍‌ରେ ବନ୍ଦ ହେଲା ଆଉ ୪…

ଭୁବନେଶ୍ବର/ସମ୍ବଲପୁର : ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା କମିଥିବା ସହ ଡ୍ୟାମ ଭିତରକୁ ଜଳ ପ୍ରବେଶ କମିଛି। ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗେଟ୍‌ ବନ୍ଦ କରାଯାଉଛି। ଆଜି ଅପରାହ୍ନରେ ୮ ଟି ଗେଟ୍‌ ବନ୍ଦ କରାଯାଇଥିବା…

ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟା ସ୍ଥିତି…

ଭୁବନେଶ୍ବର : ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି।…

ହୀରାକୁଦ ଡ୍ୟାମ୍‌ରେ ବନ୍ଦ ହେଲା ଆଉ ୪…

ଭୁବନେଶ୍ବର/ସମ୍ବଲପୁର :  କମୁଛି ହୀରାକୁଦର ଜଳସ୍ତର। ଗତକାଲି ଠୁ ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ। ଯାହା ଫଳରେ ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ଦିନ ୩ଟାରେ ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି…

ଲୁଣାନଦୀ ବନ୍ଧରେ ଘଳିଆ : ନଦୀକୂଳିଆ…

ଡେରାବିଶ : ମହାନଦୀ ସିଷ୍ଟମରେ ବନ୍ୟାଜଳ ବୃଦ୍ଧିପାଇବା ସହ ଏହି ବନ୍ୟାଜଳ ଶାଖାନଦୀ ଡେରାବିଶ ବ୍ଳକ ଅଧିନସ୍ଥ ଲୁଣା ଓ କରାଣ୍ଡିଆରେ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଅପରାହ୍ନରେ ବ୍ଲକ ଅଧୀନସ୍ଥ ଲୁଣାନଦୀ ବନ୍ଧରେ ଅର୍ତାମୂଳ ଠାରେ ୩ଟି ଘଳିଆ ପଡ଼ିଥିଲା। ନଦୀପାଣି ଏହି ଘଳିଆ ବାଟ ଦେଇ…

ପାଇକା ନଦୀର କାଠକୋଟ ଓ ତେରମାଣପୁରରେ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ବନ୍ୟା ପରିସ୍ଥିିତି ସଂଗୀନ ହୋଇପଡିଥିବା ଲକ୍ଷ କରାଯାଇଛି। ଗତ କାଲି କୁଜଙ୍ଗ ବ୍ଲକର ସାଇଲୋ ଓ ବଡ ବାଲିକଣିରେ ଦୁଇଗୋଟି ଘାଈ ହୋଇଥିବା ବେଳେ ଆଜି ସକାଳ ୯ଟାରେ ତେରମାଣପୁରରେ ଗୋଟିଏ ଘାଇ ହୋଇଛି । ସେହିପରି ଅପରାହ୍ନରେ ପାଇକା ନଦୀ କାଠକୋଟଠାରେ ଏକ ୫୦ ଫୁଟର ଘାଈ…