ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odisha flood

ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବଡ଼…

ଭୁବନେଶ୍ବର : ଗୋଟିଏ ପଟେ ମହାନଦୀରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରୁଥିବା ବେଳେ ଗଭୀର ଅବପାତଜନିତ ପ୍ରବଳ ବର୍ଷା କାରଣରୁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରରେ ପ୍ରବଳ ବର୍ଷା କାରଣରୁ ବର୍ତ୍ତମାନ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକ…

ବର୍ଷା ଓ ବନ୍ୟା ସ୍ଥିତିକୁ ନେଇ…

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ତେବେ ସୁବର୍ଣ୍ଣରେଖା ନଦୀରେ ବନ୍ୟା ସମ୍ଭାବନା ଥିବା କହିଛନ୍ତି ଏସଆରସି । ସେହିପରି ବୁଢାବାଳଙ୍ଗ ନଦୀରେ ସାମାନ୍ୟ ବନ୍ୟା ଆଶଙ୍କା ରହିଛି । ପ୍ରଶାସନର ଟାର୍ଗେଟରେ ରହିବ…

ଆସନ୍ତାକାଲି ସକାଳେ ଅବପାତର ରୂପ ନେବ…

ଭୁବନେଶ୍ବର : ଉତ୍ତର-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଆଜି ସକାଳୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ସକ୍ରିୟ ରହିଛି। ଏହା ବର୍ତ୍ତମାନ ଅଧିକ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପରେ ପରିଣତ ହୋଇଥିବା ବେଳେ ଆସନ୍ତାକାଲି ସକାଳ ସୁଦ୍ଧା…

ହୀରାକୁଦ ଡ୍ୟାମ୍‌ରେ ବନ୍ଦ ହେଲା ଆଉ ୪…

ଭୁବନେଶ୍ବର/ସମ୍ବଲପୁର : ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବାରେ ଲାଗିଛି। ଉପରମୁଣ୍ଡରେ ବର୍ଷା କମିଥିବା ସହ ଡ୍ୟାମ ଭିତରକୁ ଜଳ ପ୍ରବେଶ କମିଛି। ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗେଟ୍‌ ବନ୍ଦ କରାଯାଉଛି। ଆଜି ଅପରାହ୍ନରେ ୮ ଟି ଗେଟ୍‌ ବନ୍ଦ କରାଯାଇଥିବା…

ବନ୍ୟାଞ୍ଚଳ ପରିଦର୍ଶନ ପରେ…

ଭୁବନେଶ୍ୱର :  ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି।…

ଆକାଶ ମାର୍ଗରୁ ୫ ଜିଲ୍ଲାର ବନ୍ୟା ସ୍ଥିତି…

ଭୁବନେଶ୍ବର : ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ଅବସ୍ଥାରେ ରହିଛି। ଲଘୁଚାପ ବର୍ଷା ପରେ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଫଳରେ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା। ଏବେ ରାଜ୍ୟର ୫ ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦିରେ ବହୁ ଲୋକ ଜଳବନ୍ଦୀ ଜୀବନ କାଟୁଛନ୍ତି।…

ହୀରାକୁଦ ଡ୍ୟାମ୍‌ରେ ବନ୍ଦ ହେଲା ଆଉ ୪…

ଭୁବନେଶ୍ବର/ସମ୍ବଲପୁର :  କମୁଛି ହୀରାକୁଦର ଜଳସ୍ତର। ଗତକାଲି ଠୁ ମହାନଦୀ ଉପର ମୁଣ୍ଡରେ କି ତଳ ମୁଣ୍ଡରେ ବର୍ଷା ହୋଇ ନାହିଁ। ଯାହା ଫଳରେ ଉପରମୁଣ୍ଡରୁ ଜଳପ୍ରବେଶ ପୂର୍ବ ତୁଳନାରେ ହ୍ରାସ ପାଇଥିବାରୁ ହୀରାକୁଦ ଜଳଭଣ୍ଡାରରୁ ଗୁରୁବାର ଦିନ ୩ଟାରେ ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଜଳଭଣ୍ଡାରରୁ ଏହି ୪ଟି…

ଲୁଣାନଦୀ ବନ୍ଧରେ ଘଳିଆ : ନଦୀକୂଳିଆ…

ଡେରାବିଶ : ମହାନଦୀ ସିଷ୍ଟମରେ ବନ୍ୟାଜଳ ବୃଦ୍ଧିପାଇବା ସହ ଏହି ବନ୍ୟାଜଳ ଶାଖାନଦୀ ଡେରାବିଶ ବ୍ଳକ ଅଧିନସ୍ଥ ଲୁଣା ଓ କରାଣ୍ଡିଆରେ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଅପରାହ୍ନରେ ବ୍ଲକ ଅଧୀନସ୍ଥ ଲୁଣାନଦୀ ବନ୍ଧରେ ଅର୍ତାମୂଳ ଠାରେ ୩ଟି ଘଳିଆ ପଡ଼ିଥିଲା। ନଦୀପାଣି ଏହି ଘଳିଆ ବାଟ ଦେଇ…

୪ଟି ଜିଲ୍ଲାରେ ପିକ୍ ଫ୍ଲଡ କମିବା ଆରମ୍ଭ…

ଭୁବନେଶ୍ବର : ମୁଣ୍ଡୁଳିରେ କମୁଛି ବନ୍ୟା ଜଳ। ଆଜି ସକାଳେ ୧୨ ଲକ୍ଷ ୧ ହଜାର କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଥିଲା, ସନ୍ଧ୍ୟା ୭ଟା ବେଳେ ୧୦ ଲକ୍ଷ ୪୯ ହଜାର ଥିଲା ଏବେ ଅର୍ଥାତ ୮.୩୦ରେ ୧୦ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରବାହିତ ହେଉଛି। ଆଗାମୀ ଦୁଇ ଘଣ୍ଟା ମଧ୍ୟରେ ଏହା ଆହୁରି କମିି ୯ ଲକ୍ଷ ପର୍ଯ୍ୟନ୍ତ…

ବଢୁଛି ବନ୍ୟା ସଙ୍କଟ : ଖୋଲିଲା ହୀରାକୁଦର…

ଭୁବନେଶ୍ବର/ସମ୍ବଲପୁର : ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ରାଜ୍ୟର ବିଭିନ୍ନ ଅଞ୍ଚଳ ଜଳମଗ୍ନ ରହିଥିବା ବେଳେ ହୀରାକୁଦର ଆଉ ୫ଟି ଗେଟ୍‌ ଖୋଲିଛି। ରାଜ୍ୟରେ ବର୍ଷା କମିଥିଲେ ମଧ୍ୟ ଉପର ମୁଣ୍ଡରୁ ପ୍ରବଳ ପାଣି ପ୍ରବେଶ କରୁଥିବାରୁ ହୀରାକୁଦରେ ଜଳସ୍ତର ବଢୁଛି। ଜଳସ୍ତରକୁ ନିୟନ୍ତ୍ରଣ କରିବା…