ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odisha Health Minister naba das

ନବ ଦାସଙ୍କ ହତ୍ୟା ପଛରେ ବିଜେପିର ଦୁଇ…

ଭୁବନେଶ୍ୱର: ନବଙ୍କ ହତ୍ୟା ପଛରେ ରହିଛି ବିଜେପି ନେତାଙ୍କ ଷଡ଼ଯନ୍ତ୍ର। ତାଙ୍କୁ ରାସ୍ତାରୁ ନ ହଟାଇବା ପର୍ଯ୍ୟନ୍ତ ବିଜେପି କେବେ ବି ପଶ୍ଚିମ ଓଡ଼ିଶାରେ ଆଗକୁ ଯାଇ ପାରିବ ନାହିଁ, ତେଣୁ ତାଙ୍କୁ ଆରପାରିକୁ ପଠାଇବା ପଛରେ ବିଜେପିର ଦୁଇ ଶୀର୍ଷ ନେତୃତ୍ୱଙ୍କ ହାତ ରହିଛି। ଏନେଇ ଗତକାଲି ବଲାଙ୍ଗୀର ବିଜେଡିର…

ଚାକିରିରୁ ବିଦା ହେଲେ ଗୋପାଳ : ମନ୍ତ୍ରୀ…

ଝାରସୁଗୁଡା : ମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରିଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସଙ୍କୁ ଚାକରିରିରୁ ବରଖାସ୍ତ କରାଯାଇଛି। ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ ଆଜି ତାଙ୍କୁ କ୍ରାଇମବ୍ରାଞ୍ଚ ଗରିଫ କରିବା ପରେ ଝାରସୁଗୁଡ଼ା ଏସ୍‌ପି ବ୍ରଜରାଜନଗର ଥାନା ଅଧିନରେ ଥିବା ଗାନ୍ଧୀଛକ ଆଉଟପୋଷ୍ଟର…

ଗିରଫ ହେଲେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି…

ଭୁବନେଶ୍ବର : ଗିରଫ ହୋଇଛନ୍ତି ମନ୍ତ୍ରୀ ନବକିଶୋର ଦାସଙ୍କୁ ଗୁଳି କରିଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ। ପଚରାଉଚରା ପରେ ଆଜି ତାଙ୍କୁ ଗିରଫ କରାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି। ଏହାସହ ଘଟଣାସ୍ଥଳର ଯାଞ୍ଚ କରାଯାଇଥିବାବେଳେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୭…

ଛଳଛଳ ଆଖିରେ ପ୍ରିୟ ନେତାଙ୍କୁ ବିଦାୟ…

ଝାରସୁଗୁଡା : ଝାରସୁଗୁଡା ଖେରୁଆଳରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମୀ ଦିଆଯିବା ସମୟରେ ନବ ଦାସ ଅମର ରହେ ଶବ୍ଦରେ ପ୍ରକମ୍ପିତ ହେଉଥିଲା ଖେରୁଆଳ ଅଞ୍ଚଳ । ଲକ୍ଷ ଲକ୍ଷ ସଂଖ୍ୟାରେ ପ୍ରଶଂସକଙ୍କ ସମେତ ସମସ୍ତ ଦଳର ନେତା ଓ ପ୍ରିୟଜନ…

ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ…

ନୂଆଦିଲ୍ଲୀ : ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶା ମନ୍ତ୍ରୀଙ୍କ ଦୁର୍ଭାଗ୍ୟଜନକ ମୃତ୍ୟୁରେ ସେ ମର୍ମାହତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ଦୁଃଖଦ ସମୟରେ ଦିବଂଗତ ପରିବାରକୁ ସମବେଦନା ଜଣାଇଛନ୍ତି…

ମେଡିକାଲରେ ପହଞ୍ଚି ନବ ଦାସଙ୍କ ଶେଷ…

ଭୁବନେଶ୍ବର : ମୃତ୍ୟୁ ସହ ସଂଗ୍ରାମ କରି କରି ଶେଷରେ ଆଖି ବୁଜିଲେ ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ଆଜି ମଧ୍ୟାହ୍ନରେ ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ଜଣେ ପୁଲିସ କର୍ମୀ ତାଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥଲେ। ସେଠାରୁ ଗୁରୁତର ଅବସ୍ଥାରେ…

ନବ ଦାସଙ୍କ ଅକାଳ ବିୟୋଗ ରାଜ୍ୟ ପାଇଁ ଏହା…

ଭୁବନେଶ୍ବର : ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଅକାଳ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବ ଦାସଙ୍କ ଅସ୍ବାଭାବିକ ମୃତ୍ୟୁ ନେଇ ଗଭୀର ମର୍ମାହତ ହୋଇଛନ୍ତି। ସ୍ବର୍ଗତ ଶ୍ରୀ ଦାସଙ୍କ ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।ମୁଖ୍ୟମନ୍ତ୍ରୀ…

“ସକାଳ” ପ୍ରଭାବ:…

ଭୁବନେଶ୍ବର: ଦୈନିକ ସମ୍ବାଦପତ୍ର ସକାଳ, ତା ୦୩/୦୧/୨୦୨୩ ରିଖ ଦିନ ପ୍ରକାଶିତ “ଫାଇଲ୍ ତଳେ ହଜିଯାଇଛି ..... ଅପେକ୍ଷାରେ ରମେଶ” ଶୀର୍ଷକ ସମ୍ବାଦ ଦୃଷ୍ଟିକୁ ଆସିବାମାତ୍ରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଶାସନ ସଚିବ ଶାଲିନୀ ପଣ୍ଡିତ ତୁରନ୍ତ କାର୍ଯାନୁଷ୍ଠାନ ନିମନ୍ତେ ବି.ଏସ୍.କେ.ୱାଇ. ଟିମକୁ…

ରାଜ୍ୟରେ ଟିକାର ଅଭାବ : ଟିକା ଯୋଗାଇ…

ଭୁବନେଶ୍ବର : ରାଜ୍ୟରେ ଟିକା ଅଭାବ ନେଇ ପୁଣିଥରେ କେନ୍ଦ୍ର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଓଡ଼ିଶାକୁ ସ୍ୱଳ୍ପ ଓ ଅନିୟମିତ ଭାବେ କୋଭିଡ୍‌-୧୯ ଟିକା ଯୋଗାଣ ହେତୁ ରାଜ୍ୟରେ ଟିକାକରଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଆଜି ପର୍ଯ୍ୟନ୍ତ ରାଜ୍ୟ…