ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Legislative Assembly

ଷୋଡଶ ବିଧାନସଭାର ଶେଷ ଅଧିବେଶନରେ ଫଟୋ…

ଭୁବନେଶ୍ବର: ଆଜି ଷୋଡଶ ବିଧାନସଭାର ୧୫ତମ ଅଧିବେଶନ। ବିଧାନସଭା ବିଧି ଅନୁସାରେ ଦଳମତ ନିର୍ବିଶେଷରେ ସମସ୍ତ ବିଧାୟକ ଫୋଟୋ ଉଠାଇଥିଲେ। ଏହି ମୁହୂର୍ତ୍ତ ଥିଲା ଅତି ଭାବବିହ୍ବଳ। ଅନେକ ବରିଷ୍ଠ ରାଜନୀତିରୁ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିବାରୁ ସମସ୍ତଙ୍କ ହାତ ମିଶାଇ ଆଗାମୀ ଦିନ ପାଇଁ ଶୁଭେଚ୍ଛା…

ସାଲୁଗା ପ୍ରଧାନ ହେବେ ବିଧାନସଭାର…

ଭୁବନେଶ୍ବର : ସାଲୁଗା ପ୍ରଧାନ ହେବେ ଓଡିଶା ବିଧାନସଭାର ପରବର୍ତ୍ତୀ ଉପ ବାଚସ୍ପତି । ଏନେଇ ଆଜି ସାଲୁଗା ବିଧାନସଭା ସଚିବଙ୍କ ନିକଟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ସକାଳ ୯ଟାରେ ଉପବାଚସ୍ପତି ନିର୍ବାଚନ ହେବ ।ଜି. ଉଦୟଗିରିର ବିଧାୟକ ହେଉଛିନ୍ତି ସାଲୁଗା ପ୍ରଧାନ। ବିଜୁ ଜନତା…

ଆଜିଠୁ ବିଧାନସଭା ଅଧିବେଶନ, ପ୍ରଥମ ଦିନ…

ଭୁବନେଶ୍ୱର: ଆଜି ଅର୍ଥାତ୍‌‌ ସେପ୍ଟେମ୍ବର ୨୨ ତାରିଖରୁ ଷୋଡ଼ଶ ବିଧାନସଭାର ତ୍ରୟୋଦଶ ଅଧିବେଶନ ଅର୍ଥାତ୍‌‌ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅକ୍ଟୋବର ୪ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ…

କାଲି ରାଷ୍ଟ୍ରପତି ନିର୍ବାଚନ :…

ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ବିଧାନସଭାରେ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ନେଇ ବିଧାୟକ ଓ ଏମପି ମାନେ ମତଦାନ କରିପାରିବେ। ବିଧାନସଭା ଜାରି ରହିଥିବାରୁ ଉଭୟ ଅଧିବେଶନ ଏବଂ ରାଷ୍ଟ୍ରପତି…

ବରିଷ୍ଠ ମହିଳା ବିଧାୟିକା ହେବେ ଓଡିଶା…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳର ହେବ ପରିବର୍ତ୍ତନ। ଖୁବ୍‌ ଶିଘ୍ର ଗଠନ ହେବ ନବୀନଙ୍କ ନୂଆ ଟିମ୍‌। ଏନେଇ ପକ୍ରିୟା ଆରମ୍ଭ ହୋଇଯାଇଛି। ସମସ୍ତ ୨୦ ଜଣ ମନ୍ତ୍ରୀ ସାମୁହିକ ଇସ୍ତଫା ପତ୍ର ପ୍ରଦାନ କରିଥିବା ବେଳେ ବାଚସ୍ପତି ସୂର୍ଯ୍ଯନାରାୟଣ ପାତ୍ର ବି ନିଜ ପଦରୁ ଇସ୍ତଫା…

ଓଡ଼ିଶା ବିଧାନସଭାକୁ ଆଉ ଏକ ସ୍ୱୀକୃତି:…

ଭୁବନେଶ୍ୱର: ଓଡ଼ିଶା ବିଧାନସଭାକୁ ଜାତୀୟ ସ୍ତରରେ ଆଉ ଏକ ସ୍ୱୀକୃତି ମିଳିଛି। ଓଡ଼ିଶା ବିଧାନସଭା ଓ ରାଷ୍ଟ୍ରୀୟ ସୂଚନା ବିଜ୍ଞାନ କେନ୍ଦ୍ର, ଓଡ଼ିଶା ଶାଖା ଦ୍ୱାରା ପ୍ରସ୍ତୁତ ପ୍ରକଳ୍ପକୁ ସର୍ବଭାରତୀୟ ସ୍ତରରେ ସମ୍ମାନିତ କରାଯାଇଛି। ଶନିବାର ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ମୋତିଲାଲ ନେହେରୁ ନ୍ୟାସନାଲ…

ଓଡିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ…

ଭୁବନେଶ୍ୱର: ଓଡିଶା ବିଧାନସଭାର ୟୁଟ୍ୟୁବ ଚ୍ୟାନେଲ ଆରମ୍ଭ ହୋଇଛି । ଗତକାଲିଠାରୁ ଆରମ୍ଭ ହୋଇଛି ୟୁଟ୍ୟୁବ ଚ୍ୟାନେଲ । ବିଧାନସଭା ୟୁଟ୍ୟୁବ ଚ୍ୟାନେଲ ପରେ ପରବର୍ତ୍ତୀ ସମୟରେ ବିଧାନସଭା ଟିଭି ମଧ୍ୟ ଆରମ୍ଭ ହେବ ବୋଲି ବାଚସ୍ପତି ସୂର୍ଯ୍ଯ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ବିଧାନସଭା ପତ୍ରିକା ନାମକ…

ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ…

ଭୁବନେଶ୍ବର : ଓଡ଼ିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଶା ସରକାରଙ୍କର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖାର ବୈଷୟିକ ସହାୟତା କ୍ରମେ ଓଡ଼ିଶା ବିଧାନସଭାରେ ଏହା କାର୍ଯ୍ୟକାରୀ ହୋଇପାରିଛି। ଜାତୀୟ…

ଜିଏସ୍‌ଟି ଅର୍ଥକୁ ନେଇ ବିଧାନସଭାରେ…

ଭୁବନେଶ୍ୱର: ଜିଏସ୍‌ଟି ଅର୍ଥ ରାଜ୍ୟକୁ କେନ୍ଦ୍ର ସରକାର ଦେଉ ନ ଥିବାରୁ ବିଧାନସଭାରେ ଉଦ୍‌ବେଗ ପ୍ରକାଶ ପାଇଛି। ଜିଏସଟି ଅର୍ଥ ଦେବାରେ କେନ୍ଦ୍ର ସରକାର ଟାଳଟୁଳ ନୀତି ଆପଣାଉଛନ୍ତି। ଆଦାୟଠାରୁ କମ୍ ଅର୍ଥ ଦେଉଛନ୍ତି କେନ୍ଦ୍ର ସରକାର। ଜିଏସଟି ଆଦାୟ ୪୨ପ୍ରତିଶତ ବୃଦ୍ଧି ପାଇଛି। ୨୦୨୦-୨୧ରେ ଜିଏସଟି ବାବଦ…

ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନରେ…

ଭୁବନେଶ୍ୱର: ରାଜ୍ୟ ବିଧାନସଭାର ଆସନ୍ତା ମୌସୁମୀ ଅଧିବେଶନରେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ। ବିନା ଆରଟିପିସିଆର ଟେଷ୍ଟ ଓ ଟିକା ନ ନେଇଥିବା ବିଧାୟକମାନଙ୍କୁ ବିଧାନସଭାରେ ପ୍ରବେଶ ଅନୁମତି ମିଳିବ ନାହିଁ ବୋଲି ବାଚସ୍ପତି କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ…