ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odisha panchayat election 2022

ପଞ୍ଚାୟତ ନିର୍ବାଚନ: ଜାରି ରହିଛି ଚତୁର୍ଥ…

ଭୁବନେଶ୍ୱର: ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲ୍ଲାର ୬୪ ବ୍ଲକ ଅନ୍ତର୍ଗତ ୧୬୩ ଜିଲ୍ଲା ପରିଷଦ ଜୋନ୍‍, ୧୨୫୪ ଗ୍ରାମ ପଞ୍ଚାୟତ ଅଧିନସ୍ଥ ୧୭,୦୮୯ଟି ବୁଥ୍‍ରେ ଭୋଟ ଗ୍ରହଣ ହେଉଛି। ୧୬୩ଟି ଜୋନ୍‍ରେ ୬୬୭ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ…

ତୃତୀୟ ପର୍ଯ୍ଯାୟ ପଞ୍ଚାୟତ ନିର୍ବାଚନ…

ଭୁବନେଶ୍ୱର: ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ସରିଛି ତୃତୀୟ ପର୍ଯ୍ଯାୟ ପଞ୍ଚାୟତ ନିର୍ବାଚନ । ସିଲ୍ ହୋଇଛି ୧୩ଶହ ୮୨ ପଞ୍ଚାୟତରେ ପ୍ରାର୍ଥୀଙ୍କ ଭାଗ୍ୟ । ଦିନ ୧ ଟା ସୁଦ୍ଧା ୭୨ ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ନିର୍ବାଚନ କମିଶନ । ଗୋଟିଏ ଜିଲ୍ଲାକୁ ଛାଡ଼ି ଅନ୍ୟ ସବୁଠି ସୁରୁଖୁରୁରେ ମତଦାନ…

ପଞ୍ଚାୟତ ନିର୍ବାଚନ: ପୁଣି ଉତ୍ତେଜନା,…

ଯାଜପୁର: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ଯାଜପୁରରେ ପୁଣି ଉତ୍ତେଜନା ଦେଖିବାକୁ ମିଳିଛି। ଗୋଳେଇପୁର ପଞ୍ଚାୟତ ସୋତି ଗାଁରେ ବୁଥ୍ ସାମ୍ନାରେ କୋରେଇ ବିଡ଼ିଓ ରଞ୍ଜନ ପରିଡ଼ାଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛ । ଏହି ଘଟଣା ପରେ ସେଠାରେ ଉତ୍ତେଜନା ଦେଖାଦେଇଛି। କୋରେଇ…

ରାଜ୍ୟରେ ନିର୍ବାଚନ ପୂର୍ବରୁ ୨୩…

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ  ଘଟିଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ଯନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ ରଖାଯାଇଛି…

ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ ଓ…

ପରିକୁଦ: ପୁରୀ ଜିଲ୍ଲାର କୃଷ୍ଣପ୍ରସାଦ ବ୍ଲକର ଅଲଣ୍ଡା  ଗ୍ରାମପଞ୍ଚାୟତର ଅଲଣ୍ଡା  ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ ଏବଂ ବୋମାମାଡ଼ ହୋଇଥିବାର ଅଭିଯୋଗ ହୋଇଛି। ଏହାଫଳରେ ୪୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଘଟଣାରେ ୨୦ରୁ ଅଧିକ ବାଇକ ନଷ୍ଟ ହୋଇଥିବା ଜଣାପଡିଛି।ସୂଚନା ଅନୁଯାୟୀ ଏହି ମତଦାନ…

ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ନିଆରା…

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାର ଡେରାବିଷ ବ୍ଲକ ଅଧିନ ଗୋଲାରହାଟ ଗାଁର ବାସିନ୍ଦାମାନେ ଅବାଧ ଆଉ ନିରପେକ୍ଷ ନିର୍ବାଚନ ପାଇଁ ଅଣ୍ଟା ଭିଡିଛନ୍ତି। ପ୍ରକୃତ ପ୍ରାର୍ଥୀ କିଭଳି ବିଜୟ ଲାଭ କରିବେ । ଆଉ ଟଙ୍କା ମଦ ମାଂସ ଲୋଭରେ ଲୋକେ ଯେମେତି ନ ପଡିବେ ସେନେଇ ଗ୍ରାମବାସୀଙ୍କ ପକ୍ଷରୁ ନିଆରା ପ୍ରୟାସ…

ବଡ଼ସାହି ବ୍ଲକ ଅଧ୍ୟକ୍ଷ ଦୌଡ଼ରେ ଦମ୍ପତି:…

ବାରିପଦା: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅନେକ ରୋଚକ ଖବର ପ୍ରତିଦିନ ଖବରକାଗଜରେ ପୃଷ୍ଠା ମଣ୍ଡନ କରୁଥିବା ବେଳେ ବୈଦ୍ୟୁତିକ/ସାମାଜିକ ଗଣମାଧ୍ୟମରେ ମଧ୍ୟ ଦର୍ଶକଙ୍କ ଆଗ୍ରହ ପାଲଟିଛି। ଏହିଭଳି ଏକ ରୋଚକ ଖବର ମୟୂରଭଞ୍ଜ ଜିଲ୍ଲାର ସର୍ବବୃହତ୍ତ ବ୍ଲକ ବଡ଼ସାହିରେ ଦେଖିବାକୁ ମିଳିଛି। ୩୦ଟି ପଞ୍ଚାୟତକୁ…

ନିର୍ଦ୍ବନ୍ଦରେ ନିର୍ବାଚିତ ହେଲେ…

ମୁରିବାହାଲ: ମୁରିବାହାଲ ବ୍ଲକର ୨୨ଟି ପଞ୍ଚାୟତ ପାଇଁ ସରପଞ୍ଚ, ସମିତି ଦଭ୍ୟ ଏବଂ ୱାର୍ଡ ମେମ୍ବର ନିମନ୍ତେ ସମୁଦାୟ ୭୨୫ ଜଣ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସେଥି ମଧ୍ୟରୁ ୱାର୍ଡ ସଭ୍ୟ ୫୩, ସମିତି ସଭ୍ୟ ୩୫ ଓ ସରପଞ୍ଚ ୨୬ ସର୍ବମୋଟ ୧୧୪ ଜଣ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ଫଳରେ ୬୧୧ ଜଣଙ୍କ…

ପଞ୍ଚାୟତ ନିର୍ବାଚନ : ବିଜେପି ନେତୃତ୍ୱରେ…

ଭୁବନେଶ୍ୱର : ୨୦୧୭ ପଞ୍ଚାୟତ ନିର୍ବାଚନରେ ବିଜେପି ଉତ୍ସାହିତ ହୋଇଥିଲା; ପରବର୍ତ୍ତୀ ସମୟରେ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପ୍ରଥମ ଥର ପାଇଁ ବରୋଧୀ ଦଳ ମାନ୍ୟତା ପାଇଥିଲା। ଅନ୍ୟପକ୍ଷରେ କଂଗ୍ରେସ ଗତ ପଞ୍ଚାୟତ ନିର୍ବାଚନରେ ଦ୍ୱିତୀୟରୁ ତୃତୀୟ ସ୍ଥାନକୁ ଖସିଥିଲା। ପରବର୍ତ୍ତୀ ସମୟରେ ହୋଇଥିବା…

ସରପଞ୍ଚ ପଦ ପାଇଁ ହାଇଭୋଲଟେଜ୍‌ ଲଢେଇ :…

ଭୁବନେଶ୍ୱର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ସହ ଯାଞ୍ଚ ମଧ୍ୟ ଶେଷ ହୋଇଛି । ତେବେ ଏଥର ପଞ୍ଚାୟତ ନିର୍ବାଚନ ମୈଦାନରେ ରହିଛନ୍ତି ୨ ଲକ୍ଷରୁ ଅଧିକ ପ୍ରାର୍ଥୀ । ୨ଲକ୍ଷ ୨୦ହଜାର ୪୧୪ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ ରହିଛି । ସେଥିମଧ୍ୟରୁ ସରପଞ୍ଚ ପଦ ପାଇଁ…