ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odisha panchayat election 2022

ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ…

ଭୁବନେଶ୍ୱର :  ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଦଳୀୟ ସାଂସଦ, ବିଧାୟକ, ପର୍ଯ୍ୟବେକ୍ଷକ ଏବଂ ଜିଲ୍ଲା ସଭାପତିମାନଙ୍କୁ ଭର୍ଚୁଆଲ ଉଦ୍‌ବୋଧନ ଦେଇ ସରକାରଙ୍କ ସଫଳତାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହିତ ସେମାନଙ୍କ ଆର୍ଶୀବାଦ ଆଣିବାକୁ ପରାମର୍ଶ ଦେଇଛନ୍ତି। ବିଜେଡି…

ପଞ୍ଚାୟତ ନିର୍ବାଚନ: ଶୀତୁଆ ପାଗରେ ଗରମ…

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତାକାଲିଠୁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ। ଜାନୁଆରୀ ୧୭ ସୋମବାରରୁ ୨୧ ଶୁକ୍ରବାର ଯାଏଁ ଚାଲିବ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ୱାଡସଭ୍ୟଙ୍କଠାରୁ ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ପ୍ରାର୍ଥୀ ନୋମିନେସନ୍ ଭରିବେ ।…

ପଞ୍ଚାୟତ ନିର୍ବାଚନ : ନିର୍ବାଚନ…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇଛି ତାରିଖ। ଜ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ ୧୬,୧୮,୨୦,୨୨ ଓ ୨୪ରେ ଭୋଟ ଗ୍ରହଣ କରାଯିବ। ମତଦାତାମାନେ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ  ଭୋଟ ଗ୍ରହଣ କେନ୍ଦ୍ରକୁ ଆସି ଭୋଟ ଦେଇପାରିବେ।ସେହିଭଳି ଫେବ୍ରୁଆରୀ ୨୬, ୨୭…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇଛି ତାରିଖ। ଆଜି ୧୧.୩୦ରେ ଗୀତଗୋବିନ୍ଦ ସଦନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିଶନ ଓଡ଼ିଶାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି।ରାଜ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ…

ଆଜି ବାଜିବ ପଞ୍ଚାୟତ ନିର୍ବାଚନ ବିଗୁଲ :…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆଜି ୧୧.୩୦ରେ ଘୋଷଣା ହୋଇପାରେ ନିର୍ବାଚନୀ ତାରିଖ। ଏଥି ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଡାକିଛନ୍ତି ପ୍ରେସମିଟ୍  । ପୂର୍ବାହ୍ନ ସାଢ଼େ ୧୧ଟାରେ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି…

ପୁଲିସ ଡିଜିଙ୍କ ସହ ବୈଠକ ପରେ…

ଭୁବନେଶ୍ବର : ଆସନ୍ତାକାଲି ଘୋଷଣା ହୋଇପାରେ ପଞ୍ଚାୟତ ନିର୍ବାଚନ ତାରିଖ । ଆଜି ସର୍ବଦଳୀୟ ବୈଠକ ପରେ ରାଜ୍ୟ ନିର୍ବାଚନ କମିଶନ ପୁଲିସ ଡିଜିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ । ଏଥିରେ ପୁଲିସ ବିଭାଗର ଅନେକ ପଦାଧିକାରୀ ଉପସ୍ଥିତ ଥିଲେ । ଏହା ପରେ ସନ୍ଧ୍ୟାରେ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ…

ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି,…

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ନେଇ ପ୍ରସ୍ତୁତି ଜାରି ରଖିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ନିର୍ବାଚନ ନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚାଇଛନ୍ତି। ଆଜି ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନ ବିଭିନ୍ନ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ବିଚାରବିମର୍ଷ କରିବା ପାଇଁ କମିଶନ ପକ୍ଷରୁ ବୈଠକ ଡକାଯାଇଛି । ଆସନ୍ତା ୧୦ ତାରିଖ ଗୀତ ଗୋବିନ୍ଦ ସଦନ ସଭାଗୃହରେ ପୂର୍ବାହ୍ନ ସାଢେ…

ଏଣିକି ପଞ୍ଚାୟତ ନିର୍ବାଚନରେ ସତ୍ୟପାଠ…

ଭୁବନେଶ୍ବର : ଏଣିକି ପଞ୍ଚାୟତ ନିର୍ବାଚନରେ ସତ୍ୟପାଠ ଜରିଆରେ ତଥ୍ୟ ଦେବେ ପ୍ରାର୍ଥୀ।ନାମାଙ୍କନ ପତ୍ର ଦାଖଲ ବେଳେ ପ୍ରାର୍ଥୀମାନେ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ସମ୍ପତ୍ତି ଓ ତାଙ୍କ ନାମରେ ଥିବା ଅପରାଧିକ ମାମଲାର ସମସ୍ତ ତଥ୍ୟ ଦାଖଲ କରିବେ। ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟଙ୍କ ପାଇଁ ଏହି…

ଆସିଲା ’ପଞ୍ଚାୟତ’ ନିର୍ଦେଶନାମା,…

ଭୁବନେଶ୍ବର : ନିର୍ବାଚନ କମିଶନ ବଜାଇଛନ୍ତି ରାଜ୍ୟରେ ପଞ୍ଚାୟତ ନିର୍ବାଚନର ପହିଲି ଘଣ୍ଟା। ସର୍ବଦଳୀୟ ବୈଠକ ପରେ ରାଜ୍ୟରେ ଯେ କୌଣସି ସମୟରେ ଏଥିଲାଗି ବିଜ୍ଞପ୍ତି ପ୍ରକାଶ ପାଇପାରେ। ତେଣୁ ବିଜ୍ଞପ୍ତି ପ୍ରକାଶ ଦିନଠାରୁ ପୌରାଞ୍ଚଳ ବ୍ୟତୀତ ସମସ୍ତ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେବ। ଏହି ଆଚରଣ ବିଧି…