ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Panchayat Election

ପଞ୍ଚାୟତ ନିର୍ବାଚନର ଫଳାଫଳ ବାହାରିବା…

ଭୁବନେଶ୍ୱର: ଆଜି ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ସରିଛି ମତଦାନ । ରାଜ୍ୟରେ ୫ଟି ପର୍ଯ୍ୟାୟରେ ଚାଲିଥିଲା ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଥିବାବେଳେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଛି । ଅନ୍ତିମ ପର୍ଯ୍ୟାୟ ମତଦାନ…

ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ…

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ ।…

ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ…

ଜଗତସିଂହପୁର ନିର୍ବାଚନୀ ହିଂସା: ଭୋଟ୍…

ଜଗତସିଂହପୁର: ଜଗତସିଂହପୁର ପଟସରାରେ ନିର୍ବାଚନୀ ହିଂସା । ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏହାସହ ୨ନମ୍ବର ବୁଥରେ ଭୋଟ ବାକ୍ସ ଭଙ୍ଗାରୁଜା କରିଛନ୍ତି କିଛି ବିଜେପି କର୍ମୀ । ୪୦ ରୁ ୫୦…

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ…

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର । ସକାଳ…

ନିର୍ବାଚନୀ ହିଂସାକୁ ନେଇ ଉଚ୍ଚସ୍ତରୀୟ…

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ହିଂସାକୁ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ଉପସ୍ଥିତ ଥିଲେ । ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍‌ ମହାନିର୍ଦ୍ଦେଶକ ସୁନୀଲ୍‌ ବଂଶଲ୍‌ । ନିର୍ବାଚନ ସମୟରେ କୌଣସି ଗଣ୍ଡଗୋଳ, ହିଂସାକୁ…

‘ନିର୍ବାଚନ ହାରିବା ଭୟରେ…

ଭୁବନେଶ୍ୱର: ନିର୍ବାଚନୀ ହିଂସା ନେଇ ବିଜେପି ଅଭିଯୋଗର କଡା ଜବାବ ଦେଇଛନ୍ତି ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ପ୍ରେସମିଟ୍ କରି ବିଜେପିର ଅଭିଯୋଗକୁ କଡା ସମାଲୋଚନା କରିଛନ୍ତି । ଓଡ଼ିଶା, ଓଡ଼ିଶାବାସୀ, ବିଜେଡି ଓ ମୁଖ୍ୟମନ୍ତ୍ରୀ ଶାନ୍ତିପ୍ରିୟ । । ବିଜେଡି…

ସାବଧାନ ହୋଇଯାଆନ୍ତୁ ନକଲି ଭୋଟର୍;…

ଭୁବନେଶ୍ୱର: ନକଲି ଭୋଟର୍ ସାବଧାନ! ନକଲି ଭୋଟର ବୋଲି ଜଣାପଡ଼ିଲେ ଯାଇପାରନ୍ତି ଥାନାକୁ । ପଞ୍ଚାୟତ ନିର୍ବାଚନ ପୂର୍ବରୁ ନକଲି ଭୋଟରଙ୍କୁ ଚେତାବନୀ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । କୌଣସି ଏଜେଂଟ୍ ଯଦି ଭୋଟରଙ୍କ ପରିଚୟ ଉପରେ ସନ୍ଦେହ କରନ୍ତି, ତାହା ହେଲେ ତଦନ୍ତ କରାଯିବ । ଏଥିପାଇଁ ପୋଲିଂ…

ଉଦ୍ଧାର ହେଲେ ନିଖୋଜ ସମିତିସଭ୍ୟ…

ଢେଙ୍କାନାଳ: ଉଦ୍ଧାର ହେଲେ ନିଖୋଜ ହୋଇଥିବା ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା । ଗତକାଲି ପରିବାର ଲୋକେ କଣ୍ଟାବଣିଆ ଥାନାରେ ଏତଲା ଦେବା ପରେ ତଦନ୍ତ ଆରମ୍ଭ କରିଥିଲା ପୁଲିସ । ସୁବ୍ରତଙ୍କୁ ଖୋଜିବା ଲାଗି ପୋଲିସ ୩ଟି ଟିମ୍ ଗଠନ କରିଥିଲା । କିଛି ସମୟ ତଳେ ଏକ ନମ୍ବରରୁ ସୁବ୍ରତ ତାଙ୍କ ବାପାଙ୍କୁ…

ପଞ୍ଚାୟତ ନିର୍ବାଚନ : ବିଜେପି ନେତୃତ୍ୱରେ…

ଭୁବନେଶ୍ୱର : ୨୦୧୭ ପଞ୍ଚାୟତ ନିର୍ବାଚନରେ ବିଜେପି ଉତ୍ସାହିତ ହୋଇଥିଲା; ପରବର୍ତ୍ତୀ ସମୟରେ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ପ୍ରଥମ ଥର ପାଇଁ ବରୋଧୀ ଦଳ ମାନ୍ୟତା ପାଇଥିଲା। ଅନ୍ୟପକ୍ଷରେ କଂଗ୍ରେସ ଗତ ପଞ୍ଚାୟତ ନିର୍ବାଚନରେ ଦ୍ୱିତୀୟରୁ ତୃତୀୟ ସ୍ଥାନକୁ ଖସିଥିଲା। ପରବର୍ତ୍ତୀ ସମୟରେ ହୋଇଥିବା…