ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Train Tragedy

ବାହାନଗା ଟ୍ରେନ୍ ଟ୍ରାଜେଡି: ଗିରଫ ୩…

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ପୁଣି ରିମାଣ୍ଡରେ ଗଲେ ଗିରଫ ୩ ଅଭିଯୁକ୍ତ । ୩ ଅଭିଯୁକ୍ତଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେଲା ସିବିଆଇ । ରିମାଣ୍ଡରେ ନେବାକୁ ଅନୁମତି ଦେଲେ ସ୍ପେଶାଲ କୋର୍ଟ । ୫ ଦିନିଆ ରିମାଣ୍ଡ ସରିବା ପରେ ଆଜି ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା । ତିନି…

ବାହାନଗା ଟ୍ରେନ୍ ଟ୍ରାଜେଡ଼ି:…

କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨…

ବାହାନଗା ଦୁର୍ଘଟଣା ପୀଡ଼ିତଙ୍କ ଅନୁକମ୍ପା…

ଭୁବନେଶ୍ୱର: ବାହାନଗା ଟ୍ରେନ୍‌‌ ଦୁର୍ଘଟଣାରେ ଅଚିହ୍ନା ମୃତଦେହକୁ ନେଇ ସାଂଘାତିକ ଖେଳ ଖେଳାଯାଉଛି। ଏଭଳି ସମୟରେ ମାନବିକତା ଦେଖାଇବା ବଦଳରେ ସେମାନେ ଟଙ୍କା ପାଇଁ ଶବର ଆତ୍ମୀୟ ବୋଲି ଦାବି କରୁଛନ୍ତି। ଏଭଳି ଅଭିନୟ କରୁଛନ୍ତି, ଯାହାଦ୍ୱାରା ମୃତ ଦେହ ଚିହ୍ନଟ କରିବା ଦାୟିତ୍ୱରେ ଥିବା ଅଧିକାରୀ ମଧ୍ୟ…

ବାହାନଗା ଟ୍ରେନ ଦୁର୍ଘଟଣା ସମ୍ପର୍କୀତ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ…

ବାହାନଗା ରେଳ ଦୁର୍ଘଟଣା: ମୟୂରଭଞ୍ଜ…

ବାରିପଦା/କପ୍ତିପଦା/କୁଳିଅଣା: ବାଲେଶ୍ଵର ଜିଲ୍ଲା ବାହାନଗା ଠାରେ ଶୁକ୍ରବାର ସନ୍ଧ୍ୟା ଛାତି ଥରା ରେଳ ଦୁର୍ଘଟଣା ମୃତକଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ମୟୂରଭଞ୍ଜ ଜିଲ୍ଲାର ୪ଜଣ ଟ୍ରେନ ଯାତ୍ରୀଙ୍କର ମୃତ୍ୟ ଘଟିଛି। ତତସହିତ ୩ଜଣ କଟକ ବଡ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ…

ବାହାନଗା ରେଳ ଦୁର୍ଘଟଣା: ଫଟୋ ଧରି ଗ୍ରାମ…

ଭୁବନେଶ୍ବର: ‘ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ’ ବୋଲି କୁହାଯାଏ। ହେଲେ ଅପରିଚିତ ଲୋକଙ୍କୁ, ଅଜଣା ସ୍ଥାନରେ, ଅଚିହ୍ନା ଲୋକମାନେ ସହାୟତାର ହାତ ବଢାଇବା ଚିଶ୍ଚିତ ଭାବରେ ଏକ ହୃଦୟସ୍ପର୍ଶୀ କଥା। ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା। ନିଜର ଭାଇ ଓ…

ଦେବଦୂତ ସାଜିଲେ ରାଜ୍ୟର ଅନେକ…

ବାଲେଶ୍ବର/ବୌଦ୍ଧ: ‘ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ’ ବୋଲି କୁହାଯାଏ। ହେଲେ ଅପରିଚିତ ଲୋକଙ୍କୁ, ଅଜଣା ସ୍ଥାନରେ, ଅଚିହ୍ନା ଲୋକମାନେ ସହାୟତାର ହାତ ବଢାଇବା ଚିଶ୍ଚିତ ଭାବରେ ଏକ ହୃଦୟସ୍ପର୍ଶୀ କଥା। ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା। ଶୁକ୍ରବାର…

ବାଲେଶ୍ବର ଛାତିଥରା ଟ୍ରେନ୍ ଦୁର୍ଘଟଣା:…

ବାଲେଶ୍ବର: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। ବାଲେଶ୍ବରଠାରୁ ୨୨ କି.ମି ଦୂର ବାହାନଗାଠାରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଛି ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ହାୱଡା ଯାଉଥିବା ଯଶୋବନ୍ତପୁର ସୁପରଫାଷ୍ଟ ଟ୍ରେନର ଦୁଇଟି ବଗି ଲାଇନ୍ଚ୍ୟୁତ ହେବାର…

କରମଣ୍ଡଳକୁ କାଳ ଶୁକ୍ରବାର: ୧୪ ବର୍ଷ ତଳର…

ଭୁବନେଶ୍ୱର: ପୁଣି ଦୁର୍ଘଟଣାର ଶିକାର ହୋଇଛି କରମଣ୍ଡଳ ଏକ୍ସପ୍ରେସ । ଓଡ଼ିଶାରେ କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣା ହେବା ଦ୍ୱିତୀୟ ଘଟଣା । ପୁଣି ମନେପକାଇ ଦେଲା ୨୦୦୯ର ଘଟଣା। ପୂର୍ବରୁ ୨୦୦୯ ମସିହାରେ ଯାଜପୁରରେ ଦୁର୍ଘଟଣାର ଶିକାର ହୋଇଥିଲା କରମଣ୍ଡଳ ଏକ୍ସପ୍ରେସ । ସେଦିନ ବି ଥିଲା ଶୁକ୍ରବାର । ୧୪…