Browsing Tag

Odisha Vigilance raid

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ…

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉମେଶ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢ଼ାଉ କରାଯାଉଛି। କେନ୍ଦୁଝର ସ୍ଥିତ ବାସଭବନ, ଘସିପୁରା ଅଞ୍ଚଳରେ ଥିବା ଶ୍ବଶୁର ଘର ସମେତ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ…

ଲାଞ୍ଚ ନେବା ବେଳେ ପ୍ରାଣୀ ଚିକିତ୍ସାଳୟର…

ଚମ୍ପୁଆ/ କେନ୍ଦୁଝର: ଭିଜିଲାନ୍ସ ଜାଲରେ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ମହେନ୍ଦ୍ର କୁମାର ସେଠୀ ଛୁଟି ଦରମା କରାଇଦେବା ପାଇଁ ଜଣେ ପଶୁ ଡାକ୍ତରଙ୍କ ଠାରୁ ୧୦ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି।…

ଭିଜିଲାନ୍ସ ଜାଲରେ RWSS ର ଅଧିକ୍ଷଣ…

କାମାକ୍ଷାନଗର: ଭିଜିଲାନ୍ସ ଜାଲରେ RWSS ଅଧିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦ ସାହୁ। ଭୁବନେଶ୍ୱର RWSS ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ବିଜୟାନନ୍ଦଙ୍କ ଘରେ ଆଜି ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ। ଡିହଡୋଳ ସ୍ଥିତ ବାସଭବନ, ପଙ୍ଗାତିରା ସ୍ଥିତ…

ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଏଆର୍‌ଆଇ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେଭିନ୍ୟୁ ଇନ୍ସପେକ୍ଟର (ଏଆର୍‌ଆଇ)  ଜଗଦୀଶ ବେହେରା। ସେ ନବରଙ୍ଗପୁର ଜିଲ୍ଲା ନବରଙ୍ଗପୁର ତହସିଲ ଅନ୍ତର୍ଗତ ସାନମସିଗାଁ ରାଜସ୍ୱ ନିରୀକ୍ଷକ (ଆର୍‌ଆଇ) କାର୍ୟ୍ୟାଳୟରେ କାର୍ଯ୍ଯରତ। ସାନମସିଗାଁର ବୈଜୟନ୍ତୀ ଭତରା ତାଙ୍କ ମାଆ କମଳା ଭତରାଙ୍କ ମୃତ୍ୟୁ ପରେ ୩…

ଭିଜିଲାନ୍ସ ଜାଲରେ ଜଗତସିଂହପୁରର ଡେପୁଟି…

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଜଗତସିଂହପୁରର ଡେପୁଟି କଲେକ୍ଟର । ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ  ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ଏକକାଳୀନ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ  ଟିମ୍। ଭୁବନେଶ୍ବର, ବାଲେଶ୍ବର, ସୋନପୁର,…

ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ବଡ଼ସାହି…

ବାରିପଦା: ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକର କନିଷ୍ଠ ଯନ୍ତ୍ରୀ ଆଶିଷ କୁମାର ଘଡେଇ। ପୁରୁଣା ୫-ଟି ସ୍କୁଲ କାମର ବିଲ କରିଦେବା ପାଇଁ ୬୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସୂଚନା ଅନୁଯାୟୀ, ବଡ଼ସାହି ବ୍ଲକର…

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ…

ପୁରୀ: ଭିଜିଲାନ୍ସ ଜାଲରେ ପୁରୀ ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟର ବରିଷ୍ଠ ରାଜସ୍ବ ସହାୟକ ଜିତୁ ରଞ୍ଜନ ଛାଟୋଇ। ଚନ୍ଦନପୁରର ଜଣେ ବ୍ୟକ୍ତିଙ୍କଠାରୁ ଜମି କିସମ ପରିବର୍ତ୍ତନ ପାଇଁ ୫୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରିଛି ଭିଜିଲାନ୍ସ। ଏଥିସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହାପରେ…

ଭିଜିଲାନ୍ସ ଜାଲରେ ଇଡକଲର ଡେପୁଟି…

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଇଡକଲ୍ ଡେପୁଟି ମ୍ୟାନେଜର ଗୟା ସାଁନ୍ତରା । ଇଡ୍‌କଲ ଅମ୍ପାଭାଲି ଲାଇମ୍ ଷ୍ଟୋନ ମାଇନ୍ସ ଡେପୁଟି ମ୍ୟାନେଜର ଭାବେ ଗୟା କାର୍ଯ୍ଯରତ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ଗୟାଙ୍କ ବାସଭବନ ଓ ତାଙ୍କ ସମ୍ପକୀୟଙ୍କ ଘର…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ,…

ଭୁବନେଶ୍ବର: ଭଜିଲାନ୍ସ ଜାଲରେ କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ମାନସ ରଞ୍ଜନ ଦାସ। । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି। ଖୋର୍ଦ୍ଧାରେ ତାଙ୍କ ସରକାରୀ କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ଇନ୍ସପେକ୍ଟର…

ଭିଜିଲାନ୍ସ ଜାଲରେ ସିନ୍ଧେକେଲା ଥାନା…

କଣ୍ଟାବାଞ୍ଜି: ଭିଜିଲାନ୍ସ ଜାଲରେ ସିନ୍ଧେକେଲା ଥାନା ଅଧିକାରୀ ଆଲୋକ ବେହେରା।  ଏକ ମାମଲାକୁ ରଫାଦଫା କରିବାକୁ ୨୫ ହାଜର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନା ଅଧିକାରୀକୁ ଧରିଲା ବରଗଡ଼ ଭିଜିଲାନ୍ସ ଟିମ୍। ବ୍ୟାଙ୍କ କର୍ମଚାରୀ ଅଜିତ କୁମାର ଘଡେଇଙ୍କ ଏକ ପୁରୁଣା ମାମଲା ଚାର୍ଚସିଟରୁ ନାମ କଟାଇବା ପାଇଁ…