ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Odisha Vigilance raid

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ୧୦…

ଯାଜପୁର: ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ମୁଖ୍ୟାଳୟର ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ଜିଲ୍ଲା ମଙ୍ଗଳ ବିଭାଗ କାର୍ଯ୍ୟରତ ଭାରାପ୍ରାପ୍ତ ବରିଷ୍ଠ କିରାଣୀ ସୁବ୍ରତ କୁମାର କାନୁନଗୋ  ସେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ଖବର ଅନୁଯାୟୀ, ଅନୁସୂଚିତ ଜାତି ଓ…

ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଲମତାପୁଟ ଆରଆଇ ଓ ପିଅନ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ଲମତାପୁଟ ଆରଆଇ ବିଜୟ ବାଗ ଓ ପିଅନ ରୋହିତ ପାଢୀ । ଜମି ମାପଚୁପ ପାଇଁ ଜଣଙ୍କ ଠାରୁ ଲାଞ୍ଚ ନେଉଥିବାବେଳେ ଧରାପଡିଛନ୍ତି । ଏହା ପରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ଲମତାପୁଟ ଓ ମାଛକୁଣ୍ଡରେ…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ…

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମାଇନର ଇରିଗେସନ ସେକ୍ସନ ଅଫିସର । ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ସେକ୍ସନ ଅଫିସର ଶୁଭକାନ୍ତ ସ୍ବାଇଁ । ଏକ କାଳୀନ ତିନୋଟି ଜାଗାରେ ରେଡ କରୁଛି ଭିଜିଲାନ୍ସ ଟିମ ।

ଭିଜିଲାନ୍ସ ଜାଲରେ ଫରେଷ୍ଟ ଗାର୍ଡ ଓ…

ଝାରସୁଗୁଡ଼ା: ଲାଞ୍ଚ ନେଲା ବେଲେ ଭିଜିଲାନ୍ସ ହାତରେ ଧରା ପଡିଲେ ବନ୍ଧବାହାଲ ବନଖଣ୍ଡର ମହିଳା ଫରେଷ୍ଟ ଗାର୍ଡ ଓ ଜଗୁଆଳି।୧୫ ହଜାର ଲାଞ୍ଚ ନେଲା ବେଲେ ମାଡି ବସିଲା ଭିଜିଲାନ୍ସ। ଧରାପଡିଥିବା ମହିଳା ଫରେଷ୍ଟ ଗାର୍ଡ ଜଣକ ନାଁ ଝରଣା ସାହୁ ଏବଂ ଜଗୁଆଳି ସଞ୍ଜୟ ବାରିକ ବୋଲି ଜଣାପଡ଼ିଛି।ଖବର ଅନୁଯାୟୀ,…

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ୫…

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ।  ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।ସୂଚନା ଅନୁଯାୟୀ, ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ ଜଣେ…

ଭିଜିଲାନ୍ସ ଜାଲରେ ଆୟୁର୍ବେଦିକ କଲେଜ…

ବଲାଙ୍ଗୀର: ଆୟୁର୍ବେଦିକ କଲେଜ ଅଧ୍ୟକ୍ଷଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ୍‌ ହସ୍ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ପୁରୀ ଜିଲ୍ଲାରେ ଥିବା ତାଙ୍କର…

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ…

ଭୁବନେଶ୍ବର:  ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା ସାଲେପୁରର ଗ୍ରାମୀଣ ସବ୍-ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଅର୍ଜୁନ କୁମାର ସାହୁଙ୍କ ବାସଭବନ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢାଉ ଜାରି ରହିଛି। ଏହି ଚଢାଉରେ ୮…

ଭିଜିଲାନ୍ସ ଜାଲରେ ମୋଟୁ ସର୍କଲର ଆରଆଇ,…

ମାଲକାନାଗିରି: ଭିଜିଲାନ୍ସ ଜାଲରେ ଆରଆଇ ଅଫିସର । ମାଲକାନଗିରି ଜିଲ୍ଲା ମୋଟୁ ତହସିଲର ମୋଟୁ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ସୂରଜଚନ୍ଦ୍ର ବଳଙ୍କୁ ଭିଜିଲାନ୍ସ ଗିରଫ କରିଛି।  ଏକ ଜବରଦଖଲ ମାମଲାରେ ନୋଟିସ୍ ଜାରି କରିବା ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ…

ରାୟଗଡା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର । ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ (ପିଏଚଡ଼ି) ଏଷ୍ଟିମେଟର ରମାକାନ୍ତ ମଲ୍ଲିକ ଜଣେ ଠିକାଦାରଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଝଞ୍ଜାବତୀ ନଦୀରେ ଥିବା ପମ୍ପ୍…

ବକେୟା ପାଉଣା ପାଇଁ କର୍ମଚାରୀଙ୍କ ଠାରୁ…

କେନ୍ଦୁଝର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ କିରାଣୀ। କେନ୍ଦୁଝର ସଦର ମହକୁମାରେ ଥିବା ଜିଲ୍ଲା ଆୟୁର୍ବେଦିକ କାର୍ଯ୍ୟାଳୟର କିରାଣୀ ଦେବାଶିଷ ମହାପାତ୍ର ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ବିରାମ ମୁର୍ମୁ ନାମକ ଜଣେ କର୍ମଚାରୀଙ୍କ ବକେୟା ପାଉଣା ପାଇଁ ସେ ୧୫ ହଜାର ଟଙ୍କା…