ବଢ଼ିଲା ଯାଜପୁର ଜିଲ୍ଲା ମୁଖ୍ୟ…
ଯାଜପୁର: ବଢ଼ିଲା ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା। ୩୩୦ରୁ ୪୨୦କୁ ବଢ଼ିଲା ଶଯ୍ୟା ସଂଖ୍ୟା । ଯାଜପୁରରେ ଖୁବଶୀଘ୍ର ଶହେ ଶଯ୍ୟାବିଶିଷ୍ଟ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ। ଯଯାତୀ କେଶରୀ ମେଡିକାଲ କଲେଜ ଓ ହସ୍ପିଟାଲ ଭାବେ ଜଣାଶୁଣା ହେବ ଏହି କଲେଜ। ମେଡିକାଲ କଲେଜର ଛାତ୍ରଛାତ୍ରୀଙ୍କ…