ଆୟକର ଫାଙ୍କିବା ଅଭିଯୋଗରେ ଖଣି ବ୍ୟବସାୟୀ…
ଭୁବନେଶ୍ବର: ଖଣି ବ୍ୟବସାୟୀ ଶ୍ରୀବତ୍ସ ଜେନାଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଚଢ଼ାଉ ହେଉଥିବା ଜଣାପଡ଼ିଛି। ଶ୍ରୀବତ୍ସ ଜେନାଙ୍କ ଭୁବନେଶ୍ବର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ ସି/୧୭ ଘରେ ଚଢାଉ ଜାରି ରହିଛି । ଚଢାଉରେ ସ୍ଥାନୀୟ ତହସିଲଦାରଙ୍କ ସହ ଅନେକ ସରକାରୀ…