ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

odishanews

ଓଡ଼ିଶାକୁ ପଡ଼ିବନି ବାତ୍ୟା ପ୍ରଭାବ, ୧୭…

ଭୁବନେଶ୍ବର: ଗତକାଲି ସୃଷ୍ଟି ହୋଇଥିବା ଅବାପାତଟି କ୍ରମଶଃ ଉତ୍ତର ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଆଜି ସକାଳେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇଛି । ଏହାର କେନ୍ଦ୍ରସ୍ଥଳୀରେ ବର୍ତ୍ତମାନ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହୁଛି । ଏହା କ୍ରମଶଃ ଘନୀଭୂତ ହୋଇପାରେ ।  ଆଜି ରାତି କିମ୍ବା…

ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ,…

ଯାଜପୁର: ଭିଜିଲାନ୍ସ ଜାଲରେ ସ୍କୁଲ କିରାଣୀ । ପେନସନ ଟଙ୍କା କରାଇ ଦେବା ପାଇଁ ୪୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରା ପଡ଼ିଲେ । କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ।ଖବର ଅନୁଯାୟୀ, ଅବସରପ୍ରାପ୍ତ ନିରଞ୍ଜନ ରାୟଙ୍କର ପେନସନ…

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ଓ…

କଟକ: ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପ ମରାମତି ମାମଲା। ଆସନ୍ତାକାଲି ଠାରୁ ମରାମତି କାର୍ଯ୍ୟ ଆରମ୍ଭ କରିବାକୁ ଏଏସଆଇକୁ ନିର୍ଦ୍ଦେଶ ଦେଇଛି ହାଇକୋର୍ଟ। ମନ୍ଦିର ପ୍ରଶାସନ ସମସ୍ତ ପ୍ରକାର ସହଯୋଗ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଆମିକସକ୍ୟୁରୀ ପ୍ରତି ୧୫ ଦିନ ମଧ୍ୟରେ କାର୍ଯ୍ୟର ଅଗ୍ରଗତି…

ଅବପାତର ପ୍ରଭାବ ଓଡ଼ିଶାକୁ ବେଶୀ ନାହିଁ,…

ଭୁବନେଶ୍ବର:  ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ…

ଆର୍ଥିକ ପରିଚାଳନାରେ ସାରା ଦେଶ ପାଇଁ…

ଭୁବନେଶ୍ବର: ପୁଣି ରୋଲ୍‌ ମଡେଲ୍‌ ହେଲା ଓଡ଼ିଶା । ଆର୍ଥିକ ପରିଚାଳନାରେ ସାରା ଦେଶ ପାଇଁ ଉଦାହରଣ ପାଲଟିଛି ରାଜ୍ୟ । ନୂଆ ଓଡ଼ିଶା, ରୂପାନ୍ତରିତ ଓଡ଼ିଶା, ନବୀନ ଓଡ଼ିଶାର ଆଉ ଏକ ସଫଳତା ସାମ୍ନାକୁ ଆସିଛି । ସାରା ଦେଶରେ ରାଜସ୍ବ ବଳକା ଭାବେ ଏକ ନମ୍ବର ହୋଇଛି ଓଡ଼ିଶା। ମୁଖ୍ୟମନ୍ତ୍ରୀ ନବୀନ…

‘ଆମ କୁନିପିଲା’ ଯୋଜନାର…

ଭୁବନେଶ୍ୱର: ପ୍ରତ୍ୟେକ ଶିଶୁ ର ପ୍ରଥମ ହଜାର ଦିନ ହେଉଛି ଗଭୀର ସମ୍ବେଦନଶୀଳ ସମୟ । ଏହି ପ୍ରଥମ ହଜାର ଦିନରେ ଶିଶୁଙ୍କ ମସ୍ତିଷ୍କର ବିକାଶ ଓ ଶାରୀରିକ ବିକାଶ ଆରମ୍ଭ ହୋଇଥାଏ ଓ ଜୀବନବ୍ୟାପୀ ସ୍ବାସ୍ଥ୍ୟର ମୂଳଦୁଆ ପଡିଥାଏ । ଏହି ସମୟ ମଧ୍ୟରେ ଉଭୟ ମା ଓ ଶିଶୁର ଯତ୍ନ ଓ ପୁଷ୍ଟିକର ପୋଷଣ ଉପରେ ଶିଶୁ ର…

ମହିଳାଙ୍କୁ ସୁରକ୍ଷା ଦେବା ସହ ଉଚିତ…

ଭୁବନେଶ୍ବର: ଗତ ଅକ୍ଟୋବର ମାସରେ ଭୁବନେଶ୍ବର ସହରାଞ୍ଚଳ ପୁଲିସ ଅଧିନସ୍ଥ ମହିଳା ସହଯୋଗ କେନ୍ଦ୍ର “ମାଧ୍ୟମ” ରେ ସମୁଦାୟ ୨୦ ଟି ଅଭିଯୋଗ ପଞ୍ଜୀକରଣ କରାଯାଇଥିବା ବେଳେ ସେଥି ମଧ୍ୟରୁ ୦୯ଟି ଘଟଣାରେ ଆପୋଷ ବୁଝାମଣା ମାଧ୍ୟମରେ ମାମଲାର ସମାଧାନ କରାଯାଇପାରିଛି । ସେହିପରି ଜଣେ ମହିଳାଙ୍କୁ ଆଇନଗତ ସୁରକ୍ଷା…

ସ୍ୱର୍ଗଦ୍ୱାର ୱେବ୍‌‌ସାଇଟ ଲୋକାର୍ପିତ,…

ପୁରୀ: ପବିତ୍ର କାଳୀପୂଜା ଅବସରରେ ରବିବାର ସ୍ୱର୍ଗଦ୍ୱାର ସେବା ସମିତି ପକ୍ଷରୁ ସ୍ୱର୍ଗଦ୍ୱାର ନୂତନ ୱେବସାଇଟ ସ୍ୱର୍ଗଦ୍ୱାର ଡଟ୍‌‌ କମ୍‌‌ (swargadwar.com) ଲୋକାର୍ପଣ କରାଯାଇଛି। ନିରାଡ଼ମ୍ବର ଭାବେ ସ୍ୱର୍ଗଦ୍ୱାର ପରିସରରେ ଏହି ଲୋକାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଓଡ଼ିଆ, ହିନ୍ଦୀ ଓ ଇଂରାଜୀ…

ବାଘଙ୍କ ପସନ୍ଦ କେନ୍ଦୁଝର ବନଖଣ୍ଡ:…

କେନ୍ଦୁଝର: ହାତୀଙ୍କ ପାଇଁ ସବୁବେଳେ ଚର୍ଚ୍ଚା‌ରେ ରହୁଥିବା କେନ୍ଦୁଝର ବନଖଣ୍ଡ‌‌‌ରେ ଏବେ ବହୁ ସଂଖ୍ୟାରେ ବାଘଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ଓ ବନ୍ୟପ୍ରାଣୀପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ଧୀରେଧୀରେ ଏହା ବାଘଙ୍କ ପସନ୍ଦର ବନଖଣ୍ଡ‌ ହେବାକୁ ଯାଉଛି ବୋଲି କୁହାଯାଉଛି। ବର୍ତ୍ତମାନ ସୁଦ୍ଧା…

ବୋରୱେଲ ଗାତରେ ପଡ଼ି ଫସିଲେ ବୃଦ୍ଧା,…

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ କଇଁଫୁଲ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି।  ଏକ ଡିପ୍ ବୋରୱେଲରେ ଜଣେ ବୃଦ୍ଧା ଖସିପଡ଼ିଛନ୍ତି। ବୃଦ୍ଧା ଜଣକ ୨୦ ଫୁଟ ତଲେ ଥିବା ସୂଚନା। ବୃଦ୍ଧା ଜଣଙ୍କ ଖଲିଆପାଲି ପଞ୍ଚାୟତ ଗୋବିନ୍ଦପୁର ଗାଁର ୬୦ବର୍ଷୀୟା ଦୁଃଖୀ ନେଗୀ ବୋଲି ଜଣାପଡିଛି ।ଖବର…