ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Omicron in Odisha

ଚିନ୍ତା ବଢାଇଲା ଓମିକ୍ରନ: ପୁଣି ରାଜ୍ୟରୁ…

ଭୁବନେଶ୍ୱର: ଚିନ୍ତା ବଢାଇଲା ଓମିକ୍ରନ। ପୁଣି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ ।  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି । ସମ୍ପୃକ୍ତ ୫ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଥିବା ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ…

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ…

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧିପାଇଛି।ସୂଚନା ଅନୁଯୟୀ, ଉକ୍ତ ବ୍ୟକ୍ତିଜଣ ସଂଯୁକ୍ତ ଆରବ ଏମିରେଟସରୁ ଫେରିଥିଲେ। ତାଙ୍କ ଘର କେନ୍ଦୁଝର ଜିଲାରେ ବୋଲି ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସ…

ଖୁସି ଖବର: ସୁସ୍ଥ ହେଲେ ରାଜ୍ଯର ପ୍ରଥମ…

କଟକ: ରାଜ୍ଯରେ ଓମିକ୍ରନକୁ ନେଇ ଆଶ୍ୱସ୍ତି କର ଖବର। ସୁସ୍ଥ ହୋଇଛନ୍ତି ରାଜ୍ୟର ପ୍ରଥମ ଓମିକ୍ର ଆକ୍ରାନ୍ତ। ସେ କଟକ ଅଶ୍ୱିନୀ ହସ୍ପିଟାଲରେ ୧୭ ତାରିଖରୁ ଚିକିତ୍ସିତ ହେଉଥିଲେ।  ଆଜି ଡିସଚାର୍ଜ ହୋଇଛନ୍ତି।  ନିର୍ଦ୍ଧାରିତ ୧୦ ଦିନର ଚିକତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦୁଇ…

ରାଜ୍ୟରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ…

ଭୁବନେଶ୍ବର : ଓଡ଼ିଶାରେ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ପରେ ଆଲର୍ଟ ମୋଡ଼ରେ ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାକ୍ସ ନ ପିନ୍ଧି ତିନି ଲେୟାର ମାକ୍ସ କିମ୍ବା ଏନ 95 ମାକ୍ସ ପିନ୍ଧିବା ପାଇଁ ପାଇଁ ପରାମର୍ଶ ଦେଲେ ଡ଼ିଏମଇଟି । ଓମିକ୍ରନ ୫ ଗୁଣ ଅଧିକ ଜୋରେ ବ୍ୟାପୁଥିବାରୁ ବଣଭୋଜି, ଗହଳି ଉପରେ ଲାଗିଛି…

ଓମିକ୍ରନ ନେଇ ରାଜ୍ୟ ସରକାରଙ୍କ…

ଭୁବନେଶ୍ବର : ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି। ଓମିକ୍ରନ ଚିନ୍ତା ବଢାଇଥିବା ସମୟରେ ନୂଆବର୍ଷ ସହ…

ଓଡିଶା ଛୁଇଁଲା ଓମିକ୍ରନ୍: ରାଜ୍ୟରେ…

ଭୁବନେଶ୍ୱର: ଓଡ଼ିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ସଂକ୍ରମିତ ହେଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର । ଏମାନେ ନାଇଜେରିଆ ଓ କତାରରୁ ଫେରିଥିଲେ । ଜିନମ ସିକ୍ୱେନ୍ସିଂରୁ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ।…