ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Omicron

ଚିନ୍ତା ବଢାଇଲା ଓମିକ୍ରନ: ରାଜ୍ଯରୁ…

ଭୁବନେଶ୍ବର: ଓଡିଶାରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଥିବା ସୂଚନା ରହିଛି । ପୂର୍ବରୁ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଓଡିଶାରେ ବର୍ତ୍ତମାନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଆକ୍ରାନ୍ତ…

ଲୋକସେବା ଭବନରେ ଓମିକ୍ରନ୍ ମୁକାବିଲା ନେଇ…

ଭୁବନେଶ୍ୱର: ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ । ସାରା ବିଶ୍ୱରେ ଓମିକ୍ରନ ବ୍ୟାପିବାରେ ଲାଗିଛି । ଗତକାଲି ରାଜ୍ୟରୁ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟକୁ ଚିନ୍ତା ଘାରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା…

ଓଡିଶା ଛୁଇଁଲା ଓମିକ୍ରନ୍: ରାଜ୍ୟରେ…

ଭୁବନେଶ୍ୱର: ଓଡ଼ିଶାରେ ଚିହ୍ନଟ ହେଲେ ଓମିକ୍ରନ ଆକ୍ରାନ୍ତ । ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ ସଂକ୍ରମିତ ହେଲେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର । ଏମାନେ ନାଇଜେରିଆ ଓ କତାରରୁ ଫେରିଥିଲେ । ଜିନମ ସିକ୍ୱେନ୍ସିଂରୁ ଓମିକ୍ରନ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ।…

ପଶ୍ଚିମବଙ୍ଗରେ ୭ ବର୍ଷର ଶିଶୁକୁ…

କଲିକତା : ପଶ୍ଚିମବଙ୍ଗରେ ପଶିଛି କରୋନାର ମାରାତ୍ମକ ଭାରିଆଣ୍ଟ ଓମିକ୍ରନ। ରାଜ୍ୟର ମୁର୍ଶିଦାବାଦର ଜିଲ୍ଲା ସ୍ଥିତ ଫରାକ୍କା ଅଞ୍ଚଳର  ଜଣେ ୭ ବର୍ଷୀୟ ଶିଶୁ ଏହି ମହାମାରୀରେ ଆକ୍ରାନ୍ତ ହୋଇଛି। ୧୦ ଡିସେମ୍ବରରେ ସଂକ୍ରମିତ ହୋଇଥିବା ଶିଶୁଟି ପରିବାର ଲୋକଙ୍କ ସହ ଦୁବାଇ ଆବୁଧାବି ବମାନବନ୍ଦର ଦେଇ…

ବର୍ତ୍ତମାନ ପର୍ଯ୍ୟନ୍ତ ଯାହା ତଥ୍ୟ…

ଭୁବନେଶ୍ବର : ଓମିକ୍ରନକୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ରାଜ୍ୟରୁ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି। ଏସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ କୋଭିଡ କ୍ଲଷ୍ଟରର ପଜିଟିଭ ନମୂନା ବୋଲି ଡିଏମଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି। ସେ କହିଛନ୍ତି ଯେ ରାଜ୍ୟରେ କୌଣସି ବିଦେଶ…

ଚିନ୍ତା ବଢାଇଲେ ବିଦେଶ ଫେରନ୍ତା :…

ଭୁବନେଶ୍ବର : ନଭେମ୍ବର ୨୪ ପରେ ପ୍ରଭାବିତ ଦେଶରୁ ରାଜ୍ୟକୁ ଫେରିଥିବା  ୨୪୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସମସ୍ତ ନମୁନା ଜେନମ ସିକ୍ବେନ୍ସିଂ ଲାଗି ଆଇଏଲଏସକୁ ଆସିଛି। ଏ ସଂପର୍କରେ ଆଇଏଲଏସ ନିର୍ଦେଶକ ଡକ୍ଟର ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ଏହାପୂର୍ବରୁ ନଭେମ୍ବର ମାସରେ ରାଜ୍ୟକୁ ଆସିଥିବା ୧୪୧…

ରାଜଧାନୀ ଦିଲ୍ଲୀରୁ ଓମିକ୍ରନ୍‌…

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବେଙ୍ଗାଲୁରୁ, ଗୁଜୁରାଟ ଓ ମୁମ୍ବାଇ ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଚିହ୍ନଟ ହୋଇଛି । ଦିଲ୍ଲୀରେ ଓମିକ୍ରନ୍ ମାମଲା ନେଇ ସ୍ପଷ୍ଟ କରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତେନ୍ଦ୍ର…

ଆଇଏମ୍ଏଫ୍ ଆକଳନ: ‘ଓମିକ୍ରନ୍’ ପାଇଁ…

ନୂଆଦିଲ୍ଲୀ: କରୋନାର ନୂତନ ଭାରିଆଣ୍ଟ 'ଓମିକ୍ରନ୍' ପୁଣିଥରେ ବିଶ୍ବ ଅର୍ଥନୀତି ପାଇଁ ନକାରାତ୍ମକ କାର୍ଯ୍ୟ କରିବ। ଏହି କାରଣରୁ ବିଶ୍ବ ଅର୍ଥନୀତିରେ ଅବନତି ଘଟିପାରେ ବୋଲି ବର୍ତ୍ତମାନ ଏକ ଭୟ ସୃଷ୍ଟି ହୋଇଛି । ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା…

ଓଡ଼ିଶା ଆସିଛନ୍ତି ୫୦୦ ବିଦେଶ ଫେରନ୍ତା,…

ଭୁବନେଶ୍ୱର : ଓମିକ୍ରନ୍‍ ଭୟ ଘାରୁଛି। କେତେବେଳେ ଆକ୍ରାନ୍ତ ଚିହ୍ନଟ ନ ହେବେ ବୋଲି କହିବା ମୁସ୍କିଲ। କାରଣ ଇତିମଧ୍ୟରେ ପ୍ରାୟ ୫୦୦ ଯାତ୍ରୀ ଅନ୍ୟ ବିମାନବନ୍ଦର ଦେଇ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ଝାରସୁଗୁଡ଼ା ବିମାନବନ୍ଦର ଦେଇ ଓଡ଼ିଶାରେ ପ୍ରବେଶ କରିଛନ୍ତି। ଏହି ସଂଖ୍ୟା ଅଧିକ ବି…

ICMR ଏକ୍ସପର୍ଟ କମିଟିର ଦାବି : ଓମିକ୍ରନ…

ନୂଆଦିଲ୍ଲୀ : ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପୁଛି ଓମିକ୍ରନ୍ । ଏବେସୁଦ୍ଧା ୩୮ଟି ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହୋଇଛି। ଆମ ଦେଶ ଭାରତରେ ମଧ୍ୟ ଓମିକ୍ରନ ଚିହ୍ନଟ ହୋଇଛନ୍ତି। କର୍ଣ୍ଣାଟକ ପରେ ଏବେ ଗୁଜୁରାଟରେ ଚିହ୍ନଟ ହୋଇଛି କରୋନାର ଏହି ଘାତକ ଭାରିଆଣ୍ଟ ଓମିକ୍ରନ୍ ର ତୃତୀୟ ମାମଲା…