ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Orissa High Court

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ…

ପୁରୀ: ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ବିରୋଧ ପ୍ରସଙ୍ଗ। ଆବେଦନକାରୀଙ୍କୁ ଭର୍ତ୍ସନା କଲେ ହାଇକୋର୍ଟ। ଆବେଦନକାରୀଙ୍କ ଆୟ ସମ୍ପର୍କରେ ତଥ୍ୟ ମାଗିଲେ ହାଇକୋର୍ଟ। ସତ୍ୟପାଠ ଜରିଆରେ ତଥ୍ୟ ଦାଖଲ କରିବାକୁ ଆବେଦନକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ଦୁଇ ସପ୍ତାହ ପରେ ଏହି ମାମଲାର ପରବର୍ତୀ…

ଜଷ୍ଟିସ୍ ଚକ୍ରଧାରୀ ଶରନ ସିଂ ହେବେ…

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ପଦ ପାଇଁ ନାମ ସୁପାରିସ୍‌ ହୋଇଛି। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କ ନାମ ସୁପାରିସ୍‌ କରିଛି କଲେଜିୟମ୍‌ । ପାଟ୍‌ନା ହାଇକୋର୍ଟର ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ପଦବୀ ଖାଲି ପଡ଼ିଥିଲା…

ବର୍ଷା-ଅନୁଭବ ବିବାହ ବିଚ୍ଛେଦ ପ୍ରସଙ୍ଗ:…

କଟକ: ତାରକା-ଦମ୍ପତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲା ହାଇକୋର୍ଟରେ ପହଞ୍ଚିଛି। ଅନୁଭବଙ୍କ ପକ୍ଷରୁ ଛାଡ଼ପତ୍ର ପାଇଁ ହୋଇଥିବା ଆବେଦନକୁ ଗତ ସେପ୍ଟେମ୍ବର ୨୨ ତାରିଖରେ କଟକ ପରିବାର ଅଦାଲତ ଖାରଜ କରିଦେଇଥିଲେ। ଏହି ରାୟକୁ ଚ୍ୟାଲେଞ୍ଜ କରି…

ଜଷ୍ଟିସ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ…

କଟକ: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଦାୟିତ୍ବ ମିଳିଛି। ଆସନ୍ତା ମାସ ୪ ତାରିଖରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଅବସର ଗ୍ରହଣ କରିବାକୁ ଯାଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ଷଡ଼ଙ୍ଗୀ…

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ…

କଟକ: ଶପଥ ନେଲେ ଦୁଇ ନୂଆ ବିଚାରପତି । ହାଇକୋର୍ଟର ଦୁଇ ନୂଆ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍‌ ଶିବ ଶଙ୍କର ମିଶ୍ର ଓ ଜଷ୍ଟିସ୍‌ ଆନନ୍ଦ୍ର ଚନ୍ଦ୍ର ବେହେରା । ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି । ଏଥିସହ ହାଇକୋର୍ଟରେ ମୋଟ ବିଚାରପତି ସଂଖ୍ୟା ୨୨ରେ ପହଞ୍ଚିଛି ।ଖବର…

ଜାମିନର ସର୍ତ୍ତ ଖିଲାପ କରିଥିବାରୁ…

କଟକ: ପୁଣି ଜେଲ ଯିବ ଗ୍ୟାଙ୍ଗଷ୍ଟର ଟିଟୋ । ତାକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜାମିନର ସର୍ତ୍ତ ଖିଲାପ କରିଥିବାରୁ ଗ୍ୟାଙ୍ଗଷ୍ଟର ଟିଟୋକୁ ପୁଣିଥରେ ଜେଲ ପଠାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି ।…

ବିନା ପ୍ରେସ୍‌‌କ୍ରିପ୍‌‌ସନରେ ଋତୁସ୍ରାବ…

କଟକ: ବଜାରରେ ଥିବା ଔଷଧ ଦୋକାନଗୁଡ଼ିକରେ ବିନା ପ୍ରେସ୍‌‌କ୍ରିପ୍‌‌ସନରେ ଋତୁସ୍ରାବକୁ ବନ୍ଦ କରିବା ପାଇଁ ଉଦ୍ଦିଷ୍ଟ ଔଷଧକୁ ବିକ୍ରି କରାଯାଉଥିବା ପ୍ରସଂଗରେ ରୁଜୁ ଜନସ୍ୱାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର ହାଇକୋର୍ଟ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି। ଆବେଦନକାରୀଙ୍କ ଅଭିଯୋଗ ସଂକ୍ରାନ୍ତରେ ଆସନ୍ତା ୧୪…

ରାଜଧାନୀ ବାସୀଙ୍କୁ ହାଇକୋର୍ଟଙ୍କ…

କଟକ : ରାଜଧାନୀରେ ଘର ମାଲିକଙ୍କୁ ଆଶ୍ୱସ୍ତି । ବିଏମସିର ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ । ହୋଲ୍ଡିଂ ଟ୍ୟାକ୍ସ ବୃଦ୍ଧି ନେଇ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯାଇଥିବା ଭୁବନେଶ୍ୱର ମହାନଗର ନିଗମକୁ ଏହାପରେ ହାଇକୋର୍ଟରୁ ଶକ୍ତ ଧକ୍କା ଲାଗିଛି । ବର୍ଦ୍ଧିତ ଦରରେ ବିଏମସି ହୋଲଡିଂ…

ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ…

କଟକ : ଦୁଷ୍କର୍ମ ମାମଲାରେ ଓଡ଼ିଶା ହାଇକୋର୍ଟଙ୍କ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଆସିଛି । ବିବାହର ପ୍ରତିଶ୍ରୁତି ଦେଇ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ଶାରୀରିକ ସଂପର୍କ ରଖିବା ଦୁଷ୍କର୍ମ ଅପରାଧ ପରିସରଭୁକ୍ତ ନୁହେଁ । କେତେକ କ୍ଷେତ୍ରରେ ମହିଳାମାନେ ସ୍ୱଇଚ୍ଛାରେ ସଂପର୍କ ରଖୁଛନ୍ତି । ତେଣୁ ଏଭଳି…

ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା…

ନୂଆଦିଲ୍ଲୀ : ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଛି। ଜଷ୍ଟିସ ଜସୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।ଜଷ୍ଟିସ ଜସୱନ୍ତ ସିଂହ ଫେବୃଆରୀ…