ଚୀନ୍ରୁ ଅକ୍ସିଜେନ୍ ସିଲିଣ୍ଡର ଆସିଲା…
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ସମ୍ପୂର୍ଣ୍ଣ ଲଜିଷ୍ଟିକ୍ ସହାୟତା ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡ୍ (ଓଏସ୍ଏଲ୍) ବଳିଷ୍ଠ ପଦକ୍ଷେପ ସ୍ୱରୂପ ଚୀନ୍ରୁ ୧୩୦୦ ମେଡିକାଲ୍ ଗ୍ରେଡ୍ ଅକ୍ସିଜେନ୍ ସିଲିଣ୍ଡର ଓ ଅନ୍ୟାନ୍ୟ ମେଡିକାଲ୍ ଉପଯୋଗୀ ସାମଗ୍ରୀ ଆଣିଛି। ଏକ ସ୍ୱତନ୍ତ୍ର କାର୍ଗୋ…