ଓୟୁଏଟିରେ ୫ଟି ସଚିବ: ରୂପାନ୍ତରଣ…
ଭୁବନେଶ୍ବର: ଭୁବନେଶ୍ବର ଓୟୁଏଟିର ରୂପାନ୍ତରଣ ପ୍ରକ୍ରିୟା ଆରମ୍ଭ। OUATର ରୂପାନ୍ତରଣ ପାଇଁ ପ୍ରାୟ ୭୨୭ କୋଟି ଟଙ୍କା ଖର୍ଚ୍ଚ ହେବ। OUATରେ ୬୦ କୋଟିରେ ତିଆରି ହେଉଛି ଅଡିଟୋରିୟମ। ଚାଷୀଙ୍କ ପାଇଁ ନିର୍ମାଣ ହେଉଛି ସବୁଠାରୁ ବଡ଼ ଅଡିଟୋରିୟମ। ଅଡିଟୋରିୟମରେ ଥରକେ ହଜାରେ ଚାଷୀ ବସିପାରିବେ। ଚାଷୀଙ୍କ…