ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Padmapur By-Election

ପଦ୍ମପୁରରେ ହାରିବା ପରେ ମୁହଁ ଲୁଚାଇବା…

ଭୁବନେଶ୍ବର : ୨୦୧୯ ବିଧାନସଭା ନିର୍ବାଚନ ପୂର୍ବରୁ ୨୦୧୮ ବିଜେପୁର ଉପନିର୍ବାଚନ ଯେଉଁ ବାର୍ତ୍ତା ଦେଇଥିଲା; ୨୦୨୪ ବିଧାନସଭା ନିର୍ବାଚନ ଅବ୍ୟବହିତ ପୂର୍ବରୁ ୨୦୨୨ର ପଦମ୍‍ପୁର ନିର୍ବାଚନ ଫଳ ଅନୁରୂପ ଆଭାସ ଦେଇଛି କି ? ରାଜନୀତିରେ ରୁଚି ରଖୁଥିବା ବ୍ୟକ୍ତିବିଶେଷ, ନିର୍ବାଚନ ସମୀକ୍ଷକ ଓ ରାଜନୈତିକ…

ବିଜେପିର ମିଛ ପ୍ରତିଶ୍ରୁତି ଓ ପ୍ରତାରଣାର…

ଭୁବନେଶ୍ବର : ପ୍ରଭୁ ନୃସିଂହନାଥ ମାଟିରେ ପୁଣି ହେଲା ଶଂଖନାଦ। ନବୀନଙ୍କ କ୍ରେଜ ଆଗରେ ଚିତପଟାଙ୍ଗ ମାରିଲା ବିଜେପି। ବହପିଆଙ୍କ ବହପ ପାଣିରେ ମିଶିଗଲା। ବିଜେପିର ସବୁ ମିଛ ପ୍ରତିଶ୍ରୁତି, ସବୁ ମିଛ ପ୍ରତାରଣାର କଡା ଗଣ୍ଡା ହିସାବ ଦେଇଛନ୍ତି ପଦ୍ମପୁରବାସୀ। ଆଉ ପୁଣି ଥରେ ସୁଶାସନ ଏବଂ ବିକାଶ ସପକ୍ଷରେ…

ପଦ୍ମପୁରରେ ବାଜିଲା ଶଙ୍ଖ : ୪୨ ହଜାରରୁ…

ପଦ୍ମପୁର : ପଦ୍ମପୁରରେ ବିଜେଡିର ବୃହତ ବିଜୟ। ପଦ୍ମପୁର ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରାୟ ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ନେଇ ମତଦାନ ହୋଇଥିବା ବେଳେ ଆଜି ଭୋଟ ଗଣତି କରାଯାଉଥିଲା। ପ୍ରଥମେ ପୋଷ୍ଟାଲ ବାଲାଟରୁ…

ପଦ୍ମପୁର ରେଜଲ୍ଟ : ଉଡ଼ିଲାଣି ଶଙ୍ଖ…

ପଦ୍ମପୁର : ପଦ୍ମପୁର ଉପନିର୍ବାଚନରେ ବଡ ବିଜୟ ଅଭିମୁଖେ ଯାଉଛି ବିଜୁ ଜନତା ଦଳ। ଆଜି ସକାଳ ୮.୩୦ରୁ ଆରମ୍ଭ ହୋଇଥିବା ଭୋଟ୍‌ ଗଣତିରେ ଏପର୍ଯ୍ୟନ୍ତ ବିଜେଡି ଆଗୁଆ ରହିଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ। ଆଜି ଭୋଟ…

ଆସୁଛି ପଦ୍ମପୁର ଫଳ : ବଡ଼ ବିଜୟ ମୁହାଁ…

ପଦ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଦିନକୁ ଦିନ ବଢ଼଼ିବାରେ ଲାଗିଛି ଏବଂ ତଦନୁରୂପ ବିଜେଡି ବି ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବାର ପ୍ରଥମ ଦିନରୁ ନବୀନ ସମସ୍ତଙ୍କ ପାଇଁ ଏକ ଅନ୍ତରଙ୍ଗ ଅବୋଧ୍ୟ ପାଲଟିଛନ୍ତି। ଦଳ ହେଉ ବା ସରକାର…

ପଦ୍ମପୁର ରେଜଲ୍ଟ : ପ୍ରଥମ ରାଉଣ୍ଡରେ…

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ନେଇ ଚାଲିଛି ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା । ସେହିପରି ୮ଟା.୩୦ରେ ଇଭିଏମ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ତେବେ ଏହାରି ମଧ୍ୟରେ ପ୍ରଥମ ରାଉଣ୍ଡ ଭୋଟ୍‌ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଗଣତି…

ପଦ୍ମପୁର ଉପନିର୍ବାଚନ: ୪ଟା ପରେ ବୁଥ…

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ଲାଗି ସରିଲା ମତଦାନ ପ୍ରକ୍ରିୟା । ଇଭିଏମରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି। ୩୧୯ ବୁଥରେ ଭୋଟ ଦେଇଛନ୍ତି ମତଦାତା । ଅପରାହ୍ନ ୪ଟା ପର୍ଯ୍ଯନ୍ତ ମତଦାନ ହୋଇଥିଲା। ଯେଉଁମାନେ ୪ଟା ପୂର୍ବରୁ ବୁଥରେ ପହଞ୍ଚିଛନ୍ତି ସେମାନେ ଲାଇନରେ ରହି ମତଦାନ କରୁଛନ୍ତି। ସମ୍ପୂର୍ଣ୍ଣ…

ପଦ୍ମପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି…

ପଦ୍ମପୁର : ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ୩୧୯ଟି ବୁଥରେ ମତଦାନ ଚାଲିଛି। ତେବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ସକାଳେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା  ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ବିଜେଡି ପ୍ରାର୍ଥିନୀ ବର୍ଷା…

ଭୋଟ୍‌ ଦେଉଛି ପଦ୍ମପୁର :…

ପଦ୍ମପୁର :ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ଏହା ଅପରାହ୍ଣ ୪ଟା ଯାଏ ଚାଲିବ। ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା…

ପଦ୍ମପୁରରେ ବିଜେପି ପ୍ରାର୍ଥୀଙ୍କ ପାଇଁ…

ଭୁବନେଶ୍ୱର: ବିଜେପି ପ୍ରାର୍ଥୀଙ୍କ ପାଇଁ ଟଙ୍କା ବାଣ୍ଟୁଛି ଅର୍ଗସ ନ୍ୟୁଜ୍ ଚ୍ୟାନେଲ । ଖବର ସଂଗ୍ରହ ନାଁରେ ଲୋକଙ୍କୁ ଟଙ୍କା ବାଣ୍ଟି ବିଜେପିକୁ ଭୋଟ ଦେବାକୁ ପ୍ରବର୍ତ୍ତାଉଛି । ଏହାସହ ନୀରିହ ଗାଁ ଲୋକଙ୍କୁ ଟଙ୍କା ଦେଇ କ୍ୟାମେରା ଆଗରେ ବିଜେଡି ଟଙ୍କା ବାଣ୍ଟୁଥିବା ନେଇ କହିବାକୁ କରୁଛନ୍ତି ବାଧ୍ୟ ।…