ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Padmapur bypoll

ବିରୋଧୀଙ୍କୁ ନବୀନଙ୍କ ଜବାବ: କହିଲେ…

ଭୁବନେଶ୍ବର: ପଦମପୁରରେ ବିଜେଡିର ବଡ ବିଜୟ ହୋଇଛି।  ପଦମପୁର ବାସୀଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ ଜଣାଇଛନ୍ତି। ଏହି ବିଜୟ ଆଉ କାହାର ବିଜୟ ନୁହେଁ ଏହା ପଦମପୁରବାସୀଙ୍କ ବିଜୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବିଜେଡିର ଲକ୍ଷ ଲକ୍ଷ କର୍ମୀମାନଙ୍କୁ ମଧ୍ଯ ଧନ୍ୟବାଦ ଜଣାଇଛନ୍ତି।…

ପଦ୍ମପୁରରେ ବିଜେଡିର ବଡ଼ ବିଜୟ ପରେ…

ଭୁବନେଶ୍ବର: ପଦ୍ମପୁରରେ ବିଜେଡିର ବଡ ବିଜୟ ହୋଇଛି। ଐତିହାସିକ ବିଜୟ ପରେ ସବୁଆଡ଼ୁ ଶୁଭେଚ୍ଛାର ସୁଅ ଛୁଟିଛି । ରାଜ୍ୟ ବିଜେଡି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଷାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ବିଜେପିର ମିଛ ପ୍ରତିଶ୍ରୁତି ଓ ପ୍ରତାରଣାର…

ଭୁବନେଶ୍ବର : ପ୍ରଭୁ ନୃସିଂହନାଥ ମାଟିରେ ପୁଣି ହେଲା ଶଂଖନାଦ। ନବୀନଙ୍କ କ୍ରେଜ ଆଗରେ ଚିତପଟାଙ୍ଗ ମାରିଲା ବିଜେପି। ବହପିଆଙ୍କ ବହପ ପାଣିରେ ମିଶିଗଲା। ବିଜେପିର ସବୁ ମିଛ ପ୍ରତିଶ୍ରୁତି, ସବୁ ମିଛ ପ୍ରତାରଣାର କଡା ଗଣ୍ଡା ହିସାବ ଦେଇଛନ୍ତି ପଦ୍ମପୁରବାସୀ। ଆଉ ପୁଣି ଥରେ ସୁଶାସନ ଏବଂ ବିକାଶ ସପକ୍ଷରେ…

ପଦ୍ମପୁରରେ ବାଜିଲା ଶଙ୍ଖ : ୪୨ ହଜାରରୁ…

ପଦ୍ମପୁର : ପଦ୍ମପୁରରେ ବିଜେଡିର ବୃହତ ବିଜୟ। ପଦ୍ମପୁର ଉପନିର୍ବାଚନରେ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରାୟ ୪୨ ହଜାରରୁ ଉର୍ଦ୍ଧ୍ବ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ନେଇ ମତଦାନ ହୋଇଥିବା ବେଳେ ଆଜି ଭୋଟ ଗଣତି କରାଯାଉଥିଲା। ପ୍ରଥମେ ପୋଷ୍ଟାଲ ବାଲାଟରୁ…

ପଦ୍ମପୁର ରେଜଲ୍ଟ : ଉଡ଼ିଲାଣି ଶଙ୍ଖ…

ପଦ୍ମପୁର : ପଦ୍ମପୁର ଉପନିର୍ବାଚନରେ ବଡ ବିଜୟ ଅଭିମୁଖେ ଯାଉଛି ବିଜୁ ଜନତା ଦଳ। ଆଜି ସକାଳ ୮.୩୦ରୁ ଆରମ୍ଭ ହୋଇଥିବା ଭୋଟ୍‌ ଗଣତିରେ ଏପର୍ଯ୍ୟନ୍ତ ବିଜେଡି ଆଗୁଆ ରହିଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ। ଆଜି ଭୋଟ…

ଆସୁଛି ପଦ୍ମପୁର ଫଳ : ବଡ଼ ବିଜୟ ମୁହାଁ…

ପଦ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଦିନକୁ ଦିନ ବଢ଼଼ିବାରେ ଲାଗିଛି ଏବଂ ତଦନୁରୂପ ବିଜେଡି ବି ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବାର ପ୍ରଥମ ଦିନରୁ ନବୀନ ସମସ୍ତଙ୍କ ପାଇଁ ଏକ ଅନ୍ତରଙ୍ଗ ଅବୋଧ୍ୟ ପାଲଟିଛନ୍ତି। ଦଳ ହେଉ ବା ସରକାର…

ପଦ୍ମପୁର ରେଜଲ୍ଟ : ପ୍ରଥମ ରାଉଣ୍ଡରେ…

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ନେଇ ଚାଲିଛି ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା । ସେହିପରି ୮ଟା.୩୦ରେ ଇଭିଏମ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ତେବେ ଏହାରି ମଧ୍ୟରେ ପ୍ରଥମ ରାଉଣ୍ଡ ଭୋଟ୍‌ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଗଣତି…

ବରିଷ୍ଠ ବିଜେପି ନେତା ଖାରବେଳ ସ୍ୱାଇଁଙ୍କ…

ଭୁବନେଶ୍ବର: ଗତକାଲି ପଦ୍ମପୁର ଉପ-ନିର୍ବାଚନ ଶେଷ ହୋଇଛି। ଇଭିଏମରେ ସିଲ୍ ହୋଇ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ । ତେବେ ଫଳାଫଳ ଆସିବା ପୂର୍ବରୁ ରାଜ୍ୟ ରାଜନୀତିର ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ ବଡ ବୟାନ ଦେଇଛନ୍ତି। ଖାରବେଳ ସ୍ଵାଇଁ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ,…

ପଦ୍ମପୁର ଉପନିର୍ବାଚନ: ଶାନ୍ତି ଶୃଙ୍ଖଳାର…

ଭୁବନେଶ୍ଵର: ଶାନ୍ତି ଶୃଙ୍ଖଳାର ସହ ପଦ୍ମପୁରରେ ସରିଲା ଭୋଟ୍। ଇଭିଏମରେ ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ୟ । ଉପ ନିର୍ବାଚନରେ ଉତ୍ସାହର ସହ ଭୋଟ୍ ଦେଇଛନ୍ତି ପଦ୍ମପୁରବାସୀ । ଏଥର ରେକର୍ଡ ସଂଖ୍ୟାରେ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ସନ୍ଧ୍ୟା ୬ଟା ସୁଦ୍ଧା ୮୦.୦୫ ପ୍ରତିଶତ ମତଦାନ ହୋଇଥିଲା…

ପଦ୍ମପୁର ଉପନିର୍ବାଚନ: ୪ଟା ପରେ ବୁଥ…

ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ଲାଗି ସରିଲା ମତଦାନ ପ୍ରକ୍ରିୟା । ଇଭିଏମରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ ହୋଇଛି। ୩୧୯ ବୁଥରେ ଭୋଟ ଦେଇଛନ୍ତି ମତଦାତା । ଅପରାହ୍ନ ୪ଟା ପର୍ଯ୍ଯନ୍ତ ମତଦାନ ହୋଇଥିଲା। ଯେଉଁମାନେ ୪ଟା ପୂର୍ବରୁ ବୁଥରେ ପହଞ୍ଚିଛନ୍ତି ସେମାନେ ଲାଇନରେ ରହି ମତଦାନ କରୁଛନ୍ତି। ସମ୍ପୂର୍ଣ୍ଣ…