ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Padmapur bypoll

ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ରହିଛି…

ଭୁବନେଶ୍ବର : ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର। ଅପରାହ୍ନ ୧ଟା  ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ହୋଇଛି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।ରାଜ୍ୟ ମୁଖ୍ୟ ନିର୍ବାଚନ…

ପଦ୍ମପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି…

ପଦ୍ମପୁର : ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ୩୧୯ଟି ବୁଥରେ ମତଦାନ ଚାଲିଛି। ତେବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ସକାଳେ ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା  ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ବିଜେଡି ପ୍ରାର୍ଥିନୀ ବର୍ଷା…

ଭୋଟ୍‌ ଦେଉଛି ପଦ୍ମପୁର :…

ପଦ୍ମପୁର :ପଦ୍ମପୁର ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ଏହା ଅପରାହ୍ଣ ୪ଟା ଯାଏ ଚାଲିବ। ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା…

ପଦ୍ମପୁରରେ ବିଜେପି ପ୍ରାର୍ଥୀଙ୍କ ପାଇଁ…

ଭୁବନେଶ୍ୱର: ବିଜେପି ପ୍ରାର୍ଥୀଙ୍କ ପାଇଁ ଟଙ୍କା ବାଣ୍ଟୁଛି ଅର୍ଗସ ନ୍ୟୁଜ୍ ଚ୍ୟାନେଲ । ଖବର ସଂଗ୍ରହ ନାଁରେ ଲୋକଙ୍କୁ ଟଙ୍କା ବାଣ୍ଟି ବିଜେପିକୁ ଭୋଟ ଦେବାକୁ ପ୍ରବର୍ତ୍ତାଉଛି । ଏହାସହ ନୀରିହ ଗାଁ ଲୋକଙ୍କୁ ଟଙ୍କା ଦେଇ କ୍ୟାମେରା ଆଗରେ ବିଜେଡି ଟଙ୍କା ବାଣ୍ଟୁଥିବା ନେଇ କହିବାକୁ କରୁଛନ୍ତି ବାଧ୍ୟ ।…

ମୁଁ କଥାରେ ନୁହେଁ କାମରେ ବିଶ୍ବାସ କରେ,…

ପଦ୍ମପୁର :ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ତଥା ଦଳର ଷ୍ଟାର ପ୍ରଚାରକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଝାରବନ୍ଧ ତାପରେ ପାଇକମାଳ ଏବଂ ସର୍ବଶେଷରେ ମୁଖ୍ୟମନ୍ତ୍ରୀ ପଦମପୁରରେ ପ୍ରଚାର କରିଛନ୍ତି।ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ…

ପଦ୍ମପୁର ଉପନିର୍ବାଚନ ପ୍ରଚାରରେ ରେଳ…

ଭୁବନେଶ୍ବର: ଆସନ୍ତା ୫ରେ ପଦ୍ମପୁର ଉପ-ନିର୍ବାଚନ । ଏଥିପାଇଁ  ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହାଙ୍କ ପାଇଁ ଆଜି ପ୍ରଚାର କରୁଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନଙ୍କ କ୍ୟାମ୍ପେନରେ ପଦ୍ମପୁରରେ କର୍ମୀ ଓ ପଦ୍ମପୁରବାସୀ ବେସ ଉତ୍ସାହିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ଜୟ…

ପଦ୍ମପୁର ଉପନିର୍ବାଚନ: ଆପଣଙ୍କ ପାଇଁ ମୁଁ…

ପଦମପୁର: ଦଳୀୟ ପ୍ରାର୍ଥୀ ବର୍ଷା ସିଂହ ବରିହା ପ୍ରଚାର ପାଇଁ ପହଞ୍ଚିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜୟ ନୃସିଂହନାଥରୁ ଭାଷଣ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ଗଙ୍ଗାଧର ମେହରଙ୍କ ପବିତ୍ର ମାଟିକୁ ପ୍ରଣାମ ଜଣାଇଲେ ନବୀନ । ଖାଲି ଏତିକି ନୁହେଁ ପଦମପୁରବାସୀଙ୍କୁ ଜୁହାର ଜଣାଇବା ସହ ଆପଣଙ୍କ ସୁଖ…

ପଦ୍ମପୁର ଉପନିର୍ବାଚନ: ଆଜି ଦଳୀୟ…

ପଦମପୁର: ଆଜି ପଦ୍ମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଦ୍ମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ । ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା କରିବାର…

ପଦ୍ମପୁର ଉପନିର୍ବାଚନ: ଆସନ୍ତାକାଲି…

ଭୁବେନେଶ୍ବର: ଆସନ୍ତାକାଲି ପଦ୍ମପୁରରେ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମ ତଥା ବିଜେଡିର ନମ୍ବର ୱାନ ଷ୍ଟାର ପ୍ରଚାର ନବୀନ ପଟ୍ଟନାୟକ । ଗୋଟିଏ ଦିନରେ ୩ଟି ଜନସଭାରେ ପଦ୍ମପୁରବାସୀଙ୍କୁ ସମ୍ବୋଦ୍ଧିତ କରିବେ । ପଦ୍ମପୁରର ତିନୋଟି ବ୍ଲକ ପାଇକମାଲ, ଝାରବନ୍ଧ ଓ ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ଜନସଭା…

ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ…

ପଦମପୁର: ପଦମପୁରରେ ଖବର ସଂଗ୍ରହବେଳେ ନନ୍ଦିଘୋଷ ଟିଭିର ସାମ୍ବାଦିକକୁ ବିଜେପି କର୍ମୀଙ୍କ ଆକ୍ରମଣ ଘଟଣା । ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନନ୍ଦିଘୋଷ ଟିଭିର ଇନପୁଟ ଏଡିଟର ଅଜିତ ଦାସ ଏବଂ ଆଉଟପୁଟ ଏଡିଟର ରଙ୍ଗାଧର ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍ ଭେଟିଛନ୍ତି। କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ଖବର…