ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Padmapur

ଆଜି ବିଧାୟିକା ଭାବେ ଶପଥ ନେବେ ବର୍ଷା…

ଭୁବନେଶ୍ୱର: ଆଜି ବିଧାୟିକା ଭାବେ ଶପଥ ନେବେ ପଦ୍ମପୁର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେବା କାର୍ଯ୍ଯକ୍ରମ ରହିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇବେ। ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା ।…

ପଦ୍ମପୁରରେ ହାରିବା ପରେ ମୁହଁ ଲୁଚାଇବା…

ଭୁବନେଶ୍ବର : ୨୦୧୯ ବିଧାନସଭା ନିର୍ବାଚନ ପୂର୍ବରୁ ୨୦୧୮ ବିଜେପୁର ଉପନିର୍ବାଚନ ଯେଉଁ ବାର୍ତ୍ତା ଦେଇଥିଲା; ୨୦୨୪ ବିଧାନସଭା ନିର୍ବାଚନ ଅବ୍ୟବହିତ ପୂର୍ବରୁ ୨୦୨୨ର ପଦମ୍‍ପୁର ନିର୍ବାଚନ ଫଳ ଅନୁରୂପ ଆଭାସ ଦେଇଛି କି ? ରାଜନୀତିରେ ରୁଚି ରଖୁଥିବା ବ୍ୟକ୍ତିବିଶେଷ, ନିର୍ବାଚନ ସମୀକ୍ଷକ ଓ ରାଜନୈତିକ…

ବିଜେପିର ମିଛ ପ୍ରତିଶ୍ରୁତି ଓ ପ୍ରତାରଣାର…

ଭୁବନେଶ୍ବର : ପ୍ରଭୁ ନୃସିଂହନାଥ ମାଟିରେ ପୁଣି ହେଲା ଶଂଖନାଦ। ନବୀନଙ୍କ କ୍ରେଜ ଆଗରେ ଚିତପଟାଙ୍ଗ ମାରିଲା ବିଜେପି। ବହପିଆଙ୍କ ବହପ ପାଣିରେ ମିଶିଗଲା। ବିଜେପିର ସବୁ ମିଛ ପ୍ରତିଶ୍ରୁତି, ସବୁ ମିଛ ପ୍ରତାରଣାର କଡା ଗଣ୍ଡା ହିସାବ ଦେଇଛନ୍ତି ପଦ୍ମପୁରବାସୀ। ଆଉ ପୁଣି ଥରେ ସୁଶାସନ ଏବଂ ବିକାଶ ସପକ୍ଷରେ…

ଆସୁଛି ପଦ୍ମପୁର ଫଳ : ବଡ଼ ବିଜୟ ମୁହାଁ…

ପଦ୍ମପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଦିନକୁ ଦିନ ବଢ଼଼ିବାରେ ଲାଗିଛି ଏବଂ ତଦନୁରୂପ ବିଜେଡି ବି ଶକ୍ତିଶାଳୀ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହେବାର ପ୍ରଥମ ଦିନରୁ ନବୀନ ସମସ୍ତଙ୍କ ପାଇଁ ଏକ ଅନ୍ତରଙ୍ଗ ଅବୋଧ୍ୟ ପାଲଟିଛନ୍ତି। ଦଳ ହେଉ ବା ସରକାର…

ପଦ୍ମପୁର ରେଜଲ୍ଟ : ପ୍ରଥମ ରାଉଣ୍ଡରେ…

ପଦ୍ମପୁର : ପଦ୍ମପୁର ଉପନିର୍ବାଚନ ନେଇ ଚାଲିଛି ଭୋଟ ଗଣତି । ପ୍ରଥମେ ପୋଷ୍ଟାଲ ବାଲାଟରୁ ଭୋଟ ଗଣତି ଆରମ୍ଭ ହୋଇଥିଲା । ସେହିପରି ୮ଟା.୩୦ରେ ଇଭିଏମ ଗଣତି ଆରମ୍ଭ ହୋଇଛି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ହେବ । ତେବେ ଏହାରି ମଧ୍ୟରେ ପ୍ରଥମ ରାଉଣ୍ଡ ଭୋଟ୍‌ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଗଣତି…

ପଦ୍ମପୁର ଉପନିର୍ବାଚନ ପାଇଁ ଜାରି ରହିଛି…

ଭୁବନେଶ୍ବର : ଶାନ୍ତିଶୃଙ୍ଖଳା ସହ ଚାଲିଛି ପଦମପୁର ଉପନିର୍ବାଚନ ପାଇଁ ମତଦାନ । ବିଭିନ୍ନ ବୁଥରେ ଲମ୍ବା ଲାଇନରେ ଛିଡ଼ା ହୋଇ ଭୋଟ ଦେଉଛନ୍ତି ଭୋଟର। ଅପରାହ୍ନ ୧ଟା  ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ହୋଇଛି। ସିଇଓଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।ରାଜ୍ୟ ମୁଖ୍ୟ ନିର୍ବାଚନ…

ଜାମିନରେ ଆସିଥିବା ନେତା ଏବେ ବିଜେପିର…

ଭୁବନେଶ୍ୱର: ଜାମିନରେ ଆସିଥିବା ଦୁଇ ବିଜେପି ନେତା ଏବେ ପଦ୍ମପୁର ଉପନିର୍ବାଚନରେ ଷ୍ଟାର ପ୍ରଚାରକ । ବିଜେପୁର ଉପନିର୍ବାଚନ ସମୟରେ ଏମାନେ ବିଜେଡି ବିଧାୟକ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା କହିଛନ୍ତି ବିଜେଡି ବିଧାୟକ ଦେବେଶ ଆଚାର୍ଯ୍ୟ । ବିଜେପି ନେତା ପ୍ରଦୀପ ପୁରୋହିତଙ୍କ…

ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂହ…

ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ବର୍ଷା ସିଂହ ବରିହାଙ୍କୁ ବିଜେଡି ପ୍ରାର୍ଥୀ କରିଛି। ସ୍ବର୍ଗତ ବିଜୟ ରଞ୍ଜନ ସିଂହ ବରିହାଙ୍କ ଝିଅ ବର୍ଷା। ବିଜୟ ରଞ୍ଜନଙ୍କ ମୃତ୍ଯୁ ପରେ ଉପନିର୍ବାଚନ ହେଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବର୍ଷା ସିଂହ ବରିହାଙ୍କ ନାଁ…

ପଦ୍ମପୁର ବ୍ୟାଟେଲ : ସତ୍ୟଭୂଷଣ ସାହୁ…

ଭୁବନେଶ୍ବର : ପଦ୍ମପୁର ଉପନିର୍ବାଚନ ଲାଗି କଂଗ୍ରେସର ତାର ପ୍ରାର୍ଥୀ ଘୋଷଣା କରିଛି। ସତ୍ୟଭୂଷଣ ସାହୁ କଂଗ୍ରେସର ପଦ୍ମପୁର ଉପନିର୍ବାଚନ ଲାଗି ପ୍ରାର୍ଥୀ ହୋଇଛନ୍ତି। ସତ୍ୟଭୂଷଣ ସାହୁଙ୍କ ନାମରେ ମୋହର ମାରିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖାଡଗେ। ସତ୍ୟଭୂଷଣ ସାହୁ କଂଗ୍ରେସର ଜଣେ ବରିଷ୍ଠ…

ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ…

ଭୁବନେଶ୍ବର: ବିଧିବଦ୍ଧ ଭାବେ ପଦ୍ମପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିିଛି। ୧୮ରେ ଯାଞ୍ଚ ହେବ । ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। …