ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Pana Sankranti

ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ…

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ । ନୂଆ ଓଡିଆ ପାଞ୍ଜିର ଆଜି ଶୁଭାରମ୍ଭ ହୋଇଛି । ଆଜି ମଧ୍ୟ ରାଜ୍ୟରେ ପାଳନ ହେଉଛି ହନୁମାନ ଜୟନ୍ତୀ। ଗଞ୍ଜାମ ଓ ଅନ୍ୟ କିଛି ଜିଲ୍ଲାରେ ଆଜି ପାରମ୍ପରିକ ଦଣ୍ଡ ନାଚର ଉଦଯାପନୀ ଭାବେ ମେରୁ ସଂକ୍ରାନ୍ତି ପାଳନ କରାଯାଉଛି । ପଣା ସଂକ୍ରାନ୍ତି,…

ପଣା ପୂର୍ବରୁ ଫଳଦର ଆକାଶ ଛୁଆଁ: ବେଲ ୪୦,…

ଭୁବନେଶ୍ୱର: ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ପାଇଁ ରାଜଧାନୀରେ ଫଳଦର ଆକାଶଛୁଆଁ ହୋଇଛି। ବିଶେଷକରି ବେଲ, ତରଭୁଜ, କଦଳୀ, ନଡ଼ିଆର ଦାମ୍‌‌ ବ୍ୟବସାୟୀମାନେ ଚଢ଼ାଦରରେ ବିକ୍ରି କରୁଥିବା ଦେଖିବାକୁ ମିଳିଛି। ପ୍ରାୟ ୪ଦିନ ପୂର୍ବରୁ ଗ୍ରାହକଙ୍କ ଗହଳି ଜମୁଥିବା ବେଳେ ପଣା ସଂକ୍ରାନ୍ତି ପାଇଁ ଆଉ…

ଦୂର ହେଲା ଦ୍ବନ୍ଦ୍ବ: ଏପ୍ରିଲ ୧୪ରେ ହିଁ…

ଭୁବନେଶ୍ବର: ଦ୍ବନ୍ଦ୍ବ ହେଲା ଦୂର। ଏପ୍ରିଲ ୧୪ରେ ହିଁ ପାଳନ ହେବ ପଣା ସଂକ୍ରାନ୍ତି । ପଞ୍ଜିକା ସମୀକରଣ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କାର୍ତ୍ତିକ ମାସରେ ପଞ୍ଚୁକ ପାଳନ ହେବ ୪ ଦିନ। ସେହିଭଳି ଶ୍ରୀଗୁଣ୍ଡିଚା ଯାତ୍ରା ଦିନ କରାଯିବ ଉଭା ନୀତି । ୧୩ଦିନିଆ ଅଣସର ନୀତି ପାଳନ…

ପଣାସଂକ୍ରାନ୍ତିର ତାରିଖକୁ ନେଇ…

ଭୁବନେଶ୍ୱର: ପଣାସଂକ୍ରାନ୍ତିର ନିର୍ଦ୍ଧିଷ୍ଟ ତାରିଖକୁ ନେଇ ପଞ୍ଜିକା ନିର୍ଦ୍ଧାରଣ ଦ୍ବନ୍ଦ୍ବ। ଗଣନାକାର ଓ ଜ୍ୟୋତିର୍ବିଦ ମଧ୍ୟରେ ତାରିଖକୁ ନେଇ ସ୍ପଷ୍ଟତା ଆସିନପାରିବାରୁ ଆଗାମୀ ୧୨ ତାରିଖକୁ ଘୁଞ୍ଚିଲା ନିଷ୍ପତ୍ତି। ସେହିଦିନ ଗଣନାକୁ ନେଇ ତର୍ଜମା କରାଯାଇ ତାରିଖ ସ୍ପଷ୍ଟ କରାଯିବ। ଅନ୍ୟପକ୍ଷରେ ଆଗାମୀ…

ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର…

ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ…

ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ…

ଭୁବନେଶ୍ୱର: ପବିତ୍ର ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ରିଲିଜ କରି ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ମଙ୍ଗଳମୟ ହେଉ ବୋଲି କାମନା…

ଓଡ଼ିଆ ପରମ୍ପରାରେ ମହାବିଷୁବ ସଂକ୍ରାନ୍ତି

ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତିକୁ  ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଏ। ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି। ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଠାରୁ ବସନ୍ତ…