ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

panchayat election 2022

ଆସନ୍ତାକାଲିଠୁ ପଞ୍ଚାୟତସ୍ତରୀୟ ପରୋକ୍ଷ…

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାରେ କାଲିଠାରୁ ପରୋକ୍ଷ ନିର୍ବାଚନ । ଆସନ୍ତାକାଲି ନାଏବ ସରପଞ୍ଚ ପାଇଁ ନିର୍ବାଚନ ହେବ, ୧୨ ତାରିଖରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ, ଜିଲ୍ଲା ପରିଷଦ ସଭାପତି ପାଇଁ ୧୩ ତାରିଖରେ ନିର୍ବାଚନ । ଯେଉଁ ପଞ୍ଚାୟତରେ ସରପଞ୍ଚ ଓ ଅଧାରୁ ଅଧିକ ୱାର୍ଡ ମେମ୍ବର ନିର୍ବାଚିତ…

ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨:…

ଭୁବନେଶ୍ୱର: ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ରେ ବିଜେଡିର ବୃହତ ବିଜୟ ହୋଇଛି । ସବୁ ଜିଲ୍ଲା ପରିଷଦ ଜୋନରୁ ବିଜେଡିକୁ ବିପୁଳ ସମର୍ଥନ ମିଳିଛି। ମୁଖ୍ଯମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ଯ ତୃଣମୂଳ ସ୍ତରରେ ପହଞ୍ଚିଥିବାରୁ ପୁଣି ଲୋକେ ବିଜେଡିକୁ  ବିଜୟ କରାଇଛନ୍ତି। ମୋଟ ୮୫୧ ଜିଲ୍ଲା ପରିଷଦ ଜୋନରୁ…

ପଞ୍ଚାୟତ ନିର୍ବାଚନ: ସରିଲା ପଞ୍ଚମ…

ଭୁବନେଶ୍ୱର: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ନେଇ ପ୍ରାରମ୍ଭିକ ସୂଚନା ମିଳିଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି ।…

ଯାଜପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:…

ଯାଜପୁର: ଯାଜପୁର ଜିଲ୍ଲାର ବିଞ୍ଝାରପୁର ବାଚ୍ଛୋଳରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କୁ ଗିରଫ କରିଛି। ଏମାନଙ୍କ ଭିତରେ ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ରାକେଶ ମଲ୍ଲିକକୁ ଗିରଫ କରାଯାଇଛି। ଏହାଛଡ଼ା ୫ ପୁରୁଷ ଓ ୫ ମହିଳାଙ୍କୁ ଗିରଫ କରାଯାଇଛି। ଅନ୍ୟ…

ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ…

ବିଦ୍ୟାଳୟ ଉଚ୍ଛେଦ ପ୍ରତିବାଦରେ…

ଗାଇସିଲେଟ: ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗାଇସିଲେଟ ବ୍ଲକରେ ସରି ଥିବା ବେଲେ ଗାଇସିଲେଟ ବ୍ଲକ ସନ୍ଧିବାହାଲ ଗ୍ରାମ ପଞ୍ଚାୟତ ଜଡ଼ାମୁଣ୍ଡା ଗ୍ରାମବାସୀ ୧୯୭୨ ମସିହା ପ୍ରାଥମିକ ସରକାରୀ ବିଦ୍ୟାଳୟ ପ୍ରତିଷ୍ଠା ହୋଇ ଚଳି ଆସୁଥିବା ବେଳେ ଓଡିଶା ସରକାର ସ୍କୁଲକୁ ଉଚ୍ଛେଦ କରି…

ସରିଲା ଦ୍ବିତୀୟ ପର୍ଯ୍ଯାୟ ପଞ୍ଚାୟତ…

ଭୁବନେଶ୍ୱର: ରାଜ୍ୟରେ ଦ୍ବିତୀୟ ପର୍ଯ୍ଯାୟ ଭୋଟ ଗ୍ରହଣ ଶେଷ ହୋଇଛି।  ରାଜ୍ୟରେ ମୋଟ ୭୧ % ମତଦାନ ହୋଇଛି  । ଏହି ପର୍ଯ୍ଯାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ରହିଥିଲେ । ରାଜ୍ୟରେ ଦ୍ବିତୀୟ ପର୍ୟ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ…

ନାଏବ ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ…

ଭୁବନେଶ୍ୱର: ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଭ୍ୟ ଓ ୱାର୍ଡ ମେମ୍ବର ପାଇଁ ଆଜି ପ୍ରଥମ ପର୍ଯ୍ଯାୟ ଭୋଟ୍ ଗ୍ରହଣ ହୋଇଥିବା ବେଳେ ନାଏବ ସରପଞ୍ଚ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ଜିଲ୍ଲା ପରିଷଦ ସଭାପତି ଓ ଉପସଭାପତି ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୧୧…

ନିର୍ବାଚନ ପରେ ୧୫ ଟଙ୍କା ବଢ଼ିବ ତେଲ ଦର !

ନୂଆଦିଲ୍ଲୀ : ସାଢ଼େ ତିନି ମାସ ହେବ ବଢୁନି କି କମୁନି ତେଲ ଦର। ତେବେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ବୃଦ୍ଧିରେ ଲାଗିଛି ସାମୟିକ ବ୍ରେକ୍‌। ଯଦିବା ଏଥିଯୋଗୁ ଖାଉଟି ଆଶ୍ବସ୍ତ ତେବେ ଏହି ବ୍ରେକ୍ ଆଉ ବେଶୀ ଦିନ ନୁହେଁ। କାରଣ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା…

ପଞ୍ଚାୟତ ନିର୍ବାଚନ ୨୦୨୨: ରାତିପାହିଲେ…

ଭୁବନେଶ୍ୱର: ଆସନ୍ତାକାଲି ହେବକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ଯାୟ ମତଦାନ। ବୁଧବାର ସକାଳ ୭ଟାର ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ଯାୟ ଭୋଟ। ଏ ନେଇ ପ୍ରଶାସନ ଓ ପୁଲିସ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାଜ୍ୟ ପୁଲିସ ବିଭାଗ ଶାନ୍ତିଶୃଙ୍ଖଳାର ସହିିତ ଭୋଟ୍‌…