ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Panchayat Election Odisha

ପଞ୍ଚାୟତ ନିର୍ବାଚନ: ସରିଲା ପଞ୍ଚମ…

ଭୁବନେଶ୍ୱର: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ନେଇ ପ୍ରାରମ୍ଭିକ ସୂଚନା ମିଳିଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି ।…

ପଞ୍ଚାୟତ ନିର୍ବାଚନ: ୨୩ ତାରିଖରେ ରାଜ୍ୟର…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇସାରିଲାଣି । ମାତ୍ର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନରେ ଯେଉଁ ଯେଉଁ ବୁଥରେ ମତଦାନ ହୋଇପାରିନଥିଲା, ସେହି ବୁଥରେ ଆସନ୍ତା ୨୩ ତାରିଖରେ ପୁଣିଥରେ ସାନି ମତଦାନ କରିବାକୁ…

ଭୋଟ୍ ଦେଉଛି କୋଟିଆ, ଚାଲିଛି ଗଣତନ୍ତ୍ରର…

କୋରାପୁଟ: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସକାଳ ୭ଟାରୁ ଦିନ ୧ଟା ଯାଏଁ ମତଦାନ ଗ୍ରହଣ କରାଯିବ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ…

ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ବନ୍ଦ…

ଭୁବନେଶ୍ୱର: ଅବକାରୀ ବିଭାଗର ପକ୍ଷରୁ ବଡ଼ ପଦକ୍ଷେପ। ମଦ ମୁକ୍ତ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାରେ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯିବ। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ସବୁ ମଦ କାଉଣ୍ଟର ବନ୍ଦ ରହିବ ବୋଲି ନିଷ୍ପତି ହୋଇଛି । ଏନେଇ ଅବକାରୀ ବିଭାଗ ଡେପୁଟି କମିଶନର ରାମଚନ୍ଦ୍ର ପାଲଟା…

ପଞ୍ଚାୟତ ନିର୍ବାଚନ: ବିଜେଡି ହାତରେ…

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ପରିଷଦ ଦଖଲ କରିବା ପାଇଁ ଭିନ୍ନ ଦଳର ଭିନ୍ନ ରଣନୀତି। କିଏ ନୂଆ ଚେହେରା ଭରସାରେ ତ କିଏ ଆଦିବାସୀ ଭୋଟରଙ୍କ ଭରସାରେ ରହିଛି। ଏହିସବୁ ଅଙ୍କକଷା ଭିତରେ ବିଜେଡି ଦଳୀୟ ସଙ୍ଗଠନ ଓ ସରକାରୀ ଯୋଜନାକୁ ପଥେୟ କରି ନିର୍ବାଚନ ଲଢୁଥିବା ବେଳେ ଭୋଟ ହାତେଇବା ପାଇଁ ପ୍ରାର୍ଥୀମାନେ…

ପଞ୍ଚାୟତ ନିର୍ବାଚନ : ନାମାଙ୍କନ ପତ୍ର…

ଭୁବନେଶ୍ବର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଗତ ସୋମବାରଠୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ସୋମବାର ପ୍ରଥମ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିବା ବେଳେ  ଦ୍ବିତୀୟ ଦିନ ଅର୍ଥାତ ଗତକାଲି ମଙ୍ଗଳବାର ୧୩ ହଜାର ୩୫୬ ଜଣ ପ୍ରାର୍ଥୀ…

କୋଟିଆ ଆମର; ଜନତା ମାରିବେ ମୋହର, ଆନ୍ଧ୍ର…

କୋରାପୁଟ: ଫେବ୍ରୁଆରୀ ୧୬ରୁ ଜିଲ୍ଲାରେ ପଞ୍ଚାୟତ ନିର୍ବାଚନ ଆରମ୍ଭ ହେବ।  ଚଳିତ ଥର ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତ ପଟାଙ୍ଗି ବ୍ଲକର ବିବାଦୀୟ କୋଟିଆରେ ମଧ୍ୟ ପଞ୍ଚାୟତ ନିର୍ବାଚନ କରାଯିବାକୁ ନିଷ୍ପତ୍ତି ହୋଇଥିବା କୋରାପୁଟ ଜିଲ୍ଲାପାଳ ମହମ୍ମଦ ଅବଦ୍ଦଲ ଅଖତର ସୂଚନା ଦେଇଛନ୍ତି। କୋଟିଆ ସମେତ ସମସ୍ତ…

ପଞ୍ଚାୟତ ନିର୍ବାଚନ : ନିର୍ବାଚନ…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇଛି ତାରିଖ। ଜ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ ୧୬,୧୮,୨୦,୨୨ ଓ ୨୪ରେ ଭୋଟ ଗ୍ରହଣ କରାଯିବ। ମତଦାତାମାନେ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ  ଭୋଟ ଗ୍ରହଣ କେନ୍ଦ୍ରକୁ ଆସି ଭୋଟ ଦେଇପାରିବେ।ସେହିଭଳି ଫେବ୍ରୁଆରୀ ୨୬, ୨୭…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା…

ଭୁବନେଶ୍ବର : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇଛି ତାରିଖ। ଆଜି ୧୧.୩୦ରେ ଗୀତଗୋବିନ୍ଦ ସଦନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିଶନ ଓଡ଼ିଶାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି।ରାଜ୍ୟରେ ପାଞ୍ଚଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ…

କେନ୍ଦ୍ର ନିର୍ବାଚନ ଆୟୋଗଙ୍କ…

ଭୁବନେଶ୍ବର : କରୋନା ସମୟରେ କିପରି ହେବ ରାଜ୍ୟର ପଞ୍ଚାୟତ ନିର୍ବାଚନ। ଏନେଇ ଆଜି ରାଜ୍ୟ ନିର୍ବାଚନ କମିଶନ ଡାକିଥିଳେ ସର୍ବଦଳୀୟ ବୈଠକ। ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ସହିତ ବିଭିନ୍ନ ଦଳରେ ପ୍ରତିନିଧିମାନେ ଯୋଗ ଦେଇଥିଲେ। ବୈଠକରେ ବର୍ତ୍ତମାନ କରୋନା ସ୍ଥିତିରେ କିପରି ଭାବେ ନିର୍ବାଚନ…