ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Panchayat Election

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନବେଳେ…

କୋଲ୍‌କାତା: ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯାଇଛି । ୨୨ ଜିଲ୍ଲାର ୬୪ ହଜାର ୮୭୪ ଆସନରେ ଭୋଟିଂ ଚାଲିଛି । କିନ୍ତୁ ନିର୍ବାଚନ ସମୟରେ ହିଂସାକାଣ୍ଡ ଲାଗିରହିଥିବାବେଳେ ଫୁଟିଛି ଗୁଳି । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଛନ୍ତି ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ…

ରାଜ୍ୟରେ ଆଜି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ…

ଭୁବନେଶ୍ୱର: ଆଜି ରାଜ୍ୟରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ । ରାଜ୍ୟର ସମସ୍ତ ୩୦ ଜିଲ୍ଲାର ଜିଲ୍ଲା ପରିଷଦ ଗଠନ ପାଇଁ ଆଜି ହେବ ନିର୍ବାଚନ । ସବୁ ଜିଲ୍ଲା ପରିଷଦ ଜୋନ୍‌ରେ ବିଜେଡି ସଂଖ୍ୟା ଗରିଷ୍ଠତା ଥିବାରୁ ପ୍ରାୟତଃ ସମସ୍ତ ଜିଲ୍ଲାର ଅଧ୍ୟକ୍ଷ ଆସନ ବିଜେଡି ଦଳ ପାଖକୁ ଯିବ । ଚଳିତ…

ପୁଣି ଉଷ୍ମ ହେଲା ପଞ୍ଚାୟତ ରାଜନୀତି: ଆଜି…

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରାମ ପଞ୍ଚାୟତ ଗୁଡ଼ିକରେ ଆଜି ନାଏକ ସରପଞ୍ଚ ନିର୍ବାଚିତ ହେବେ । ସେହି ପଞ୍ଚାୟତର ୱାର୍ଡ ସଭ୍ୟମାନେ ପରୋକ୍ଷ ନିର୍ବାଚନ ଜରିଆରେ ନାଏବ ସରପଞ୍ଚକୁ ବାଛିବେ। ସେହିପରି ଶନିବାର ରାଜ୍ୟର ୩୧୪ଟି ବ୍ଲକର ଅଧ୍ୟକ୍ଷ ପାଇଁ ନିର୍ବାଚନ ହେବ । ସମ୍ପୃକ୍ତ ବ୍ଲକର ପଞ୍ଚାୟତ ସମିତିର ସଭ୍ୟ…

ପଞ୍ଚାୟତ ନିର୍ବାଚନ: ସରିଲା ପଞ୍ଚମ…

ଭୁବନେଶ୍ୱର: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ନେଇ ପ୍ରାରମ୍ଭିକ ସୂଚନା ମିଳିଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି ।…

ପଞ୍ଚାୟତ ନିର୍ବାଚନର ଫଳାଫଳ ବାହାରିବା…

ଭୁବନେଶ୍ୱର: ଆଜି ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ସରିଛି ମତଦାନ । ରାଜ୍ୟରେ ୫ଟି ପର୍ଯ୍ୟାୟରେ ଚାଲିଥିଲା ପଞ୍ଚାୟତ ନିର୍ବାଚନ । ଫେବ୍ରୁଆରୀ ୧୬ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଥିବାବେଳେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଛି । ଅନ୍ତିମ ପର୍ଯ୍ୟାୟ ମତଦାନ…

ପଞ୍ଚାୟତ ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ…

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ସମୁଦାୟ ୭୧ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ସଂଧ୍ୟା ୫ଟା ସୁଦ୍ଧା ମୋଟ ୭୧ ପ୍ରତିଶତ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଥିଲେ ।…

କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ…

ପୁରୀ: ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପୁରୀ ଜିଲ୍ଲାର ଏକାଧିକ ସ୍ଥାନରେ ହିଂସାକାଣ୍ଡ ଘଟିଥିଲା । ଏହି ନିର୍ବାଚନୀ ହିଂସାକୁ ପୁଲିସ ଗୁରୁତର ସହ ନେଇଥିବା ବେଳେ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି । କୃଷ୍ଣପ୍ରସାଦ ବ୍ଲକ ଅଲଣ୍ଡା ଗାଁରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ଗୁରୁବାର…

ଜଗତସିଂହପୁର ନିର୍ବାଚନୀ ହିଂସା: ଭୋଟ୍…

ଜଗତସିଂହପୁର: ଜଗତସିଂହପୁର ପଟସରାରେ ନିର୍ବାଚନୀ ହିଂସା । ଭୋଟ୍ ବାକ୍ସ ଉଠାଇ ନେଲେ ଦୁର୍ବୃତ୍ତ । ଜଗତସିଂହପୁର ଜିଲ୍ଲା ପଟସରା ପଞ୍ଚାୟତ ଢୋଲ ବନ୍ଧ ପ୍ରାଥମିକ ବିଦ୍ୟାଳୟରେ ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି । ଏହାସହ ୨ନମ୍ବର ବୁଥରେ ଭୋଟ ବାକ୍ସ ଭଙ୍ଗାରୁଜା କରିଛନ୍ତି କିଛି ବିଜେପି କର୍ମୀ । ୪୦ ରୁ ୫୦…

ଭୋଟ୍ ଦେଉଛି କୋଟିଆ, ଚାଲିଛି ଗଣତନ୍ତ୍ରର…

କୋରାପୁଟ: ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସକାଳ ୭ଟାରୁ ଦିନ ୧ଟା ଯାଏଁ ମତଦାନ ଗ୍ରହଣ କରାଯିବ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ…

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ…

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୬୮ ବ୍ଲକରେ ୧୮୬ ଜିଲ୍ଲା ପରିଷଦ ଆସନ ପାଇଁ ପଡ଼ୁଛି ଭୋଟ । ୧ ହଜାର ୫୧୪ ପଞ୍ଚାୟତର ୨୦ ହଜାରରୁ ଅଧିକ ବୁଥରେ ଆରମ୍ଭ ହୋଇଛି ମତଦାନ । ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୬୨ ଲକ୍ଷରୁ ଅଧିକ ଭୋଟର । ସକାଳ…