ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

pipili by election

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ…

ଭୁବନେଶ୍ବର : ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ…

ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ,…

ଭୁବନେଶ୍ବର : ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ। ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ଏହି ନିଷ୍ପତ୍ତି ନିଆଯାଇଛି।  ପିପିଲିରେ ସାନି ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ପଦକ୍ଷେପ ନିଆଯିବ। ରିପୋର୍ଟ…

ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ…

ଭୁବନେଶ୍ବର : ପିପିଲି  ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ପରଲୋକ ହୋଇଛି । କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।  ଗତ ୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ପ୍ରଚାରକୁ ବାହାରୁଥିବା ବେଳେ…

ନବୀନଙ୍କ ନୂଆ ବିକାଶ ନକ୍ସାରେ…

ଭୁବନେଶ୍ୱର,୧୩ା୪(ସମିସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ବିକାଶ ନକ୍ସାରେ ଏବେ ସ୍ଥାନ ପାଇଛି ପିପିଲି-ଡେଲାଙ୍ଗ। ଏହି ଅଞ୍ଚଳର ସର୍ବାଙ୍ଗୀଣ ବିକାଶ ଦାୟିତ୍ୱ ନିଜେ ନେବାକୁ ଦିନକ ତଳେ ଘୋଷଣା କରିଛନ୍ତି ନବୀନ। ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ଏହି ଘୋଷଣା ଆଶାର ଆଲୋକ ସୃଷ୍ଟି କରିଛି। ଅନ୍ୟ…

ପିପିଲି ଉପନିର୍ବାଚନ: ପୋଷ୍ଟାଲ ବାଲାଟ…

ପିପିଲି: ପିପିଲି ବିଧାନସଭା ଉପ ନିର୍ବାଚନ ଲାଗି ୧୭ ତାରିଖରେ ମତଦାନ ହେବ। ନିର୍ବାଚନ ମଣ୍ଡଳୀରେ ୮ ହଜାର ୨୧୨ ଜଣ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଓ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ…

ରୁଦ୍ର ରଥରେ ସାରଥୀ ‘ନବୀନ’

ପୁରୀ: ପାଖେଇ ଆସୁଛି ପିପିଲି ଉପନିର୍ବାଚନ। ଆସନ୍ତା ୧୭ ତାରିଖରେ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ମତଦାନର ଦିନ ଯେତେ ପାଖଉଛି ପିପିଲି ଡେଲାଙ୍ଗ ଅଞ୍ଚଳରେ ନିର୍ବାଚନୀ ଉଷ୍ଣତା ସେତିକି ବଢ଼ିିବାରେ ଲାଗିଛି। ପ୍ରଚାର ସମୟ ସରିଆସୁଥିବାରୁ ଭୋଟରଙ୍କୁ ମନେଇବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ…

ପିପିଲି-ଡେଲାଙ୍ଗରେ ନବୀନଙ୍କ ଭର୍ଚୁଆଲ୍…

ଭୁବନେଶ୍ୱର: ଚାନ୍ଦୁଆ ସହର ପିପିଲିରେ ଶଙ୍ଖ ଫୁଙ୍କିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ପିପିଲି ମହାସମରରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭର୍ଚୁଆଲ୍ ରାଲି କରିଛନ୍ତି ବିଜେଡିର ଏକ ନମ୍ପର ଷ୍ଟାର କ୍ୟାମ୍ପନର ନବୀନ ପଟ୍ଟନାୟକ। ପିପିଲି ବିଜେଡ଼ି ପ୍ରାର୍ଥୀ ରୁଦ୍ର ମହାରଥିଙ୍କୁ…

ଜଗନ୍ନାଥଙ୍କ ଜମିକୁ ବେଆଇନଭାବେ ବିକ୍ରି…

ପିପିଲି : ପିପିଲି ବିଜେପି ପ୍ରାର୍ଥୀଙ୍କ ପତ୍ନୀଙ୍କ ନାମରେ ଗୁରୁତର ଅଭିଯୋଗ ଆଣିଲା କଂଗ୍ରେସ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପତ୍ନୀ ସ୍ମିତା ମହାନ୍ତି (ସରକାରୀ କର୍ମଚାରୀ)ଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଲେ କଂଗ୍ରେସର କେନ୍ଦ୍ରାପଡା ଓବିସି ସେଲ ଅଧ୍ୟକ୍ଷ। ଅଭିଯୋଗ ଅନୁସାରେ,…

ଶାନ୍ତିପୂର୍ଣ୍ଣ ନିର୍ବାଚନକୁ ଗୁରୁତ୍ୱ:…

ପୁରୀ: ପିପିଲି ଉପନିର୍ବାଚନକୁ ଆଉ ୪ଦିନ ବାକିଥିବା ବେଳେ ଆଜି ପିପିଲିରେ ଆଇନଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ଶାନ୍ତିପୂର୍ଣ୍ଣ ନିର୍ବାଚନ ଉପରେ ଗୁରୁତ୍ୱ ଦିଆଯାଇଛି । ପିପିଲି ଉପନିର୍ବାଚନରେ ୩ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଓ ୨୯ ପ୍ଲାଟୁନ୍‌  OSAP ମୁତୟନ ରହିବେ ।…

ପିପିଲି ଉପନିର୍ବାଚନ: ‘ବିଜେପି…

ଭୁବନେଶ୍ୱର: ରକ୍ତ ମୁଖା ହୋଇଛି ଭାରତୀୟ ଜନତା ପାର୍ଟି । ବିଜୁ ଜନତା ଦଳର ନିର୍ବାଚନ କାର୍ଯ୍ଯକ୍ରମ ଚାଲିଥିବା ବେଳେ ଭାରତୀୟ ଜନତା ପାର୍ଟି(ବିଜେପି )ର କର୍ମୀମାନେ ଆମ କର୍ମୀଙ୍କୁ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ ଆମର ଦୁଇ ଜଣ କର୍ମୀ ଗୁରୁତର ଅବସ୍ଥାରେ ଡେଲାଙ୍ଗ ଏବଂ ଆନ୍ୟ କର୍ମୀ ଅତି ଗୁରୁତର…