ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

pipili by election

କମ୍ପୁଛି ପିପିଲି-ଡେଲାଙ୍ଗ: ବୁଲିଲେଣି…

ଭୁବନେଶ୍ୱର: ପୁରୀ ଜିଲ୍ଲା ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ଏହି ଆସନକୁ ୨୦୦୦ ମସିହାରୁ ନିଜ ପାଖରେ ରଖିଥିଲେ ମଧ୍ୟ ବିଜେଡି ନିର୍ବାଚନକୁ ହାଲୁକା ଭାବେ ନେଉନାହିଁ। ପଞ୍ଚାୟତୱାରୀ ଦାୟିତ୍ୱ ବଣ୍ଟନ ପରେ ମଧ୍ୟ ଏକାଧିକ ବରିଷ୍ଠ ନେତାଙ୍କୁ ସାମଗ୍ରିକ ନିର୍ବାଚନ ପରିଚାଳନା…

ପିପିଲି ଉପନିର୍ବାଚନ, ୪ ନେତାଙ୍କୁ…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପରିଚାଳନା ପାଇଁ ବିଜେଡିର ୪ ନେତାଙ୍କୁ ଗୁରୁ ଦାୟିତ୍ୱ ଦିଆଯାଇଛି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସଞ୍ଜୟ ଦାସବର୍ମା ଓ ପ୍ରତାପ ଦେବଙ୍କୁ ପରିଚାଳନା ଦାୟିତ୍ୱ ଦେଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏ ନେଇ ବିଜେଡି ଗଣମାଧ୍ୟମ ସାଧାରଣ…

ପିପିଲି ଉପନିର୍ବାଚନ: ପ୍ରାର୍ଥିପତ୍ର…

ଭୁବନେଶ୍ବର: ପିପିଲି ବିଧାନସଭା ଆସନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ। ଏ ନେଇ ଆଜି ସକାଳୁ ପିପିଲି ବିଜେଡି କାର୍ଯ୍ଯାଳୟରୁ ଏକ ଶୋଭାଯାତ୍ରାରେ ବାହାରି ଉପ ଜିଲ୍ଲପାଳଙ୍କ କାର୍ଯ୍ଯାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପିପିଲି ବିଜେଡି…

ଆଜି ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥୀ…

ପୁରୀ: ପିପିଲି ଉପନିର୍ବାଚାନ ବିଧାନସଭା ଆସନ ଲାଗି ଆଜି ନାମାଙ୍କନ ଭରିବେ ବିଜୁ ଜନତା ଦଳ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ଦାଖଲ କରିବେ ନାମାଙ୍କନ ପତ୍ର । ସକାଳ ସାଢେ ୯ଟାରେ ପିପିଲି ବିଜେଡି ଅଫିସରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରିବେ । ପିପିଲି ପାଇଁ…

୩୦ରେ ନାମାଙ୍କନ ଦାଖଲ କରିବେ ବିଜେଡ଼ି…

ପିପିଲି: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ  ଦିଂବଗତ ବିଧାୟକ ପ୍ରଦୀପ ମହାରଥିଙ୍କ ପୁଅ ରୁଦ୍ରପ୍ରତାପ ମହାରଥି ମାର୍ଚ୍ଚ ୩୦ରେ ନାମାଙ୍କନ ଦାଖଲ କରିବେ। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଥିଲା।…

ପିପିଲି ଉପନିର୍ବାଚନ; ନାଁ ଘୋଷଣା ପରେ…

ଭୁବନେଶ୍ବର: ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା ପରେ ରୁଦ୍ରପ୍ରତାପ ମହରଥୀ ଗଣମାଧ୍ୟମର ପ୍ରତିନିଧିଙ୍କୁ ନିଜର ପ୍ରତିକ୍ରିୟା ଦେଇଛନ୍ତି। ପ୍ରତିକ୍ରିୟା ଦେବା ବେ ଭାବ ବିହୋଳ ହୋଇଥିବା ଦେଖିବାକୁ ମିଳିଛି। ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, …

ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ…

ପିପିଲି: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ଦିଂବଗତ ବିଧାୟକ ପ୍ରଦୀପ ମହାରଥିଙ୍କ ପୁଅ ରୁଦ୍ରପ୍ରତାପ ମହାରଥୀଙ୍କ ନାଁ ଉପରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମ ନବୀନ ପଟ୍ଟନାୟକ। ସଭାପତି ଶ୍ରୀ @Naveen_Odisha…

ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି…

ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ । ଆସନ୍ତା ମାର୍ଚ୍ଚ ୩୦ ତାରିଖରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୩୧ ତାରିଖରେ ନାମାଙ୍କନପତ୍ର ଯାଞ୍ଚ କରାଯିବ । ଅପ୍ରେଲ ୩ ତାରିଖରେ ନାମାଙ୍କନ ପତ୍ର…

ପିପିଲି ଉପନିର୍ବାଚନ ପାଇଁ ବିଜେଡ଼ିର…

ଭୁବନେଶ୍ୱର: ପାଖେଇ ଆସୁଛି ପିପିଲି ଉପନିର୍ବାଚନ। ଏପ୍ରିଲ ୧୭ ତାରିଖରେ ହେବ ଭୋଗଗ୍ରହଣ। ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି ବିଭିନ୍ନ ଦଳ। ଏଥିରେ ଆଗରେ ଅଛି ବିଜେଡି। ପ୍ରାର୍ଥୀ ଚୟନ ଲାଗି ଦଳ ପୂର୍ବରୁ ପ୍ରତାପ ଦେବଙ୍କୁ ପର୍ଯ୍ଯବେକ୍ଷକ ଦାୟିତ୍ୱ ଦେଇଥିବା ବେଳେ ଏବେ ପିପିଲି ବିଧାନସଭା…

ମହାରଥୀଙ୍କ ପରିବାରରୁ ଜଣଙ୍କୁ ପ୍ରାର୍ଥୀ…

ଭୁବନେଶ୍ବର : ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପରିବାରରୁ ଜଣଙ୍କୁ ପ୍ରାର୍ଥୀ କରିବାକୁ ପିପିଲିବାସୀ ଚାହୁଁଛନ୍ତି । ପିିପିଲି ଉପନିର୍ବାଚନ ନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ଲୋକେ ମହାରଥୀଙ୍କ ପରିବାରର ଜଣେ ସଦସ୍ୟଙ୍କୁ ପ୍ରାର୍ଥୀ ଭାବେ ଦେଖିବାକୁ ଚାହୁଁଛନ୍ତି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…