ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

PM Modi

ବ୍ରିକ୍ସ ସମ୍ମିଳନୀରେ ମୋଦୀ:…

ଜୋହାନ୍ସବର୍ଗ: ସାରା ବିଶ୍ବକୁ ଭାରତ ଗୋଟିଏ ପରିବାର ଭଳି ଦେଖୁଛି। କାରଣ ଭାରତର ମୂଳମନ୍ତ୍ର ହେଉଛି ବସୁଧୈବ କୁଟୁମ୍ୱକମ୍। ଲାଟିନ୍ ଆମେରିକା ଠାରୁ ଆରମ୍ଭ କରି କେନ୍ଦ୍ରୀୟଏସିଆ, ପଶ୍ଚିମ ଏସିଆରୁ ଦକ୍ଷିଣ ପୂର୍ବଏସିଆ ଯାଏ ଏବଂ ଭାରତ-ପ୍ରଶାନ୍ତ କ୍ଷେତ୍ର ଠାରୁ ଆରମ୍ଭ କରି, ଭାରତ -ଆଟଲାଣ୍ଟିକ୍ କ୍ଷେତ୍ର…

ୟୁକ୍ରେନ ସଂଘର୍ଷ – ୱାଗନେର…

ମସ୍କୋ: ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ଶୁକ୍ରବାର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍‌ ଯୋଗେ ୟୁକ୍ରେନ୍‌ର ସ୍ଥିତି ଏବଂ ମସ୍କୋ କିପରି ସଶସ୍ତ୍ର  ବିଦ୍ରୋହର ସମାଧାନ କରିଛି ସେ ନେଇ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏହି କଥାବର୍ତ୍ତା ବେଳେ ୟୁକ୍ରେନ ଯୁଦ୍ଧା…

ବାହାନଗା ଟ୍ରେନ ଦୁର୍ଘଟଣା ସମ୍ପର୍କୀତ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗାରେ ହୋଇଥିବା ଦୁର୍ଘଟଣାର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମୋଦୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ବିପଦ ସମୟରେ ଲୋକଙ୍କୁ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି,…

ବେଙ୍ଗାଲୁରୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ତ୍ରୁଟି ଦେଖାଦେଇଛି । କର୍ଣ୍ଣାଟକର ହୁବଳିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରୋଡ ଶୋ’ କରି ଯାଉଥିବାବେଳେ ସୁରକ୍ଷା ବଳୟ ଭାଙ୍ଗି ଜଣେ ଯୁବକ ଦୌଡ଼ି ଆସିବା ସହ ମୋଦିଙ୍କ ବେକରେ ଫୁଲମାଳ ପିନ୍ଧାଇବାକୁ ଉଦ୍ୟମ କରିଥିଲେ । ତେବେ…

ରାଜପଥ ହେବ ‘କର୍ତ୍ତବ୍ୟ ପଥ’; ସନ୍ଧ୍ୟାରେ…

ନୂଆଦିଲ୍ଲୀ: ଆଜି ଉଦଘାଟିତ ହେବ କର୍ତ୍ତବ୍ୟ ପଥ। ପୂର୍ବରୁ ରାଜପଥ ନାମରେ ନାମିତ ହୋଇ ଆସିଥିବା ଏହି ମାର୍ଗର ନୂଆ ନାମ କର୍ତ୍ତବ୍ୟପଥ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଉଦଘାଟନ କରିବେ। ରାଷ୍ଟ୍ରପତି ଭବନରୁ ଇଣ୍ଡିଆ ଗେଟ ଯାଏ ଯାଇଥିବା ରାଜପଥର ନାମ…

ଆରମ୍ଭ ହେଲା ଆଇଏନଏସ ବିକ୍ରାନ୍ତକୁ ନେଇ…

ନୂଆଦିଲ୍ଲୀ : ଅଧିକ ଶକ୍ତିଶାଳୀ ହୋଇଛି ଭାରତୀୟ ନୌସେନା। କାରଣ ଆଜି ଭାରତୀୟ ନୌସେନାକୁ ମିଳିଛି ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନ୍ଏସ୍ ବିକ୍ରାନ୍ତ। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଇଏନ୍ଏସ୍ ବିକ୍ରାନ୍ତକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆନୁଷ୍ଠାନିକ ଭାବେ ନୌସେନାରେ ସାମିଲ କରିଛନ୍ତି। ଏଥିପାଇଁ…

ଦୁର୍ନୀତି ଓ ପରିବାରବାଦ ଦେଶପାଇଁ ଦୁଇଟି…

ନୂଆଦିଲ୍ଲୀ : ଆଜି ଦେଶ ପାଳନ କରୁଛି ୭୬ ତମ ସ୍ୱାଧୀନତା ଦିବସ। ଏହି ଅବସରରେ ଆଜି ସକାଳେ ଲାଲକିଲ୍ଲାରେ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି।ପତାକା ଉତ୍ତୋଳନ କରିବା ପରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିରୋଧୀଙ୍କ…

ରାଜ୍ୟସଭାରେ ନବୀନଙ୍କୁ ମୋଦିଙ୍କ ପ୍ରଶଂସା…

ଭୁବନେଶ୍ୱର: ରାଜ୍ୟସଭାରେ ନବୀନଙ୍କୁ ମୋଦିଙ୍କ ପ୍ରଶଂସା । କହିଛନ୍ତି ଦେଶରେ କୋଇଲା ଓ ଖଣି କ୍ଷେତ୍ରର ବ୍ୟାପକ ସଂସ୍କାର କରାଯାଇଛି । ମାର୍ଗଦର୍ଶିକା ଜାରି କରିବା ସହ ସଂସ୍କାର କାର୍ଯ୍ୟକ୍ରମ ଜାରି ରହିଛି । ଗତ ଏକ ବର୍ଷ ମଧ୍ୟରେ ଖଣି କ୍ଷେତ୍ରରୁ ରାଜସ୍ୱ ପରିମାଣ ୧୪ ହଜାର କୋଟି ଟଙ୍କାରୁ ବୃଦ୍ଧି ପାଇ…

ଉତ୍ତମ ଚିନ୍ତାଧାରା ନେଇ ଚଳିତ ଅଧିବେଶନରେ…

ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହେଉଛି ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ । ଏଥିପାଇଁ ସମସ୍ତ ସାଂସଦଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବଜେଟ୍ ଅଧିବେଶନ ପୂର୍ବରୁ ସେ ତାପୂର୍ବରୁ ଗଣମାଧ୍ୟମ ସହ କଥା ହେବା ବେଳେ ସମସ୍ତଙ୍କୁ ସ୍ୱାଗତ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ସବୁ…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାରେ…

ନୂଆଦିଲ୍ଲୀ: ପଞ୍ଜାବ ଗସ୍ତରେ ଯିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ହୋଇଥିବା ତ୍ରୁଟି ମାମଲାର ଯାଞ୍ଚ କରୁଥିବା ସୁପ୍ରିମକୋର୍ଟର ପୂର୍ବତନ ଜଷ୍ଟିସ ଇନ୍ଦୁ ମଲହୋତ୍ରାଙ୍କୁ ଧମକ ମିଳିଛି। ସୂଚନା ଅନୁଯାୟୀ ଜଷ୍ଟିସ୍ ଇନ୍ଦୁ ମଲହୋତ୍ରାଙ୍କ ପାଖକୁ ଏକ ଧମକପୂର୍ଣ୍ଣ କଲ ଆସିଛି। କଲ୍…