ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

PM Narendra Modi

ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ,…

ସମ୍ବଲପୁର/ଭୁବନେଶ୍ବର: ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶାର ଆସି ସମ୍ୱଲପୁରରେ ନିର୍ମିତ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ନବୀନ…

ଜାନୁଆରୀ ୨୨ରେ ରାମ ମନ୍ଦିର ଉଦଘାଟନ…

ଲକ୍ଷ୍ନୌ: ଅଯୋଧ୍ୟାରେ ନିର୍ମାଣାଧୀନ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠାର ତାରିଖ ଓ ସମୟ ଘୋଷଣା କରାଯାଇଛି । ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ନବ ନିର୍ମିତ ରାମ ମନ୍ଦିରର ଗର୍ଭଗୃହରେ ରାମଲାଲା ବିରାଜମାନ କରିବେ । ଏହି ପ୍ରତିଷ୍ଠା କାର୍ଯ୍ୟକ୍ରମ ଦିନ ୧୨.୩୦ରେ ଶୁଭାରମ୍ଭ…

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୩ ତମ ଜନ୍ମଦିନ। ସାରା ଭାରତରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନକୁ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଉଛି । ୧୯୫୦ ମସିହା ଆଜିର ଦିନରେ ଗୁଜରାଟରେ ଜନ୍ମ ଗ୍ରହଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶ ବିଦେଶରୁ ପ୍ରଧାନମନ୍ତ୍ରୀଙ୍କ ନିକଟକୁ…

ବିଦେଶ ଗସ୍ତରୁ ଫେରି ଇସ୍ରୋ ମୁଖ୍ୟାଳୟରେ…

ବେଙ୍ଗାଲୁରୁ: ଗ୍ରୀସ ଗସ୍ତରୁ ଫେରି ସିଧା ବେଙ୍ଗାଲୁରୁର ଇସ୍ରୋ ମୁଖ୍ୟାଳୟରେ ପହଞ୍ଚିଥିଲେ ମୋଦୀ । ଇସ୍ରୋ ମୁଖ୍ୟାଳୟରେ ପହଞ୍ଚି ଚନ୍ଦ୍ରଯାନ-୩ ମିଶନରେ ସମ୍ପୃକ୍ତ ବୈଜ୍ଞାନିକଙ୍କୁ ଭେଟି ପ୍ରଂଶସା କରିଛନ୍ତି। ଚନ୍ଦ୍ରଯାନ-୩କୁ ଚନ୍ଦ୍ରପୃଷ୍ଠକୁ ପଠାଇଥିବା ଇସ୍ରୋର ସବୁ ବୈଜ୍ଞାନିକମାନଙ୍କୁ ସାଲ୍ୟୁଟ୍ ଜଣାଇ…

ହିରୋସିମାରେ ଚାଲିଥିବା ଜି-୭ ବୈଠକରେ…

ନୂଆଦିଲ୍ଲୀ: ହିରୋସିମାରେ ଚାଲିଥିବା ଜି-୭ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଏହି ଅବସରରେ ମୋଦିଙ୍କୁ ଦେଖି ଆଲିଙ୍ଗନ କରିଥିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍। ପ୍ରତିବଦଳରେ ମୋଦି ମଧ୍ୟ ତାଙ୍କୁ ଆଲିଙ୍ଗନ କରିଥିଲେ । ଏହାସହିତ ଦୁଇ…

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା…

ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର…

ନୂଆଦିଲ୍ଲୀ: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟ୍ୱିଟ କରି ଲେଖିଛନ୍ତି, ପବିତ୍ର ପଣା ସଂକ୍ରାନ୍ତିରେ ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଛି । ଏହି ନବବର୍ଷ ଅବସରରେ ଓଡ଼ିଆ ଭାଇଭଉଣୀ…

ପୁଣି ଡରାଇଲାଣି କରୋନା: ମାସ୍କ ବ୍ୟବହାର…

ନୂଆଦିଲ୍ଲୀ: ପୁଣି ଡରାଇବା ଆରମ୍ଭ କରିଛି କରୋନା। ବିଭିନ୍ନ ଦେଶରେ କରୋନା ବିସ୍ଫୋରଣ ପରେ ଭାରତ ସରକାର ସତର୍କ ହୋଇଛନ୍ତି । ଯେମିତି ସଂକ୍ରମଣ ଦ୍ରୁତ ଗତିରେ ମାଡିନଯିବ ସେନେଇ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚସ୍ତରୀୟ ବୈଠକ କରି ଦେଶରେ କରୋନା ସ୍ଥିତି ସମୀକ୍ଷା…

ଦେଶରେ ଖୋଲିଲା ୭୫ଟି ଡିଜିଟାଲ…

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଆଉ ଏକ ବଡ଼ ଯୋଜନା । ଦେଶର ଖୋଲିଲା ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ବା ଡିବିୟୁ । ଭିଡିଓ କନଫରେନସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉଦଘାଟନ ଅବସରରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ…

ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ…

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମାଜର ବିକାଶ ପାଇଁ ତାଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଥିବା ଜଣାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ…