ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

PMO

‘ମନ୍ କି ବାତ୍’ରେ ଓଡ଼ିଶାର ମିଲେଟ୍…

ନୂଆଦିଲ୍ଲୀ: ଓଡ଼ିଶାର ମିଲେଟ୍ ମିଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ୯୭ତମ ମନ୍ କି ବାତ୍ କାର୍ଯ୍ଯକ୍ରମରେ ଉଠିଲା ଓଡ଼ିଶା ମିଲେଟ୍‌ର ସଫଳତାର କାହାଣୀ । ସୁନ୍ଦରଗଡ଼ର ଆଦିବାସୀ ଏସଏଚଜି ମହିଳାଙ୍କୁ ଭୂରି ଭୂରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ । ଦେଶବାସୀଙ୍କୁ ରାଜ୍ୟର ମିଲେଟ…

ଦେଶର ପ୍ରଗତିରେ ଓଡ଼ିଆ ଲୋକମାନଙ୍କର…

ଭୁବନେଶ୍ବର: ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି ଏବଂ ଓଡ଼ିଆ ସଂସ୍କୃତି ସମଗ୍ର ବିଶ୍ୱରେ ପ୍ରଶଂସିତ ବୋଲି ଟ୍ବିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି।…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ଭୁବନେଶ୍ବର: ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କ୍ୟାରିଅର ଅଧାରୁ ଫେରିଥିବା ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ବ୍ୟବସ୍ଥା ପ୍ରସ୍ତାବ, ନ୍ୟାସନାଲ ମେଡିକାଲ କମିଶନ ଓ ସ୍ୱାସ୍ଥ୍ୟ ମନ୍ତ୍ରାଳୟ…

ଚିନ୍ତା ବଢାଇଲା କରୋନା: ସମସ୍ତ ରାଜ୍ଯର…

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଦୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି।  ବଢୁଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବଡ ବୈଠକ କରିପାରନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆଜି ସନ୍ଧ୍ୟା ୪.୩୦ରେ ଏହି ବୈଠକ ଅନୁଷ୍ଠିତ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ନୂଆଦିଲ୍ଲୀ: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁରକ୍ଷାରେ ତ୍ରୁଟି ମାମଲାର ଶୁଣାଣି କରି ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ତଦନ୍ତ ପାଇଁ ଏକ ନୂଆ କମିଟି ଗଠନ କରିଛନ୍ତି ସୁପ୍ରିମକୋର୍ଟ । ଜଣେ ଅବସରପ୍ରାପ୍ତ ଜଜ୍‌ଙ୍କ ନେତୃତ୍ୱରେ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ।…

ଫ୍ଲାଏ ଓଭରରେ ୧୫ ମିନିଟ୍ ଅଟକିଲା…

ଫିରୋଜପୁର: ପଞ୍ଜାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗମ୍ଭୀର ତ୍ରୁଟି ଦେଖିବାକୁ ମିଳିଛି । ଭଟିଣ୍ଡା ବିମାନବନ୍ଦରରୁ ଫିରୋଜପୁର ସଡ଼କମାର୍ଗରେ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ କାରକେଡକୁ ରାସ୍ତାରେ ଅଟକାଇଥିଲେ ଆନ୍ଦୋଳନକାରୀ କୃଷକ । ସେମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫିରୋଜପୁର…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭୁଟାନର ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ କରାଯିବ। ମୋଦୀଙ୍କୁ ନାଗଦଗ ପେଲଜୀ ଖୋର୍ଲୋ ଦ୍ବାରା ସମ୍ମାନିତ କରାଯିବାକୁ ଭୁଟାନ ସରକାର ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗଙ୍କ ଦ୍ବାରା ଏହି ସୂଚନା…

ମନ୍ କି ବାତ୍‌’ରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ: ମନ୍ କି ବାତ୍ କାର୍ୟ୍ୟକ୍ରମର ୮୩ତମ ସଂସ୍କରଣରେ ଆଜି ଦେଶବାସୀଙ୍କୁ ସମ୍ୱୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଗକୁ ନୌସେନା ଦିବସ ଥିବାରୁ ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଯବାନମାନଙ୍କୁ ସଲାମ୍ ଜଣାଇଛନ୍ତି ।ଏଥିସହିତ ‘ଆୟୁଷ୍ମାନ ଭାରତ ଯୋଜନା’ ଉପରେ ଆଲୋକପାତ…

କୃଷକଙ୍କୁ ବୁଝାଇ ପାରିଲେନି…

ନୂଆଦିଲ୍ଲୀ: ଦୀର୍ଘ ଦିନର ଛକା ପଞ୍ଝା ପରେ ୩ ନୂଆ କୃଷି ଆଇନ ପ୍ରତ୍ୟାହାର ହେବ। ଏ ନେଇ ଗୁରୁ ନାନକ ଦେବଙ୍କ ଜୟନ୍ତୀରେ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଉଛନ୍ତି । ସେ ଯାହା କରୁଛନ୍ତି…

ଅବ୍ୟବହୃତ କ୍ରିପ୍ଟୋ କରେନ୍ସି ବଜାରରେ…

ନୂଆଦିଲ୍ଲୀ: ଭାରତରେ କିଛି ଦିନ ଧରି କ୍ରିପ୍ଟୋ କରେନ୍ସିକୁ ନେଇ ଚର୍ଚ୍ଚା ଜାରି ରହିଛି । ତେବେ କ୍ରିପ୍ଟୋ କରେନ୍ସିକୁ ନେଇ ଆଲୋଚନା ପରେ ଆଜି କ୍ରିପ୍ଟୋ କରେନ୍ସିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶ୍ବ ଗଣତାନ୍ତ୍ରିକ ରାଷ୍ଟ୍ରଗୁଡିକ କ୍ରିପ୍ଟୋ କରେନ୍ସି…