ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

PMO

ଜାତୀୟ ଶିକ୍ଷା ନୀତିରେ ଆଞ୍ଚଳିକ ଭାଷାକୁ…

ନୂଆଦିଲ୍ଲୀ: ଜାତୀୟ ଶିକ୍ଷା ନୀତିକୁ ଏକ ବର୍ଷ ପୁରିଛି। ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି ଯେ ଗତ ବର୍ଷକ ମଧ୍ୟରେ ଜାତୀୟ ଶିକ୍ଷା ନୀତିକୁ ନେଇ ବହୁ ନିଷ୍ପତ୍ତି ନିଆଯାଇଛି। ଗାଁ ଗାଁରେ ପ୍ଲେ ସ୍କୁଲ ଠାରୁ ଆରମ୍ଭ କରି ବିଭିନ୍ନ ଭାଷାରେ ଇଞ୍ଜିନିୟରିଂ…

ପ୍ରଧାନମନ୍ତ୍ରୀଙ୍କ ସହ ବୈଠକରେ ନବୀନଙ୍କ…

ଭୁବନେଶ୍ୱର : କରୋନା ମୁକାବିଲା ନେଇ ଓଡ଼ିଶା ସହ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ବୈଠକରେ ସାମିଲ ହୋଇଛନ୍ତି ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀ । କିଛି ରାଜ୍ୟରେ ସଂକ୍ରମଣ ହାର ଅଧିକ ଥିବାରୁ ଏହା ଚିନ୍ତା…

କେନ୍ଦ୍ର କ୍ୟାବିନେଟରେ ଆଜି ହେବ ବଡ଼…

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟରେ ଆଜି ହେବ ବଡ଼ ପରିବର୍ତ୍ତନ । ଏହା ପୂର୍ବରୁ ଦିଲ୍ଲୀରେ ରାଜନୀତିକ ହଲଚଲ୍ ଜାରି ରହିଛି । ମନ୍ତ୍ରିମଣ୍ଡଳରେ କିଛି ନୂଆ ନାଁ ଯୋଡ଼ି ହେବା ପୂର୍ବରୁ କିଛି ପୁରୁଣା ବିଦାୟ ନେଉଛନ୍ତି । କେନ୍ଦ୍ରୀୟ ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କ୍ୟାବିନେଟରୁ ଇସ୍ତଫା…

ମୋଦିଙ୍କୁ ଚିଠି ଲେଖିଲେ ନବୀନ: ଏକ ମାସ…

ଭୁବନେଶ୍ୱର: ଆବାସ ଯୋଜନା ହିତାଧିକାରୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟ ପାଇଁ ଆବାସ ପ୍ଲସ୍ ମୋବାଇଲ ଆପ୍ କାର୍ଯ୍ଯକ୍ଷମ କରାଯାଉ । ୧ ମାସ ପାଇଁ ଆବାସ ପ୍ଲସ୍ ଆପ୍…

ଚଳିତ ବର୍ଷ ସ୍ବାସ୍ଥ୍ଯକର୍ମୀ ଓ…

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ନିଜ ଜୀବନକୁ ବିପଦରେ ପକାଇଥିବା ଡାକ୍ତର ଏବଂ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ ଦାବି କରିଛନ୍ତି। କରୋନା ବିରୋଧରେ ଯୁଦ୍ଧରେ ପ୍ରାଣ ହରାଇଥିବା ଡାକ୍ତରଙ୍କ ପାଇଁ ଏହା ପ୍ରକୃତ…

ଟିକାକରଣ କ୍ଷେତ୍ରରେ ଓଡ଼ିଶାର ନୂଆ…

ଭୁବନେଶ୍ବର: ଓଡ଼ିଶା ଟିକାକରଣ କ୍ଷେତ୍ରରେ ନୂତନ ରେକର୍ଡ ସୃଷ୍ଟି କରିଛି। ବଡ଼ ବଡ଼ ରାଜ୍ଯକୁ ପଛରେ ପକାଇ ଏହି ନୂଆ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ରାଜ୍ଯରେ ପ୍ରଥମ ଡୋଜ ଟିକା ନେଇଥିବା ଲୋକଙ୍କ ସଂଖ୍ଯ ୧କୋଟି ପାର କରିଛି। ଟିକାକରଣ ଦିଗରେ ଓଡ଼ିଶା ଐତିହାସିକ ମାଇଲ ଖୁଣ୍ଟ ଛୁଇଁଛି କହିଲେ କମ ହେବନି।…

ଡାକ୍ତର ଦିବସରେ ପ୍ରଧାନମନ୍ତ୍ରୀ …

ନୂଆଦିଲ୍ଲୀ: ଡାକ୍ତର ଦିବସ ଅବସରରେ ସମସ୍ତ ଡାକ୍ତରମାନଙ୍କୁ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି।  ଔଷଧ କ୍ଷେତ୍ରରେ ଭାରତର ପଦକ୍ଷେପ ପ୍ରଶଂସନୀୟ ଏବଂ ଏହା ଆମ ପୃଥିବୀକୁ ସୁସ୍ଥ ରଖିବାରେ ସହାୟକ ହୋଇଛି। କରୋନା କାଳରେ ଡାକ୍ତରଙ୍କ ସେବାକୁ ଯେତେ ପ୍ରଶଂସା କଲେ ବି କମ୍ ବୋଲି କହିବା…

ମନ କି ବାତରେ ବାତ୍ୟା ମୁକାବିଲାକୁ…

ନୂଆଦିଲ୍ଲୀ: ଆଜି ମନ କି ବାତରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରି କହିଛନ୍ତି ଯେ, ଆମେ ଦେଖୁଛୁ କେଉଁଭଳି ଭାବେ ଦେଶ ନିଜର ସମସ୍ତ ଶକ୍ତି ସହ କୋଭିଡ୍-୧୯ ବିରୁଦ୍ଧରେ ସଂଗ୍ରାମ କରୁଛି । ବିଗତ ଶହେ ବର୍ଷରେ ଏହା ସବୁଠାରୁ ବଡ଼ ମହାମାରୀ ଏବଂ ଏହି ମହାମାରୀ ସମୟରେ ଭାରତ ଅନେକ ପ୍ରାକୃତିକ…

୧୦ ରାଜ୍ୟର ୫୪ ଜିଲ୍ଲାପାଳଙ୍କ ସହ କଥା…

ନୂଆଦିଲ୍ଲୀ: କରୋନା ମହାମାରୀ ନିୟନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ସମେତ ୧୦ ରାଜ୍ୟର ୫୪ ଜଣ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି । ଭର୍ଚୁଆଲରେ ଅନୁଷ୍ଠିତ ଏହି ବୈଠକରେ ମୋଦି କହିଛନ୍ତି ଯେ, ମହାମାରୀ ଭଳି ପ୍ରାକୃତିକ ବିପର୍ଯ୍ୟୟ ଗୋଟିଏ କଥା…

ଗାଁ ଗୁଡ଼ିକରେ କରୋନା ବ୍ୟାପିବାକୁ…

ନୂଆଦିଲ୍ଲୀ: ଦେଶରେ ବଢ଼ୁଥିବା କରୋନା ସଂକ୍ରମିତଙ୍କ ସଂଖ୍ୟାକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗାଁ ଗୁଡ଼ିକରେ କରୋନା ବ୍ୟାପିବାରୁ ରୋକିବାକୁ ନେଇ ସମସ୍ତେ ଯତ୍ନବାନ ହେବାକୁ ଆହ୍ୱାନ ଦେଇଛନ୍ତି ।ସେ ଆହୁରୀ କହିଛନ୍ତି ଯେ, ଗତ ବର୍ଷ ଆମେ ଯେତେବେଳେ…