ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Pramod Bhagat

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ…

ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍‌ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ହାସଲ…

ଏସୀୟ ପାରା କ୍ରୀଡ଼ା, ବ୍ୟାଡମିଣ୍ଟନ…

ଭୁବନେଶ୍ୱର: ଚୀନ୍‌‌ର ହାଙ୍ଗଝୋଉରେ ଚାଲିଥିବା ଚତୁର୍ଥ ଏସୀୟ ପାରା କ୍ରୀଡ଼ାରେ ଓଡ଼ିଆ ଅଭିଜ୍ଞ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଏକକରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏକକ ଫାଇନାଲରେ ନିଜ ଦେଶର ନିତେଶ କୁମାରଙ୍କୁ ୨୨-୨୦,୧୮-୨୧,୨୧-୧୯ ରେ ପରାଜିତ କରି ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି।…

ଓଡ଼ିଶାର ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ…

ଭୁବନେଶ୍ୱର: ଟୋକିଓ ପାରା ଅଲିମ୍ପିକ ବିଜେତା ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନ ମିଳିଛି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଓଡ଼ିଶାର ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନରେ ସମ୍ନାନୀତ କରାଯାଇଛି। ଓଡ଼ିଶାର ପ୍ରମୁଖ ସାତଜଣ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାରରେ ଚଳିତ…

ପ୍ରଥମ ଓଡ଼ିଆ କ୍ରୀଡ଼ାବିତ୍ ଭାବେ ‘ଖେଳ…

ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଓଡ଼ିଆ ଭାବେ…

ଖେଳରତ୍ନ ପାଇଁ ପ୍ରମୋଦ ଭଗତଙ୍କ ନାଁ…

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ କ୍ରୀଡା ସମ୍ମାନ ମର୍ଯ୍ୟାଦାଜନକ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ପାରାଲିମ୍ପିକ କମିଟି ଅଫ୍ ଇଣ୍ଡିଆ (ପିସିଆଇ) ଟୋକିଓ ଅଲିମ୍ପିକ୍ସ ସ୍ଵର୍ଣ୍ଣପଦକ ବିଜୟୀ ପାରା ବ୍ୟାଡ଼ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ସହ ସୁଟର ମନୀଷ ନରୱାଲ, ହାଇଜମ୍ପର ଶରଦ କୁମାର, ଜାଭେଲିନ…

ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ…

ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ…

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ…

ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ…

ପାରା ଅଲିମ୍ପିକ୍ସରେ ଆଉ ଏକ ପଦକ ପକ୍କା…

ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ୍‌ ଫାଇନାଲକୁ ପ୍ରବେଶ କରି ପଦକ ସୁନିଶ୍ଚିତ କଲେ ପ୍ରମୋଦ । ଆଜି ଏସଏଲ -୩ ବର୍ଗରେ ଖେଳାଯାଇଥିବା ସେମିଫାଇନାଲରେ ଓଡିଆ ପୁଅ ଭଗତ ଜାପାନର ଦାଇସୁକେ ଫୁଜିହରାଙ୍କୁ ୨୧-୧୧,୨୧-୧୬ରେ ହରାଇଛନ୍ତି । ଏହି ବିଜୟ ସହ…