ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Pranab Prakash Das

ଆରଡିପୀଠରେ ବିଜେଡି ସାଂଗଠନିକ ସମ୍ପାଦକ…

ଭଦ୍ରକ: ଆରଡିପୀଠରେ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ବାବାଙ୍କ ଦର୍ଶନ କରିବା ସହ ଆଖଣ୍ଡଳମଣି ପୀଠ ଓ ମନ୍ଦିର ଚତୁଃପାର୍ଶ୍ବର ସମ୍ପ୍ରସାରଣ କାର୍ଯ୍ଯ ପାଇଁ ସ୍ଥାନୀୟ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ। ସ୍ଥାନୀୟ ବିଧାୟକ ତଥା ଜିଲା ଯୋଜନା ବୋର୍ଡର…

କାନ୍ଥ ପଡ଼ି ୨ ନାବାଳିକା ଭଉଣୀଙ୍କ…

ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ବନ୍ୟା ସ୍ଥିତି ସମ୍ପର୍କରେ ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ବାରିପଦା ପୌରପାଳିକା ସମ୍ମିଳନୀ କକ୍ଷରେ ସାଙ୍ଗଠନିକ ନେତୃମଣ୍ଡଳୀ ସହ ଆଲୋଚନା କରିଛନ୍ତି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ବନ୍ୟା ସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସହିତ…

ମାଟିର ଝିଅକୁ ସମର୍ଥନ କରିବାକୁ ନବୀନଙ୍କ…

ଭୁବନେଶ୍ବର: ରାଷ୍ଟ୍ରପତି ନିର୍ବାଚନ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ପିସିସି ସଭାପତିଙ୍କ ସହ ଆଲୋଚନା କରିଛନ୍ତି ବିଜୁ ଜନତା ଦଳ ରାଜ୍ଯ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ସିଂହ ଓ ପ୍ରଣବ ବଳବନ୍ତ ରାୟ।ଭେଟିବା ପରେ ମନ୍ତ୍ରୀ ଅତନୁ…

ଦଳମତ ନିର୍ବିଶେଷରେ ମାଟିର ଝିଅ ଦ୍ରୌପଦୀ…

ଭୁବନେଶ୍ୱର: ଦଳମତ ନିର୍ବିଶେଷରେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁଣି ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ…

ନିଜ ଜନ୍ମଦିନରେ ନବୀନଙ୍କ ଫ୍ୟାନ୍‌…

ଭୁବନେଶ୍ୱର: ନୂଆ ଗାଡି ଚଢିବେ ମୁଖ୍ୟମନ୍ତ୍ରୀ ନବୀନଙ୍କ ବଡ ଫ୍ୟାନ ଖଗେଶ୍ବର । ନିଜ ଜନ୍ମଦିନରେ ପ୍ରଣବ ପ୍ରକାଶ ଦେଲେ ଏହି ଉପହାର । ଏକ ଭିନ୍ନ ଢ଼ଙ୍ଗରେ ନିଜ ଜନ୍ମଦିନ ପାଳିଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଫ୍ୟାନ୍ ତଥା ବିଜୁ ଜନତା ଦଳର…

ବିଜେଡିରେ ଯୋଗଦେଲେ ମିନତୀ ପଟ୍ଟନାୟକ,…

କଟକ: କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖି ଦେଇଥିବା କଟକ ସୂତାହାଟ ଅଞ୍ଚଳର ମହିଳା ମିନତୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଛନ୍ତି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ…

ବ୍ରଜରାଜନଗର ଉପନିର୍ବାଚନ: ଗ୍ରାଉଣ୍ଡ…

ବ୍ରଜରାଜନଗର: ବଢୁଛି ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଉପନିର୍ବାଚନ ତାତି। ପ୍ରଚାର ମଇଦାନକୁ ଓହ୍ଲାଇଲେଣି ପ୍ରାର୍ଥୀ। ଏଥର ନୂଆ ରଣନୀତିରେ ଗ୍ରାଉଣ୍ଡକୁ ଓହ୍ଲାଇଛି ବିଜେଡି । ବରିଷ୍ଠ ଓ ଯୁବ ନେତୃତ୍ବଙ୍କ ସମନ୍ବୟରେ ବିଜୟ ପାଇଁ ଯୋଜନା କରିଛି ଦଳ । ନିଜେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ଦୁର୍ଘଟଣାଗ୍ରସ୍ତ ବାଇକ ଆରୋହୀଙ୍କୁ…

ଯାଜପୁର: ଦୁର୍ଘଟଣାରେ ଆହତ ହୋଇ ଛଟପଟ ହେଉଥିବା ଜଣେ ବାଇକ ଆରୋହୀକୁ ସାହାଯ୍ୟ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ । ଛତିଆ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଜଣେ ବାଇକ ଆରୋହୀ ଗାଡିରୁ ପଡ଼ିଯାଇ ଆହତ ହୋଇ ପଡିଥିଲେ । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଅନ୍ୟ…

ପୌର ନିର୍ବାଚନ: ଭୋଟ ଦେଲେ ଯାଜପୁର…

ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ। ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟିଂ। ପୌର ନିର୍ବାଚନ ଲାଗି ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଯାଜପୁର ପୌରାଞ୍ଚଳର ବାହାବଳପୁର ନୋଡାଲ ଉପ୍ରା ବିଦ୍ୟାଳୟରେ…

ଓଡିଶା ରାଜନୀତିରେ ନୂଆ ଇତିହାସ ସୃଷ୍ଟି…

ଭୁବନେଶ୍ବର: ଓଡିଶା ରାଜନୀତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାରୀ ସଶକ୍ତିକରଣ ମନ୍ତ୍ର ନୂଆ ଇତିହାସ ସୃଷ୍ଟି କରିଛି । ପ୍ରଥମ ଥର ବିଜେଡି ସମସ୍ତ ଜିଲ୍ଲା ପରିଷଦ ଗଠନ କରିଥିବାବେଳେ ସତୁରୀ ପ୍ରତିଶତ ଆସନରେ ମୁଖ୍ୟମନ୍ତ୍ରୀ ମହିଳାମାନଙ୍କୁ ନେତୃତ୍ବରେ ଦେବା ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି…