ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Pratap Keshari Deb

ଅକ୍ଷୟ ଶକ୍ତିରେ ଆତ୍ମନିର୍ଭର ହେବ ଓଡ଼ିଶା

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ ଦୈନିକ ହାରାହାରି ବିଦ୍ୟୁତ୍‌ ଯୋଗାଣ ଅବଧି ୨୦୧୮-୧୯ରେ ୨୦.୧୩ ଘଣ୍ଟାରୁ ୨୦୨୧-୨୨ରେ ୨୩.୨୨ ଘଣ୍ଟାକୁ ବୃଦ୍ଧି ପାଇଛି। ଯାହାକି ଜାତୀୟ ସ୍ତର ଦୈନିକ ୨୦.୫୩ ଘଣ୍ଟାଠାରୁ ଅଧିକ ଓ ଏଥିପାଇଁ କେନ୍ଦ୍ର ଶକ୍ତି ମନ୍ତ୍ରୀ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟରେ ୧୭…

ରାଜ୍ୟରେ ହେଉନି ପାୱାର କଟ୍, ଓଭର ଲୋଡିଂ…

ଭୁବନେଶ୍ବର: ରାଜ୍ୟରେ ଇଲେକ୍ଟ୍ରିସିଟ ସପ୍ଲାଏର କୌଣସି ଅଭାବ ନାହିଁ । ଅନେକ ଜାଗାରେ ଓଭର ଲୋଡୀଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇ ଯାଉଛି । ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଗୋଟେ ଥର ଲାଇନ ଟ୍ରିପ କରିଗଲେ ୬ ରୁ ୭ ଘଣ୍ଟା ଲାଗୁଛି ତାକୁ ଠିକ କରିବା ପାଇଁ । ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ…

ଏ ବର୍ଷ ରାଜ୍ୟରେ ହେବନି ପାୱାର କଟ୍…

ଭୁବନେଶ୍ବର: ଚଳିତ ବର୍ଷ ଖରା ଦିନ ପାୱାର୍‌ କଟ୍‌ର ହେବନି। ଏ ନେଇ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।ସେ ଆହୁରି ବି କହିଛନ୍ତି ଯେ, ରାଜ୍ୟରେ ଏବର୍ଷ ପାୱାର୍‌ କଟ୍‌ ହେଇନି କି ହେବାର ସମ୍ଭାବନା ବି ନାହିଁ।  ବିଦ୍ୟୁତ କାଟ ନ ହେଉଣୁ ହେବାର ଆଶଙ୍କା କରୁଛନ୍ତି। ଯଦି…

ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଆଗରେ…

ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ,…

ରାଜ୍ୟରେ ବ୍ୟାପକ ପୁଞ୍ଜି ନିବେଶ ହେଲେ…

ଭୁବନେଶ୍ବର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧…

ପିପିଲି ଉପ-ନିର୍ବାଚନ ନେଇ ବିଜେପି…

ଭୁବନେଶ୍ୱର: ପିପିଲି ଉପ-ନିର୍ବାଚନ ନେଇ ବିଜେପି ରାଜନୈତିକ ଷ୍ଟଣ୍ଟ ଖେଳୁଛି । କେନ୍ଦ୍ରୀୟ ଫୋର୍ସ ମୁତୟନ ପାଇଁ ବିଜେପି ଯେଉଁ ଦାବି କରୁଛି ତାହା ରାଜନୈତିକ ଅଭିସନ୍ଧି ମୂଳକ ବୋଲି କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ । ନିର୍ବାଚନୀ ବାତାବରଣକୁ ଭଣ୍ଡୁର କରିବାକୁ ବିଜେପି ଏପରି ରାଜନୈତିକ ଚାଲ୍…

ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ନେଇ ଗୁଜବ…

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ଜମି ବିକ୍ରି ନେଇ ଗୁଜବ ପ୍ରଚାର କରାଯାଉଥିବା ବେଳେ ବିଧାନସଭାରେ ଏନେଇ ବିଜେଡି ବିଧାୟକ ପ୍ରତାପ କେଶରୀ ଦେବ ବିବୃତି ରଖିଛନ୍ତି । ମହାପ୍ରଭୁଙ୍କ ଜମି ବିକ୍ରି ନେଇ ଗୁଜବ ପ୍ରଚାର କରାଯାଉଛି । ଗଣମାଧ୍ୟମରେ ମିଥ୍ୟା ଖବର ପ୍ରଚାର କରାଯାଉଛି ବୋଲି ପ୍ରତାପ ଦେବ କହିଛନ୍ତି ।…