ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

President Draupadi Murmu

ବଜେଟ୍‌ ଅଧିବେଶନ ଆରମ୍ଭ: ଅଭିଭାଷଣରେ…

ନୂଆଦିଲ୍ଲୀ: ଆରମ୍ଭ ହେଲା ସଂସଦରେ କାମଚଳା ବଜେଟ୍ ଅଧିବେଶନ । ପରମ୍ପରା ଅନୁସାରେ ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନ୍ତରୀଣ ବଜେଟ୍ ସେସନ୍‌କୁ ଆରମ୍ଭ କରିଛନ୍ତି । ନୂଆ ସଂସଦ ଭବନରେ ସମସ୍ତଙ୍କୁ ମୋର ନମସ୍କାର କହି ବକ୍ତବ୍ୟ ଆରମ୍ଭ କରିଥିଲେ ମୁର୍ମୁ । ଏହାପରେ ଓଡ଼ିଆରେ ଅଭିଭାଷଣ…

ନଭେମ୍ବର ୨୭ରେ ଓଡ଼ିଶା ଆସୁଛନ୍ତି ମହାମହିମ…

ନୂଆଦିଲ୍ଲୀ: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ରାଷ୍ଟ୍ରପତି…

ରାଇରଙ୍ଗପୁରରେ ପହଞ୍ଚିଲେ ରାଷ୍ଟ୍ରପତି…

ରାଇରଙ୍ଗପୁର: ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର…

ଆଜି ମୟୂରଭଞ୍ଜ ଆସୁଛନ୍ତି ରାଷ୍ଟ୍ରପତି…

ବାରିପଦା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନିଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ଗୁରୁବାର ପହଞ୍ଚିବେ। ମେ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଇରଙ୍ଗପୁର, ପାହାଡପୁର, ଶିମିଳିପାଳ ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ହେବା ପରେ ମୟୂରଭଞ୍ଜ ମାଟିର ଝିଅ…

୩ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ…

ବାରିପଦା: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବା ନେଇ ବ୍ୟକ୍ତିଗତ ସଚିବାଳୟରୁ ସୂଚନା ପ୍ରଦାନ କରାଯାଇଛି । ପୂର୍ବରୁ ସେ ମେ' ୮ତାରିଖରେ ଆସିବା କାର୍ଯ୍ୟକ୍ରମ ଥିବା ବେଳେ ତାହା ପରିବର୍ତ୍ତନ ହୋଇଛି । ମଇ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ରାଇରଙ୍ଗପୁର,…

କଟକରେ ଭାରତୀୟ ରାଇସ କଂଗ୍ରେସକୁ ଉଦଘାଟନ…

କଟକ: କଟକ ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି,…

ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ…

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାଦେବଙ୍କ ଦର୍ଶନ ସହ ଜଳାଭିଷେକ ମଧ୍ୟ କରିଛନ୍ତି । ପ୍ରାୟ ୪୦ ମିନିଟ ଧରି ଲିଙ୍ଗରାଜ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି ରାଷ୍ଟ୍ରପତି । ଖାଲି ପାଦରେ ବିନ୍ଦୁସାଗର ନିକଟରୁ ଚାଲିଚାଲି ଯାଇଥିଲେ ରାଷ୍ଟ୍ରପତି।…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି…

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୧୦ ଓ ୧୧ରେ ଭୁବନେଶ୍ୱରରେ ଦୁଇଟି ଓ କଟକରେ ଗୋଟିଏ ସ୍ଥାନରେ କାର୍ଯ୍ୟକ୍ରମ ରହିଛି। ପ୍ରଥମ ଦିନ ଭୁବନେଶ୍ୱରରେ ଉତ୍କଳ ମଣ୍ଡପରେ ଜ୍ଞାନପ୍ରଭା ମିଶନର କାର୍ଯ୍ୟକ୍ରମ ସହ ରମାଦେବୀ ବିଶ୍ୱବିଦ୍ୟାଳୟର…

କର୍ତ୍ତବ୍ୟ ପଥରେ ପ୍ରଥମ ଥର ପାଇଁ ପତାକା…

ନୂଆଦିଲ୍ଲୀ: ଆଜି ଭାରତ ପାଳନ କରୁଛି ୭୪ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ସୃଷ୍ଟି ହୋଇଛି ନୂଆ ଇତିହାସ। ପ୍ରଥମ ଥର ଆଦିବାସୀ ମହିଳା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପତାକା ଉତ୍ତୋଳନ କରିଛନ୍ତି । ପରମ୍ପରା ଅନୁସାରେ, ଜାତୀୟ ପତାକା ଉତ୍ତୋଳନା ସହ ୨୧ ତୋପର ସଲାମୀ ଓ…

ଆସନ୍ତା ୧୦ରେ ଦୁଇ ଦିନିଆ ଓଡିଶା ଗସ୍ତରେ…

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୦ ତାରିଖରେ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ହେବାପରେ ଦ୍ରୌପଦୀଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ । ଏନେଇ ଭୁବନେଶ୍ବର ବିମାନବନ୍ଦରରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ…