Browsing Tag

President Droupadi Murmu

ଆଜି ପବିତ୍ର ଗୁରୁଦିବସ: ଦେଶର ଶ୍ରେଷ୍ଠ…

ନୂଆଦିଲ୍ଲୀ: ଆଜି ପବିତ୍ର ଗୁରୁଦିବସ । ଏହି ଅବସରରେ ଆଜି ଦିଲ୍ଲୀ ବିଜ୍ଞାନ ଭବନରେ ୨୦୨୨ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ୪୬ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ସମ୍ମାନରେ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।…

ସ୍ୱାସ୍ଥ୍ୟ, ଶିକ୍ଷା ଏବଂ ଅର୍ଥନୀତି…

ନୂଆଦିଲ୍ଲୀ : ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦେଶବାସୀଙ୍କୁ ପ୍ରଥମ ସମ୍ବୋଧନ କରିଛନ୍ତି।ରାଷ୍ଟ୍ରପତି ହେବା ପରେ ଦେଶବାସୀଙ୍କୁ ପ୍ରଥମ ଥର ପାଇଁ ସେ ସମ୍ବୋଧନ କରିଛନ୍ତି । ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରୁ ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଅଭିଭାଷଣ…

ରାଇସିନା ହିଲ୍ସରେ ମ୍ୟାଡାମ୍‌…

ନୂଆଦିଲ୍ଲୀ : ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ବିଧାୟକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ବିଧାୟକ ଦଳ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଇସିନା ହିଲ୍ସରେ ଭେଟି ଅଭିନନ୍ଦନ ଜଣାଇଛନ୍ତି । ଏହାସହ ମହାମହିମଙ୍କୁ ଓଡ଼ିଶା ବିଧାନସଭା ପକ୍ଷରୁ ଜଗନ୍ନାଥଙ୍କ…

ଦେଶର ରାଷ୍ଟ୍ରପତି ପଦବୀ ଗ୍ରହଣ କରି…

ଭୁବନେଶ୍ବର : ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ତାଙ୍କ ଉଦ୍ଦେଶ୍ୟରେ ନବୀନ ‘ଏ ମାଟିର କନ୍ୟା’ ଶୀର୍ଷକରେ ଏକ ସମ୍ପାଦକୀୟ ଲେଖିଛନ୍ତି। ନବୀନ କହିଛନ୍ତି, ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ…

ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ…

ନୂଆଦିଲ୍ଲୀ : ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦ୍ରୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦ ସମ୍ଭାଳିଛନ୍ତି। ରାଷ୍ଟ୍ରପତି ଭାବେ ଶପଥ ନେବା ପରେ…

ଶପଥ ସମାରୋହରେ ଭାଗ ନେଇ ମୁଁ ବହୁତ ଖୁସି:…

ଭୁବନେଶ୍ୱର:  ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହୋଇଛି ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି ।  ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆଦିବାସୀ ଗରିବ ଝିଅକୁ ରାଷ୍ଟ୍ରପତି…

ନୂଆଦିଲ୍ଲୀ: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି । ଶପଥ ଗ୍ରହଣ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତଙ୍କୁ ଜୁହାର ଅଭିଭାଷଣ…

ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି…

ନୂଆଦିଲ୍ଲୀ: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି । ଆଜି ସଂସଦ ଭବନ ସେଣ୍ଟ୍ରାଲ୍‌ ହଲ୍‌‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ…

ଦ୍ରୌପଦୀ ମୁର୍ମୁଙ୍କ ପ୍ରେମ କାହାଣୀ :…

ଭୁବନେଶ୍ୱର : ମୟୂରଭଞ୍ଜ ଜିଲ୍ଲାର ପାହାଡ଼ପୁର ଗାଁର ପାହାଡ଼ି ବୋହୂ ଦ୍ରୌପଦୀ ମୁର୍ମୁ ଏବେ ଦେଶର ସର୍ବୋଚ୍ଚ ପଦରେ ଅଭିଷିକ୍ତ। ଅନୁସୂଚୀତ ଜନଜାତି ବର୍ଗର ଏହି ମହିଳା ଏବେ ସାରା ଦେଶରେ ଚର୍ଚ୍ଚିତ। ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କ ଜୀବନ ପରି ତାଙ୍କ ପ୍ରେମ ମଧ୍ୟ…