ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

President of India Droupadi Murmu

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ…

ନୂଆଦିଲ୍ଲୀ: ୨୦୨୩ ବର୍ଷ ପାଇଁ ଭାରତୀୟ କ୍ରୀଡ଼ା ପୁରସ୍କାର ଘୋଷଣା କରାଯାଇଥିଲା।  ଅ‌ାଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି। ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ବିଶ୍ବକପ୍‌ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ…

ତିନି ଦିନିଆ ଓଡ଼ିଶା ଗସ୍ତ ସାରି…

ଭୁବନେଶ୍ବର: ତିନି ଦିନିଆ ଓଡିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୫ ତାରିଖରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ରାଷ୍ଟ୍ରପତି। ଓଡ଼ିଶା ଗସ୍ତ ବେଳେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ନୂଆଦିଲ୍ଲୀ…

ବସ୍ତୁବାଦୀ ପରିବର୍ତ୍ତନ ମଣିଷକୁ ସୁଖ ଦିଏ…

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷଦିନ । ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କଲେ ରାଷ୍ଟ୍ରପତି । ନିର୍ଦ୍ଧାରିତ ସମୟରେ ପହଞ୍ଚି ଏକ ଶାନ୍ତ ପରିବେଶରେ ଲାଇଟ ହାଉସ୍…

ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କରିବେ…

ବାରିପଦା: ମହାମହିମ ରାଷ୍ଟ୍ରପତିଙ୍କ ଶିମିଳିପାଳ ଅଭୟାରଣ୍ୟ ପରିଦର୍ଶନ କାର୍ଯ୍ୟକ୍ରମକୁ ଆଖି ଆଗରେ ରଖି ଶିମିଳିପାଳ ଅଭୟାରଣ୍ୟକୁ ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରିଦିଆଯାଇଛି। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ. ପ୍ରକାଶ…

ଆସନ୍ତା ମେ’ ୯ ରେ ଓଡ଼ିଶା ଆସିବେ…

ବାରିପଦା: ଆସନ୍ତା ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାରିପଦା ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ । ମଇ ୯ ତାରିଖରେ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଏନେଇ ବିଶ୍ବ ବିଦ୍ୟାଳୟ କୁଳପତିଙ୍କୁ ରାଷ୍ଟ୍ରପତିଙ୍କ…

ପୁରୀ ବଡ଼ଦାଣ୍ଡରେ ଚାଲିଚାଲି…

ପୁରୀ: ପୁରୀରେ ପହଞ୍ଚିବା ପରେ ବଳଗଣ୍ଡି ଛକରେ କାରରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ଶ୍ରୀମନ୍ଦିର ପରିସରରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ବଡଦାଣ୍ଡରେ ଚାଲି ସିଂହଦ୍ୱାର ନିକଟରେ ପହଞ୍ଚିଛନ୍ତି । ଏହାସହ ମହାରାଜା…

ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ଦ୍ରୌପଦୀ…

ପୁରୀ: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି। ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ପୁରୀ ଅଭିମୁଖେ ଯାଇ ପହଞ୍ଚି ସାରିଛନ୍ତି ମହାମହିମ । ସ୍ୱତନ୍ତ୍ର ଚପରରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ।ସେଠାରୁ…

ଭୁବନେଶ୍ୱରରେ ପହଞ୍ଚି ବାୟୁସେନାର…

ଭୁବନେଶ୍ୱର: ଦୁଇ ଦିନିଆ ଓଡିଶା ଗସ୍ତରେ ମହାମହିମ । ଗୁରୁବାର ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ରାଷ୍ଟ୍ରପତି ହେବା ପରେ ଏହା ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ଓଡିଶା ଗସ୍ତ । ବିମାନ…

ଆଜି ଆସୁଛନ୍ତି ମହାମହିମ, ଦାୟିତ୍ୱ ନେବା…

ଭୁବନେଶ୍ୱର: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଦୁଇ ଦିନ ପାଇଁ ଓଡ଼ିଶା ଆସୁଛନ୍ତି। ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ। ଗୁରୁବାର ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ…

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ, ନିତୀ ସବ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ…