Browsing Tag

President of India

ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ…

ନୂଆଦିଲ୍ଲୀ: ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ଶେଷକୃତ୍ୟରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୧୭ରେ ଲଣ୍ଡନ ଗସ୍ତରେ ଯିବେ ଦ୍ରୌପଦୀ ମୁର୍ମୁ । ଶେଷକୃତ୍ୟରେ ଯୋଗଦେବା ଲାଗି ଶତାଧିକ ରାଷ୍ଟ୍ରକୁ ଅନୁରୋଧ କରାଯାଇଥିବାବେଳେ ଭାରତକୁ ମଧ୍ୟ ଅନୁରୋଧ କରାଯାଇଥିଲା । ଆସନ୍ତା ୧୯ରେ ସମ୍ପୂର୍ଣ୍ଣ…

ବାଚସ୍ପତିଙ୍କ ନେତୃତ୍ବରେ ରାଷ୍ଟ୍ରପତି…

ଭୁବନେଶ୍ୱ: ରାରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ଆସନ୍ତାକାଲି ଓଡ଼ିଶାର ବିଧାୟକ ଦିଲ୍ଲୀ ଅଭିମୁଖେ ବାହାରିବେ। ମୋଟ ୨୬ ଜଣିଆ ଟିମ ଦିଲ୍ଲୀ ଗସ୍ତରେ ବାହାରିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ସମସ୍ତ ବିଧାୟକ ଦିଲ୍ଲୀ ଯିବେ। ଅଗଷ୍ଟ ୩ରେ ରାଷ୍ଟ୍ରପତିଙ୍କୁ ଭେଟିବେ ଓଡ଼ିଶଆ…

ଦେଶର ରାଷ୍ଟ୍ରପତି ପଦବୀ ଗ୍ରହଣ କରି…

ଭୁବନେଶ୍ବର : ଖବରକାଗଜରେ ସମ୍ପାଦକୀୟ ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ତାଙ୍କ ଉଦ୍ଦେଶ୍ୟରେ ନବୀନ ‘ଏ ମାଟିର କନ୍ୟା’ ଶୀର୍ଷକରେ ଏକ ସମ୍ପାଦକୀୟ ଲେଖିଛନ୍ତି। ନବୀନ କହିଛନ୍ତି, ସଂସଦ ଭବନର ସେଣ୍ଟ୍ରାଲ ହଲରେ ଯେତେବେଳେ…

ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ଗ୍ରହଣ…

ନୂଆଦିଲ୍ଲୀ : ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପ୍ରଧାନ ବିଚାରପତି ଜଷ୍ଟିସ ଏନଭି ରମନ୍ନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଦ୍ରୌପଦୀ ମୁର୍ମୁ ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ପଦ ସମ୍ଭାଳିଛନ୍ତି। ରାଷ୍ଟ୍ରପତି ଭାବେ ଶପଥ ନେବା ପରେ…

ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି…

ନୂଆଦିଲ୍ଲୀ: ଭାରତର ଗଣତାନ୍ତ୍ରିକ ଇତିହାସରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡିଆ ଝିଅ ଦ୍‌ରୌପଦୀ ମୁର୍ମୁ ଆଜି ଶପଥ ନେଇଛନ୍ତି । ଆଜି ସଂସଦ ଭବନ ସେଣ୍ଟ୍ରାଲ୍‌ ହଲ୍‌‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ…

ଜୁଲାଇ ୨୫ରେ ଶପଥ ନେବେ ଭାରତର ୧୫ତମ…

ନୂଆଦିଲ୍ଲୀ: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ଯିଏକି ଦେଶର ସର୍ବୋଚ୍ଚ ପଦ ପାଇଁ ନେବେ ଶପଥ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ…

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ…

ଓଡିଶା ପାଇଁ ଐତିହାସିକ ଦିନ । ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ୩ୟ ପର୍ଯ୍ୟାୟ ଭୋଟ ଗଣତି ପରେ ଜିତିଲେ ଦ୍ରୌପଦୀ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢିଥିଲେ ମୁର୍ମୁ । ତାଙ୍କ ବିପକ୍ଷରେ…

ଦେଶକୁ ମିଳିଲା ନୂଆ ରାଷ୍ଟ୍ରପତି; ଭାରତର…

ନୂଆଦିଲ୍ଲୀ: ଓଡିଶା ପାଇଁ ଐତିହାସିକ ଦିନ । ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ୩ୟ ପର୍ଯ୍ୟାୟ ଭୋଟ ଗଣତି ପରେ ଜିତିଲେ ଦ୍ରୌପଦୀ । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେଲେ ଦ୍ରୌପଦୀ ମୁର୍ମୁ । ଏନଡିଏ ପକ୍ଷରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢିଥିଲେ ମୁର୍ମୁ । ତାଙ୍କ…

ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ…

ନୂଆଦିଲ୍ଲୀ: ଓଡ଼ିଶା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ରାଜ୍ଯର ଅଗ୍ରଗତି କାମନା କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଜଗନ୍ନାଥ, ଲିଙ୍ଗରାଜ, କୋଣାର୍କ ଏବଂ ଅନ୍ୟାନ୍ୟ ସମୃଦ୍ଧ ଐତିହ୍ୟର ମନ୍ଦିରର ଭୂମି ଓଡ଼ିଶା ବିଶ୍ୱକୁ ଶାନ୍ତି ଏବଂ ପ୍ରେମର ବାର୍ତ୍ତା ଦେଇଥାଏ। ହିଂସାଠାରୁ…

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ…

ପୁରୀ:  ଗୌଡ଼ୀୟ ମିଶନ ପ୍ରତିଷ୍ଠାତା ଶ୍ରୀଲ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ତ୍ରୟବର୍ଷ ବ୍ୟାପୀ ୧୫୦ତମ ବର୍ଷ ପୂର୍ତ୍ତି ଆବିର୍ଭାବ ମହୋତ୍ସବର ଉଦ୍‍ଘାଟନୀ ସମାରୋହ ଓ ବିଶ୍ୱ ବୈଷ୍ଣବ ସମ୍ମିଳନୀ ଶରଧାବାଲିରେ ଅନୁଷ୍ଠିତ ହଇଯାଇଛି। ଏହି କାର୍ଯ୍ୟକ୍ରମ ତିନିଦିନ ଧରି ଚାଲିବ। ଶନିବାର…