ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

President Ram Nath Kovind

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବିଦାୟୀ…

ନୂଆଦିଲ୍ଲୀ: ଦେଶର ୧୪ତମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବିଦାୟ କାଳୀନ ଅଭିଭାଷଣ । ଶେଷଥର ପାଇଁ ରାଷ୍ଟ୍ରପତି ଭାବେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାମନାଥ କୋବିନ୍ଦ । ବିଦାୟୀ ଭାଷଣରେ କହିଛନ୍ତି, ଆଜି ମୋର କାର୍ଯ୍ଯକାଳ ସରୁଛି, ଦେଶବାସୀଙ୍କ ପାଖରେ କୃତଜ୍ଞ । ଏହି ଅବସରରେ ସେ କହିଛନ୍ତି…

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ…

ପୁରୀ:  ଗୌଡ଼ୀୟ ମିଶନ ପ୍ରତିଷ୍ଠାତା ଶ୍ରୀଲ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ତ୍ରୟବର୍ଷ ବ୍ୟାପୀ ୧୫୦ତମ ବର୍ଷ ପୂର୍ତ୍ତି ଆବିର୍ଭାବ ମହୋତ୍ସବର ଉଦ୍‍ଘାଟନୀ ସମାରୋହ ଓ ବିଶ୍ୱ ବୈଷ୍ଣବ ସମ୍ମିଳନୀ ଶରଧାବାଲିରେ ଅନୁଷ୍ଠିତ ହଇଯାଇଛି। ଏହି କାର୍ଯ୍ୟକ୍ରମ ତିନିଦିନ ଧରି ଚାଲିବ। ଶନିବାର…

ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ…

ପୁରୀ:  ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦର୍ଶନ କରିଛନ୍ତି । ପ୍ରଥମେ ସିଂହଦ୍ବାର ସମ୍ମୁଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତି ଦମ୍ପତିଙ୍କୁ ସ୍ବାଗତ କରାଯାଇଥିଲା। ଗର୍ଭଗୃହ ଭିତରକୁ ଯାଇ ଶ୍ରୀ କୋବିନ୍ଦ ଦାରୁବ୍ରହ୍ମଙ୍କୁ ଦର୍ଶନ ଏବଂ…

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ…

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସ୍ୱତନ୍ତ୍ର ବିମାନ ଯୋଗେ ୧୨ଟା ୨୫ରେ ଦିଲ୍ଲୀରୁ ବାହାରିବେ । ଅପରାହ୍ନ ୨ଟା୪୫ରେ…

ପ୍ରଥମ ଓଡ଼ିଆ କ୍ରୀଡ଼ାବିତ୍ ଭାବେ ‘ଖେଳ…

ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଓଡ଼ିଆ ଭାବେ…