ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Presidential Election

ରାଷ୍ଟ୍ରପତି ନିର୍ବାଚନ ଫଳାଫଳ : ଦ୍ୱିତୀୟ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଗଣତିର ଦ୍ୱିତୀୟ ପର୍ଯ୍ୟାୟ ଫଳାଫଳ ପ୍ରକାଶ ପାଇଛି । ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡରେ ବି ବହୁ ଆଗରେ ଦ୍ରୌପଦୀ ମୁର୍ମୁ । ଦ୍ୱିତୀୟ ପର୍ଯ୍ୟାୟରେ ବି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିରୋଧୀ ମେଣ୍ଟର ପ୍ରାର୍ଥୀ ୟଶୱନ୍ତ ସିହ୍ନାଙ୍କ ଠାରୁ ଆଗରେ ଅଛନ୍ତି ।…

ବିଧାନସଭାର ୫୪ ନଂ ରୁମ୍‌ରେ ଚାଲିଛି…

ଭୁବନେଶ୍ବର : ଓଡ଼ିଶା ବିଧାନସଭାରେ ଚାଲିଛି ରାଷ୍ଟ୍ରପତି ନିର୍ବାଚନ ନେଇ ଭୋଟ ଗ୍ରହଣ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ନେଇ ବିଧାୟକ ଓ ଏମପି ମାନେ ମତଦାନ କରିପାରିବେ। ବିଧାନସଭା ଜାରି ରହିଥିବାରୁ ଉଭୟ ଅଧିବେଶନ ଏବଂ ରାଷ୍ଟ୍ରପତି ନିର୍ବାଚନକୁ ନେଇ ସୁରକ୍ଷା ବ୍ୟବସ୍ଥା…

କାଲି ରାଷ୍ଟ୍ରପତି ନିର୍ବାଚନ :…

ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ବିଧାନସଭାରେ ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ନେଇ ବିଧାୟକ ଓ ଏମପି ମାନେ ମତଦାନ କରିପାରିବେ। ବିଧାନସଭା ଜାରି ରହିଥିବାରୁ ଉଭୟ ଅଧିବେଶନ ଏବଂ ରାଷ୍ଟ୍ରପତି…

ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ…

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ଏନଡ଼ିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମାଜର ବିକାଶ ପାଇଁ ତାଙ୍କର ଅବଦାନକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଥିବା ଜଣାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ…

ରାଷ୍ଟ୍ରପତି ନିର୍ବାଚନ ପାଇଁ ନବୀନଙ୍କ ସହ…

ନନ୍ଦିଘୋଷ ବ୍ୟୁରୋ: ରାଷ୍ଟ୍ରପତି ନିର୍ବାଚନ ପାଇଁ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଏସମ୍ପର୍କରେ ନବୀନ ପଟ୍ଟନାୟକଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଲୋଚନା କରିଛନ୍ତି । ଆଲୋଚନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ…

ବଢିଲା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ…

ଭୁବନେଶ୍ବର: ‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଏଣିକି ୨୪ଘଣ୍ଟିଆ ସୁରକ୍ଷା ଯୋଗାଇ ଦେବେ ସିଆରପିଏଫ ଯବାନ । ଆଜି ସକାଳୁ ସକାଳୁ ଯେତେବେଳେ ମନ୍ଦିର ଯିବା ପାଇଁ…

ବିରୋଧୀଙ୍କୁ ପୁଣି ଝଟକା: ଶରଦ ଓ…

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ଲଢ଼ିବା ନେଇ ବିରୋଧୀଙ୍କୁ ପୁଣି ଏକ ଝଟକା ଲାଗିଛି । ଜଣେ ପରେ ଜଣେ ନେତା ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଅମଙ୍ଗ ହେବା, ବିରୋଧୀଙ୍କୁ ଚିନ୍ତାରେ ପକାଇଛି। ବିରୋଧୀଙ୍କ ପାଇଁ ପ୍ରାର୍ଥୀ ମିଳିବା କଷ୍ଟକର ହୋଇଯାଇଛି । ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଗୋପାଳକୃଷ୍ଣ…

ରାଷ୍ଟ୍ରପତି ନିର୍ବାଚନ ବିଜ୍ଞପ୍ତି…

ଭୁବନେଶ୍ୱର : ରାଷ୍ଟ୍ରପତି ନିର୍ବାଚନ ନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୮ ତାରିଖରେ ହେବାକୁଥିବା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ସାରା ଦେଶରେ ରାଜନୀତି ସରଗରମ ହୋଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‍ସି ନେତ୍ରୀ ମମତା ବାନାର୍ଜୀଙ୍କ ଆହ୍ୱାନରେ ଦେଶର ୧୭ ପ୍ରମୁଖ ବିରୋଧୀ ଦଳ…

ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ…

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବ ତାରିଖ ଘୋଷଣା । ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନଙ୍କ ପକ୍ଷରୁ ହେବ ପ୍ରେସମିଟ୍ । ଆସନ୍ତା ଜୁଲାଇ ୨୪ ତାରିଖରେ ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ସେପଟେ ଦେଶର ୧୫ତମ ରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚାଲିଛି…