ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Puri Jagannath Dham

ପୁରୀରେ ନିର୍ମାଣ ହେବ ଆଦର୍ଶ ଗୁରୁକୂଳ:…

ପୁରୀ: ଆଦର୍ଶ  ଗୁରୁକୂଳ ପ୍ରତିଷ୍ଠା ପାଇଁ ଚାଲିଥିବା ବୈଠକ ଶେଷ ହୋଇଛି। ଗଜପତି ମହାରାଜାଙ୍କ ଅଧ୍ଯକ୍ଷତାରେ ଏହି ବୈଠକଟି ବସିଥିଲା। ଶ୍ରୀମନ୍ଦିର ପରିଚାଳନା କମିଟି ଓ ବିର୍ଲା ଫାଉଣ୍ଡେସନ ମଧ୍ୟରେ ଏ ନେଇ ଏମଓୟୁ ସ୍ୱାକ୍ଷର ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉପସ୍ଥିତିରେ ଏମଓୟୁ ସାକ୍ଷର…

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି…

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ…

ପ୍ରସ୍ତୁତ ହେବ ଚାପ; ଆଜି ନରେନ୍ଦ୍ର…

ପୁରୀ: ଆସନ୍ତା ମେ ୩ ତାରିଖ ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା । ଏହି ପବିତ୍ର ତିଥିରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଅରମ୍ଭ ହୋଇଥାଏ। ୨୧ ଦିନ ଧରି ବାହାର ଚନ୍ଦନ ଯାତ୍ରାରେ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମହାପ୍ରଭୁ। ଏଥି ପାଇଁ ଚାପ ପ୍ରସ୍ତୁତି ଆରମ୍ଭ ହୋଇଛି।…

ଦୁଇ ଦିନିଆ ଓଡ଼ିଶା ଗସ୍ତ ଏଏସଆଇ ଡିଜି:…

ପୁରୀ: ଓଡ଼ିଶାରେ ଏଏସଆଇ ଡିଜି ବିଦ୍ୟାବତୀ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ଯର ସମୀକ୍ଷା କରୁଛନ୍ତି ଏଏସଆଇ ଡିଜି । ପ୍ରଥମେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି ଭି.ବିଦ୍ୟାବତୀ । ପରିକ୍ରମା ମାର୍ଗ ପ୍ରକଳ୍ପ ମାଷ୍ଟରପ୍ଲାନର ସମ୍ପର୍କରେ ବରିଷ୍ଠ…

ଆଜିଠୁ କୋହଳ ହେଲା କଟକଣା: ବିନା କୋଭିଡ…

ପୁରୀ: ଆଜିଠାରୁ ବିନା କୋଭିଡ ଟିକା ଓ କୋଭିଡ ପ୍ରମାଣପତ୍ରରେ ଚାଲିଛି ଜଗା ଦର୍ଶନ। ଲାଗୁ ହୋଇଥିବା ନୂଆ ଏସଓପି କାର୍ଯ୍ଯକାରୀ ହୋଇଛି। କୋଭିଡ଼ ନିୟମ ମାନି ମାସ୍କ ପରିଧାନ ଓ ସାନିଟାଇଜ ହୋଇ ଦର୍ଶନ ପାଇଁ ଭକ୍ତ ମନ୍ଦିର ପ୍ରବେଶ କରୁଛନ୍ତି। ପୂର୍ବଭଳି କିନ୍ତୁ ସକାଳ ୬ ଟାରୁ ରାତି ୯ଟା ପର୍ଯ୍ଯନ୍ତ ଦର୍ଶନ…

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ…

ପୁରୀ:  ଗୌଡ଼ୀୟ ମିଶନ ପ୍ରତିଷ୍ଠାତା ଶ୍ରୀଲ ଭକ୍ତି ସିଦ୍ଧାନ୍ତ ସରସ୍ୱତୀ ଗୋସ୍ୱାମୀ ପ୍ରଭୁପାଦଙ୍କ ତ୍ରୟବର୍ଷ ବ୍ୟାପୀ ୧୫୦ତମ ବର୍ଷ ପୂର୍ତ୍ତି ଆବିର୍ଭାବ ମହୋତ୍ସବର ଉଦ୍‍ଘାଟନୀ ସମାରୋହ ଓ ବିଶ୍ୱ ବୈଷ୍ଣବ ସମ୍ମିଳନୀ ଶରଧାବାଲିରେ ଅନୁଷ୍ଠିତ ହଇଯାଇଛି। ଏହି କାର୍ଯ୍ୟକ୍ରମ ତିନିଦିନ ଧରି ଚାଲିବ। ଶନିବାର…

ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ…

ପୁରୀ:  ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କୁ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦର୍ଶନ କରିଛନ୍ତି । ପ୍ରଥମେ ସିଂହଦ୍ବାର ସମ୍ମୁଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତି ଦମ୍ପତିଙ୍କୁ ସ୍ବାଗତ କରାଯାଇଥିଲା। ଗର୍ଭଗୃହ ଭିତରକୁ ଯାଇ ଶ୍ରୀ କୋବିନ୍ଦ ଦାରୁବ୍ରହ୍ମଙ୍କୁ ଦର୍ଶନ ଏବଂ…

ଆସନ୍ତାକାଲି ଶ୍ରୀମନ୍ଦିରରେ ୨ଘଣ୍ଟା ପାଇଁ…

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ଆସନ୍ତାକାଲି ୨ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ସନ୍ଧ୍ଯା ୬ଟା ଯାଏ ଭକ୍ତଙ୍କୁ ଶ୍ରୀମନ୍ଦିର ବାରଣ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।ସୂଚନା ଅନୁଯାୟୀ,…

ମହାମହିମଙ୍କ ଗସ୍ତ ପାଇଁ ପୁରୀରେ ମୁତୟନ…

ପୁରୀ: ପୁରୀ ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତିଙ୍କ ଦୁଇଦିନିଆ ଗସ୍ତ ଅବସରରେ ସମସ୍ତ କାର୍ଯ୍ୟକ୍ରମକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରାଯିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ସର୍କିଟ ହାଉସରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ…

ପୁରୀ ଏମାର ମଠରେ ପୁଣି ଚାଲିଛି ରୁପା ଇଟା…

ପୁରୀ: ବହୁ ଚର୍ଚ୍ଚିତ ପୁରୀ ଏମାର ମଠରେ ପୁଣି ରୁପା ଇଟା ଖୋଜା ଚାଲିଛି। ପୂର୍ବରୁ ଚିହ୍ନଟ ହୋଇଥିବା ୩ଟି ସ୍ଥାନକୁ ଖୋଳିବା ଆରମ୍ଭ କରିଦେଇଛି ପ୍ରଶାସନ । ତାପୂର୍ବରୁ ଯାଞ୍ଚ ପ୍ରକ୍ରିୟା ସରିଛି । ପୁରୀ ଉପଜିଲ୍ଲାପାଳ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୂର୍ବ ଚିହ୍ନଟ ସ୍ଥାନକୁ ଖୋଲାଯିବା ପ୍ରକ୍ରିୟା…