ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
Browsing Tag

Puri Jagannath Temple

ମାହାପ୍ରଭୁଙ୍କୁ ଦର୍ଶନ କଲେ ମଣିପୁର…

ପୁରୀ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ମଣିପୁର ରାଜ୍ୟପାଳ ଅନୁସୟା ଉଇକି। କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ପୁରୀ ପ୍ରଶାସନ ତରଫରୁ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରି…

ରତ୍ନଭଣ୍ଡାର ଅଳଙ୍କାର ତାଲିକା…

ପୁରୀ: ଶନିବାର ଅନୁଷ୍ଠିତ ହେବ ରତ୍ନଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ କମିଟିର ପ୍ରଥମ ବୈଠକ। ଅପରାହ୍ନ ୨ଟାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ ଅଧ୍ୟକ୍ଷତା କରିବେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ୱସୱାନ କିମ୍ବା ଶ୍ରୀମନ୍ଦିର…

ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ 5T…

ପୁରୀ: ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ 5T ଅଧ୍ୟକ୍ଷ। ମନ୍ଦିର ପରିସରରେ ପ୍ରାୟ ୪୫ ମିନିଟ ରହିବା ପରେ ବାହାରକୁ ଆସିଥିଲେ। ପରେ ଶ୍ରୀମନ୍ଦିର ପ୍ରରିକ୍ରମା ମାର୍ଗରେ ପ୍ରଦକ୍ଷିଣ…

ପୁରୀରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ…

ପୁରୀ: ଚଳିତ ବର୍ଷ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତ ହେଲାଣି ଶ୍ରୀମନ୍ଦିର ପ୍ରଶାସନ । ଆଜି ଏନେଇ ପୁରୀ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥକାଠ। ଦଶପଲ୍ଲା ମହାବୀର ମନ୍ଦିରରେ ପୂଜାର୍ଚ୍ଚନା ପରେ ବାହାରିଥିଲା ରଥକାଠ। ୩ଟି ଟ୍ରକ୍‌ ଯୋଗେ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ୧୦୨ ଖଣ୍ଡ ରଥକାଠ…

ଆଜି ଅପରାହ୍ଣରେ ପୁରୀ ଯିବେ…

ପୁରୀ: ଆଜି ଅପରାହ୍ଣରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କୁ ଦର୍ଶନ କରି ଶ୍ରୀଜଗନ୍ନାଥ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀଦାଣ୍ଡ ଦେଇ ଶ୍ରୀମନ୍ଦିର ଯିବେ ନବୀନ । ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବାଟରେ ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ…

ପୁରୀ: ଆଉ ମାତ୍ର ୧୨ ଦିନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ। ସେଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ଲୋକାର୍ପଣ ଉତ୍ସବରେ ଦେଶ ବିଦେଶରୁ ଅତିଥି ଯୋଗଦେଉଥିବାରୁ ସମସ୍ତ କାର୍ଯ୍ୟକ୍ରମ ଯେପରି ଶୃଙ୍ଖଳିତ ଏବଂ ଆକର୍ଷଣୀୟ ହେବ ତା’ ଉପରେ ବିଶେଷ ଗୁରୁତ୍ୱ…

ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ…

ପୁରୀ: ଇଂରାଜୀ ନୂଆବର୍ଷରେ ପୁରୀରେ ପ୍ରବଳ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ସମ୍ଭାବନା ନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ୫ ଭାଗରେ ବିଭକ୍ତ କରାଯାଇଥିବା ବେଳେ ୯ଟି ସେକ୍ଟରରେ କରାଯିବ। ମରଚିକୋଟ ଛକରୁ ହେବ ନୋ ଭେଇକିଲ୍ ଜୋନ୍। ଦିବ୍ୟାଙ୍ଗ ଓ ବରିଷ୍ଠ…

ନୂଆବର୍ଷ ପାଇଁ ପୁରୀରେ ଜମୁଛି ଭିଡ଼,…

ପୁରୀ: ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି। ନୂଆବର୍ଷ ପାଇଁ ପୁରୀକୁ ଛୁଟୁଛନ୍ତି ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ। ନୂଆବର୍ଷକୁ ସ୍ବାଗତ କରି ମହାପ୍ରଭୁଙ୍କ ଦର୍ଶନରୁ ବର୍ଷ ଆରମ୍ଭ କରିବେ ଶ୍ରଦ୍ଧାଳୁ। ଏଥିପାଇଁ ସହରରେ ଥିବା ସମସ୍ତ ହୋଟେଲ ଗୁଡ଼ିକ ଏବେଠାରୁ ବୁକ୍ ହୋଇଗଲାଣି। ଭିଡ଼କୁ ନଜରରେ ରଖି ବଡ଼ଦାଣ୍ଡ ଓ…

ଶ୍ରୀମନ୍ଦିରର ସୁରକ୍ଷା ପାଇଁ ସ୍ବତନ୍ତ୍ର…

ଭୁବନେଶ୍ୱର: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥ ମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ଅଧିକ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଏଥି ପାଇଁ ପଦକ୍ଷେପ ନେଇଛନ୍ତି। ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ମୁତୟନ ହେବେ। ଏଥି ପାଇଁ ସ୍ବତନ୍ତ୍ର ବାଟାଲିଅନ୍‌ ଗଠନ ହେବ। ସମସ୍ତଙ୍କ ସହ ଆଲୋଚନା ପରେ ୫ଟି…

ଅସୁସ୍ଥ ହବିଷ୍ୟାଳିଙ୍କ ମୃତ୍ୟୁ,…

ପୁରୀ: ଜଗା ଦର୍ଶନ ହେଲା ଶେଷ ଦର୍ଶନ । ଚିକିତ୍ସାଧିନ ଅବସ୍ଥାରେ ଜଣେ ହବିଷ୍ୟାଳିଙ୍କ ମୃତ୍ୟୁ ଘଟିଛି। ପୁରୀ ଶ୍ରୀମନ୍ଦିର ଭିତରେ ଥିବା ନୀଳାଚଳ ଉପବନରେ ବସିଥିବା ବେଳେ ଜଣେ ହବିଷ୍ୟାଳି ଗୁରୁତର ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ଉଦ୍ଧାର କରାଯାଇ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।…